Day: 19 July 2025

ନିମାପଡା ଛାତ୍ରୀ ପୋଡି ଘଟଣାର ଅନୁଧ୍ୟାନ କଲା ପିସିସି ତଥ୍ୟ ଅନୁଧ୍ୟାନ କମିଟି

ପୁରୀ ଜିଲ୍ଲା ଅନ୍ତର୍ଗତ ନିମାପଡା ବିଧାନସଭା ନିର୍ବାଚନ ମଣ୍ଡଳିରେ ଦୁବୃର୍ତ୍ତମାନଙ୍କ ଦ୍ବାରା ହୋଇଥିବା ଛାତ୍ରୀକୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେବା ଘଟଣାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଭକ୍ତ ଚରଣ ଦାସ ଅତ୍ୟନ୍ତ ଉଦ୍‌ବେଗ ପ୍ରକାଶ କରିବା ସହ…

ପୁରୀ ବଳଙ୍ଗା ପୀଡ଼ିତାଙ୍କୁ ଆବଶ୍ୟକ ପଡିଲେ ଦିଲ୍ଲୀ ଏୟାର ଲିଫ୍ଟ କରିବେ ରାଜ୍ୟ ସରକାର

ପୁରୀ ଜିଲ୍ଲା, ବଳଙ୍ଗା ଅଞ୍ଚଳରେ ନାବାଳିକାଙ୍କ ଦେହରେ କିଛି ଦୁର୍ବୃତ୍ତ ନିଆଁ ଲଗାଇବା ଘଟଣାରେ ରାଜ୍ୟ ସରକାର ସମ୍ପୃକ୍ତ ପୀଡିତାଙ୍କୁ ଏୟାରଲିଫ୍ଟ କରି ଦିଲ୍ଲୀ ଏମ୍ସରେ ଚିକିତ୍ସା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ।…

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ମହିଳା କଂଗ୍ରେସ

ରାଜ୍ୟରେ ଗୋଟିକ ପରେ ଗୋଟିଏ ହୃଦୟ ବିଦାରକ ଘଟଣାରେ ଛାତ୍ରୀମାନେ ନିଆଁରେ ପୋଡିବା ରାଜ୍ୟ ସରକାରଙ୍କ ବିଫଳତାକୁ ଦର୍ଶାଉଛି । ‘ବେଟି ପଢ଼ାଓ ବେଟି ବଚାଓ’ ସ୍ଲୋଗାନ ଦେଉଥିବା ବିଜେପି ସରକାରଙ୍କ ଶାସନରେ ମହିଳା, ଛାତ୍ରୀମାନେ ସବୁଠାରୁ ଅସୁରକ୍ଷିତ । ସୌମ୍ୟାଶ୍ରୀଙ୍କୁ…

‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଲେଜ ଓ ବିଶ୍ୱବିଦ୍ୟାଳୟ ପରି ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକରେ ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ରାଜ୍ୟ ସରକାର ଏକ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ବିଗତ ଦିନମାନଙ୍କରେ ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରୀମାନଙ୍କ…

ପୁରୀ ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବା କହିଲେ ଏମ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର ଥିବା କହିଛନ୍ତି ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସ । ଆସନ୍ତା ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ, ୪୮ ଘଣ୍ଟା ଅବଜରଭେସନ୍‌ରେ ରହିବେ । ରକ୍ତଚାପ ମଧ୍ୟ କମ୍‌…

ସାମ୍ନାକୁ ଆସିଲା ଆଇସିସିକୁ ପୀଡ଼ିତାଙ୍କ ବାପାଙ୍କ ଲେଖିଥିବା ଚିଠି ଗୁମର

ସାମ୍ନାକୁ ଆସିଲା ଆଇସିସି କୁ ପୀଡ଼ିତା ବାପାଙ୍କ ଗୁହାରି । ଝିଅକୁ ଫକୀର ମୋହନ କଲେଜ ର ଏଚ୍‌ଓଡି ସମୀର ସାହୁ ନିର୍ଯ୍ୟାତନା ଦେଉଥିବା ସମ୍ପର୍କରେ ଆଇସିସି କମିଟିକୁ ଚିଠି ଜରିଆରେ ଅବଗତ କରିଥିଲେ ସୌମ୍ୟାଶ୍ରୀଙ୍କ ବାପା । ଝିଅ ଆଗକୁ…

ଏଫଏମ କଲେଜ ପୀଡିତାଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ପ୍ରଦାନ କଲେ ରାଜ୍ୟ ସରକାର

ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଆଜି ଏଫଏମ କଲେଜ ପୀଡିତାଙ୍କ ପରିବାରକୁ ଭେଟି ରାଜ୍ୟ ସରକାରଙ୍କ ତରଫରୁ ୨୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସେହିପରି ବାଲେଶ୍ୱର ରେଡ୍‌କ୍ରସ ପକ୍ଷରୁ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୫ ହଜାର ଟଙ୍କାର ସହାୟତା…

ନିମାପଡାରେ ନାବାଳିକାଙ୍କୁ ଜାଳିଦେବା ଘଟଣା ସରକାରୀ ନିଷ୍କ୍ରିୟତାର ପ୍ରମାଣ ବୋଲି କହିଚ୍ଛନ୍ତି ନବୀନ

ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ନାବାଳିକାକୁ ଦିବାଲୋକରେ ନିଆଁ ଲଗାଇ ଦୁର୍ବୃତ୍ତ ଜାଳିଦେବାକୁ ଉଦ୍ୟମ କରିଥିବା ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ନିମାପଡାରେ…

ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ମହିଳା ବିଜେଡିର ଶାନ୍ତିପୂର୍ଣ୍ଣ ଧାରଣା

ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି । ସୂଚନା ଅନୁଯାୟୀ, ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୋଧରେ,…

+୨ ଛାତ୍ରୀଙ୍କୁ ଜାଳିଦେବାକୁ ଉଦ୍ୟମ; ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ କହିଲେ ଉପମୁଖ୍ୟମନ୍ତ୍ରୀ

ବାବାଲେଶ୍ୱରସ୍ଥିତ ଫକୀର ମୋହନ ମହାବିଦ୍ୟାଳୟ ଘଟଣାକୁ ଲୋକ ଭୁଲିନଥିବା ବେଳେ ଆଉ ଏକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଛି । ପୁରୀ ଜିଲ୍ଲା, ପିପିଲି ବଳଙ୍ଗା ଥାନା ବାୟାବର ଗାଁରେ ଘଟିଛି ଆଉ ଏକ ଅଭାବନୀୟ ଘଟଣା । +୨ ଛାତ୍ରୀଙ୍କ…