ତାଜା ଖବର ରାଜ୍ୟ ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ ନିଲମ୍ବିତ July 1, 2025 Papirani ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ ନିଲମ୍ବିତ । ଜଟଣୀ ସବରେଜିଷ୍ଟର ଥିବା ବେଳେ ଦୁର୍ନୀତି କରିଥିବା ଅଭିଯୋଗରେ ତାଙ୍କୁ ନିଲମ୍ବିତ କଲେ ରାଜସ୍ୱ ବିଭାଗ । ସଵ ରେଜିଷ୍ଟର ଥିବା ବେଳେ ବେଆଇନ ଭାବେ ହୋମ ଭିଜିଟ କରି…
ତାଜା ଖବର ରାଜ୍ୟ ଲୋକଙ୍କୁ ଦୁର୍ବ୍ୟବହାର କରିବା ପଡ଼ିଲା ମହଙ୍ଗା; ଘସିପୁରା ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ୍ July 1, 2025 Papirani ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ । କେନ୍ଦୁଝର ଘସିପୁରା ତହସିଲଦାର ଅଭୟ କୁମାର ସ୍ୱାଇଁଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି । ସାଧାରଣ ଜନତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ପରେ ରାଜସ୍ୱ ବିଭାଗ ପକ୍ଷରୁ ସମ୍ପୃକ୍ତ ତହସିଲଦାରଙ୍କୁ ଜବାବ ତଲବ କରାଯାଇଛି…
ତାଜା ଖବର ଦେଶ ରାଜ୍ୟ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି July 1, 2025 Papirani ଓଡ଼ିଶା ଆସିବେ ମହାମହିମ । ଆସନ୍ତା ୧୪ ଓ ୧୫ ତାରିଖ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ୨ ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ମହାମହିମ ଯୋଗଦେବେ ବୋଲି ସୂଚନା ମିଳିଛି । ଆସନ୍ତା…
ତାଜା ଖବର ରାଜ୍ୟ ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆନ୍ଦୋଳନରେ BMC ଓ ସଫେଇ କର୍ମଚାରୀ July 1, 2025 Papirani ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଲେ BMC କର୍ମଚାରୀ ।BMC ଅଫିସରେ କର୍ମଚାରୀଙ୍କ ପ୍ରତିବାଦ କରିଥିବା ଜଣାପଡିଛି। ବିଏମସିର ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ କଳା ବ୍ୟାଜ୍ ପିନ୍ଧି କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି । କର୍ମଚାରୀଙ୍କ…
ତାଜା ଖବର ରାଜ୍ୟ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 1, 2025 Papirani ଆଜି ଅପରାହ୍ନ ୩ଟାରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ । ଆଗାମୀ ନିତିକାନ୍ତି ନେଇ କରିବେ ଆଲେଚନା ।ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି ।…
ତାଜା ଖବର ରାଜ୍ୟ ସମୂହ ଛୁଟି ଆନ୍ଦୋଳନକୁ ସ୍ଥଗିତ ରଖିଲା ଓଏଏସ୍ ସଂଘ July 1, 2025 Papirani ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ଓଏଏସ୍ ସଂଘ ସଦସ୍ୟଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ଓଏଏସ୍ ସଂଘର ସଦସ୍ୟମାନଙ୍କ ସହିତ ଦୀର୍ଘ ଘଣ୍ଟା ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ…