Day: 1 July 2025

୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଓଡ଼ିଶା ଆସିବେ ମହାମହିମ । ଆସନ୍ତା ୧୪ ଓ ୧୫ ତାରିଖ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ୨ ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ମହାମହିମ ଯୋଗଦେବେ ବୋଲି ସୂଚନା ମିଳିଛି । ଆସନ୍ତା…

ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆନ୍ଦୋଳନରେ BMC ଓ ସଫେଇ କର୍ମଚାରୀ

ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଲେ BMC କର୍ମଚାରୀ ।BMC ଅଫିସରେ କର୍ମଚାରୀଙ୍କ ପ୍ରତିବାଦ କରିଥିବା ଜଣାପଡିଛି। ବିଏମସିର ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ କଳା ବ୍ୟାଜ୍ ପିନ୍ଧି କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି । କର୍ମଚାରୀଙ୍କ…

ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଅପରାହ୍ନ ୩ଟାରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ । ଆଗାମୀ ନିତିକାନ୍ତି ନେଇ କରିବେ ଆଲେଚନା ।ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି ।…

ସମୂହ ଛୁଟି ଆନ୍ଦୋଳନକୁ ସ୍ଥଗିତ ରଖିଲା ଓଏଏସ୍ ସଂଘ

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ଓଏଏସ୍ ସଂଘ ସଦସ୍ୟଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ଓଏଏସ୍ ସଂଘର ସଦସ୍ୟମାନଙ୍କ ସହିତ ଦୀର୍ଘ ଘଣ୍ଟା ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ…