Day: 5 July 2025

ବିଆଇଏସ ସ୍ୱୀକୃତିପ୍ରାପ୍ତ ହେଲମେଟ୍‌ ପିନ୍ଧିବାକୁ କେନ୍ଦ୍ର ସରକାରଙ୍କ ପରାମର୍ଶ

ଚାଲାଣରୁ ବର୍ତ୍ତିବା ପାଇଁ କିଛି ଲୋକ ଯେକୌଣସି ଶସ୍ତା ହେଲମେଟ ପିନ୍ଧନ୍ତି । ଯାହା ସୁରକ୍ଷା ଦୃଷ୍ଟିକୋଣରୁ ବେଳେବେଳେ ବିପଜ୍ଜନକ ପ୍ରମାଣିତ ହୁଏ । ତେଣୁ ବିଆଇଏସ ସ୍ୱୀକୃତିପ୍ରାପ୍ତ ହେଲମେଟ୍‌ ପିନ୍ଧିବାକୁ କେନ୍ଦ୍ର ଖାଉଟି ବ୍ୟାପର ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି…

ଆଜି ହସ୍ପିଟାଲରୁ ଡିସଚାର୍ଜ ହେବେ ନବୀନ ପଟ୍ଟନାୟକ

ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସପିଟାଲରେ ସର୍ଭାଇକାଲ ଆର୍ଥ୍ରାଇଟିସର ସଫଳ ଅପରେସନ ପରେ ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଦ୍ରୁତ ଆରୋଗ୍ୟ ଲାଭ କରୁଛନ୍ତି । ଆଜି ସେ ହସ୍ପିଟାଲରୁ ଡିସଚାର୍ଜ…

ମାଲିରେ ଓଡ଼ିଆ ଯୁବକଙ୍କୁ ଅପହରଣ ଘଟଣା: ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି

ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପୃହତ ୩ ଜଣ ଭାରତୀୟ ନାଗରିକଙ୍କ ମଧ୍ୟରୁ ଜଣେ ଓଡ଼ିଆ ରହିଥିବା ସୂଚନା ମିଳିଛି । ଅପହୃତ ଯୁବକ ଜଣକ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସମରଝୋଳ ଗାଁର ପି. ଭେଙ୍କଟରମଣ ବୋଲି ଜଣା ପଡିଛି ।…

ଆଜି ବାହୁଡା ଯାତ୍ରା, ସରିଲା ପହଣ୍ଡି, ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି

ଆଜି ପବିତ୍ର ବାହୁଡ଼ା ଯାତ୍ରାରେ ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ । ଜନ୍ମବେଦୀରୁ ବାହାରି ଧାଡ଼ି ପହଣ୍ଡିରେ ଆସି ଶରଧାବାଲିରେ ପ୍ରସ୍ତୁତ…