Day: 16 July 2025

ବାଲେଶ୍ୱର ଏଫ.ଏମ ଛାତ୍ରୀ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ କରିବ ତଦନ୍ତ

ବାଲେଶ୍ୱର ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ କରିବ ତଦନ୍ତ । ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଡିଏସ୍‌ପି ଇମାନ କଲ୍ୟାଣ ନାୟକଙ୍କୁ ତଦନ୍ତ ଭାର ଦିଆଯାଇଛି । ତଦନ୍ତ ଦାୟିତ୍ୱ ଦେଲେ କ୍ରାଇମବ୍ରାଞ୍ଚ…

ବାଲେଶ୍ବର ଘଟଣା: ଆହତ ଛାତ୍ରଙ୍କୁ ଭେଟିଲେ ଅଳକା ଲାମ୍ବା

ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ବେଳେ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିବା ଛାତ୍ର ଜ୍ୟୋତିପ୍ରକାଶଙ୍କୁ ଭେଟିଲେ ଜାତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା । କଟକ ଏସ୍‌ସିବି ବର୍ଣ୍ଣ ୟୁନିଟକୁ ଯାଇ ଚିକିତ୍ସାଧୀନ ଜ୍ୟୋତିପ୍ରକାଶଙ୍କୁ ଭେଟି ଜ୍ୟୋତିପ୍ରକାଶଙ୍କ…

ତୀର୍ଥରେ ଯିବେ ବରିଷ୍ଠ ନାଗରିକ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ମଧ୍ୟରେ କରିପାରିବେ ନାମ ପଞ୍ଜୀକରଣ

ଦେଶର ବିଭିନ୍ନ ସ୍ଥାନ ପରିଦର୍ଶନର ସୁଯୋଗ ପାଇବେ ବରିଷ୍ଠ ନାଗରିକ । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ପ୍ରତିବର୍ଷ ଭଳି ଚଳିତ ବର୍ଷ ତୀର୍ଥଯାତ୍ରା କରିବାର ସୁଯୋଗ ରାଜ୍ୟ ପର୍ଯ୍ୟଟନ ବିଭାଗ…

୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଜୁଲାଇ ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ । ଜନସାଧାରଣଙ୍କ ପାଇଁ ଅଶୋକ ନଗରର ୟୁନିଟ୍-II ରେ ପ୍ରତି ସୋମବାର ଖୋଲାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ୨୧ରେ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଜାରି…

ବାଲେଶ୍ବର ଘଟଣା: ସଂସଦ ଘେରାଉ କରିବ କଂଗ୍ରେସ

ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ସଂସଦ ଘେରାଉ କରିବ କଂଗ୍ରେସ । ଏ ନେଇ ଆଜି ସୂଚନା ଦେଇଛନ୍ତି ଜାତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା । ସେ କହିଛନ୍ତି ଆସନ୍ତା ୨୧ରେ ସଂସଦ ଅଧିବେଶନ…

ମମିତା-କୁନ୍ଦୁଲି-ଇତିଶ୍ରୀ କଥା ଭୁଲିଗଲାଣି ବିଜଦ ?

ଇତିଶ୍ରୀ ପ୍ରଧାନ ବୋଲି ଜଣେ ଶିକ୍ଷୟତ୍ରୀ ଥିଲେ। ଶଙ୍ଖ ନେତାମାନେ ନିହାତି ନାଁ ଶୁଣିଥ‌ିବେ । ସେ ନିଜେ ଦିହରେ ନିଆଁ ଲଗାଇ ମରିନଥିଲେ। କେହି ଜଣେ ତାଙ୍କ ଦିହରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିଲା । ବିଚାରା ଇତିଶ୍ରୀ…

ଇତିଶ୍ରୀ ବି ସମସ୍ତଙ୍କୁ ଗୁହାରୀ କରି ପୋଡ଼ି ମରିଥିଲେ

୧୨ ବର୍ଷ ପୂର୍ବରୁ ଜଣେ ଶିକ୍ଷୟିତ୍ରୀଙ୍କ ଦେହରେ କେହି ଅଜଣା ବ୍ୟକ୍ତି ନିଆଁ ଲଗାଇ ଦେଇଥିଲା। ସେହି ଠିକା ଶିକ୍ଷୟିତ୍ରୀ କିଛି ଦିନ ବିଶାଖାପାଟଣା ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆରପୁରକୁ ଚାଲିଯାଇଥିଲେ। ମୃତ୍ୟୁ ପୂର୍ବରୁ ଜମାନବନ୍ଦୀ ଦେଇଥିଲେ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ବାଣୀବିହାରରେ ଏବିଭିପିର ବିକ୍ଷୋଭ ପ୍ରଦର୍ଶନ

ବାଲେଶ୍ବର ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛି ଏବିଭିପି। ନ୍ୟାୟ ଦାବି ନେଇ ବାଣୀବିହାରରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ବିକ୍ଷୋଭ ପ୍ରଦର୍ଶନ । ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଆଇନଯୁକ୍ତ ସ୍ଥାୟୀ…

ବିଜେଡିର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ପୋଲିସର ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା

ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା । ଏଥିରେ ବିଜେଡି ର ହଜାର ହଜାର କର୍ମୀ ଶାନ୍ତିପୂର୍ଣ୍ଣ ଭାବରେ ଲୋୟାର…

ସୌମ୍ୟାଶ୍ରୀଙ୍କ ପରିବାର ସହ କଥା ହେଲେ ରାହୁଲ; ଓଡ଼ିଶାରେ ଅଳକା ଲାମ୍ବା

ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କଥା ହୋଇଛନ୍ତି । ପ୍ରଭାରୀ ଅଜୟ କୁମାରଙ୍କ ଫୋନ କଲ ମାଧ୍ୟମରେ ଆଜି ସକାଳେ ସୌମ୍ୟାଶ୍ରୀଙ୍କ ବାପା ବଳରାମ ବିଶିଙ୍କ ସହ ରାହୁଲ ଗାନ୍ଧୀ କଥା ହୋଇ ସାନ୍ତ୍ୱନା…