Day: 13 July 2025

ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା: ଏନସିଡବ୍ଲ୍ୟୁର ହସ୍ତକ୍ଷେପ; ୩ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 

ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ) ନିଜ ଆଡୁ ହସ୍ତକ୍ଷେପ କରିଛନ୍ତି । ଓଡ଼ିଶାର ବାଲେଶ୍ୱରର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଛାତ୍ରୀଙ୍କ ଦ୍ୱାରା ଜଣେ ବରିଷ୍ଠ ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନା…

ଏଫ୍.ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା: ଏମ୍ସ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ଏମ୍ସ ହସ୍ପିଟାଲ୍ ରେ ମୁଖ୍ୟମନ୍ତ୍ରୀ । ଫକୀରମୋହନ ମହାବିଦ୍ୟାଳୟରେ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ପୀଡ଼ିତାଙ୍କୁ ଏମ୍ସରେ ଚିକିତ୍ସା କରାଯାଉଛି । ଭୁବନେଶ୍ୱର ଏମ୍ସରେ ପହଞ୍ଚି ନିଜେ ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି । ବାଲେଶ୍ବର ପୀଡ଼ିତା ଙ୍କ…

ବାଲେଶ୍ବର ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ ପଟ୍ଟନାୟକ

ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ ଆତ୍ମାହତ୍ୟା ଉଦ୍ୟମ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସରେ ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ଏହି ଘଟଣାରେ ସେ ରାଜ୍ୟପାଳଙ୍କ ହସ୍ତକ୍ଷେପ…

ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା: ସୁରକ୍ଷା ମାଗିଲେ କଲେଜ ଅଧ୍ୟକ୍ଷ

ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ସୁରକ୍ଷା ମାଗିଲେ ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ । ଜିଲ୍ଲାପାଳଙ୍କ ନିକଟରେ ସୁରକ୍ଷା ପାଇଁ କଲେ ନିବେଦନ କରିଥିବା ଜଣାପଡ଼ିଛି। ଏହା ସହ ତଦନ୍ତରେ ପୂର୍ଣ୍ଣ ସହଯୋଗ…

ତେଲୁଗୁ ଅଭିନେତା ତଥା ପୂର୍ବତନ ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ

ତେଲୁଗୁ ସିନେମା ଜଗତରେ ପ୍ରସିଦ୍ଧ ଅଭିନେତା ଏବଂ ପୂର୍ବତନ ବିଜେପି ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ । ୮୩ ବର୍ଷ ବୟସରେ ହାଇଦ୍ରାବାଦ ଆଖିବୁଜିଛନ୍ତି ଶ୍ରୀନିବାସ ରାଓ । ଆଜି ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ…

ରାଜ୍ୟସଭା ପାଇଁ ୪ ଜଣ ବିଶିଷ୍ଟ ବ୍ୟକ୍ତି ମନୋନୀତ

ରାଜ୍ୟସଭା ପାଇଁ ୪ ଜଣ ବିଶିଷ୍ଟ ବ୍ୟକ୍ତି ମନୋନୀତ ହୋଇଛନ୍ତି। ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭା ପାଇଁ ମନୋନୀତ ହୋଇଥିବା ୪ ଜଣ ବିଶିଷ୍ଟ…

ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା; ସ୍ଥିତିରେ କିଛି ସୁଧାର ଆସିନି: AIIMS ନିର୍ଦ୍ଦେଶକ

ବାଲେଶ୍ବର ଫକୀର ମୋହନ କଲେଜରେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଏହାରି ମଧ୍ୟରେ ପୀଡ଼ିତଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରତିକ୍ରିୟା ଦେଲେ AIIMS ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ। ସେ କହିଛନ୍ତି ପୀଡ଼ିତଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି…