Day: 4 July 2025

ରାମ ଚରିତ ମାନସ ମନ୍ଦିର ଭୂମି ପୂଜନ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଜଗତ ଗୁରୁ ରାମଭଦ୍ରାଚାର୍ଯ୍ୟ

ପୁରୀର ମଙ୍ଗଳାଘାଟ ଠାରେ ଆୟୋଜିତ ରାମ ଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ପଦ୍ମଵିଭୂଷଣ ଜଗତ ଗୁରୁ ରାମଭଦ୍ରାଚାର୍ଯ୍ୟ । ଏହି ଅବସରରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ସଂସ୍କୃତି…

ମିଳିବ ସମସ୍ତ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଟଙ୍କା: ମନମୋହନ ସାମଲ

ସମସ୍ତ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଦିଆଯିବା ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି କ୍ଷୁଦ୍ର ଜମାକାରୀ ହୁଅନ୍ତୁ କିମ୍ବା ବଡ଼ ଜମାକାରୀ ସମସ୍ତଙ୍କୁ ମିଳିବ ଟଙ୍କା । ମନରେ କୌଣସି ଦ୍ବନ୍ଦ୍ବ ରହିବା…

ପୁରୀରେ ହୋଇ ନ ପାରେ ବିମାନ ବନ୍ଦର; ଆପତ୍ତି ଉଠାଇଲା କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ

କିଛିଦିନ ତଳେ ଅନୁମତି ମିଳିଥିଲା ପୁରୀ ବିମାନ ବନ୍ଦରକୁ ଝଟକା । ପୁରୀରେ ହୋଇ ନ ପାରେ ବିମାନ ବନ୍ଦର । ଏ ନେଇ ଆପତ୍ତି ଉଠାଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ।ପରିବେଶ ମନ୍ତ୍ରଣାଳୟର ଜଙ୍ଗଲ ପରାମର୍ଶଦାତା କମିଟି…

୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂଜାର୍ଚ୍ଚନା…

ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ଏହାପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର…