Day: 20 July 2025

ଖୋଲା ପେଟ୍ରୋଲ୍‌ ବିକ୍ରି ଉପରେ ଲାଗିଲା କଟକଣା

ଖୋଲା ପେଟ୍ରୋଲ୍‌ ବିକ୍ରି ଉପରେ ଲାଗିଲା କଟକଣା । ଆସନ୍ତାକାଲିଠାରୁ ଆଉ ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍ । କେବଳ ପେଟ୍ରୋଲ୍ ପମ୍ପରେ ହିଁ ଗାଡ଼ିରେ ଭରାଯିବ ପେଟ୍ରୋଲ୍ । ଏ ନେଇ ଆଜି ସୂଚନା ଦେଇଛନ୍ତି ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ…

ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ରାଜ୍ୟ ସରକାରଙ୍କ ନାହିଁ କୌଣସି ନିୟନ୍ତ୍ରଣ: ସସ୍ମିତ ପାତ୍ର 

ରାଜ୍ୟରେ ମହିଳାମାନଙ୍କ ବିରୁଦ୍ଧରେ ବଢ଼ୁଥିବା ଅପରାଧ ପାଇଁ ଆଜି ବିଜୁ ଜନତା ଦଳ ସାଂସଦ ସସ୍ମିତ ପାତ୍ର ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାରଙ୍କୁ ସମାଲୋଚନା କରିଛନ୍ତି। ୨୧ ଜୁଲାଇ ଠାରୁ ଆରମ୍ଭ ହେଉଥିବା ସଂସଦ ମୌସୁମୀ ଅଧିବେଶନ ପୂର୍ବରୁ…

ମହିଳାଙ୍କ ସହ ଶାରୀରିକ ସମ୍ପର୍କ ଓ ନିର୍ଯାତନା ଅଭିଯୋଗରେ ଅଗ୍ନିଶମ ଅଧିକାରୀ ଗିରଫ

ରାୟଗଡ଼ା ଜିଲ୍ଲା ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ବେହେରା ଗିରଫ । ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ଓ ନିର୍ଯାତନା ଅଭିଯୋଗରେ ଗିରଫ । ମହିଳା ଜଣଙ୍କ ରାୟଗଡ଼ା ଟାଉନ ଥାନାରେ ଏତଲା ପରେ ଗିରଫ କରାଯାଇଛି । ଅନ୍ୟପଟେ…

ବଳଙ୍ଗା ଘଟଣା; କିଛି ତଥ୍ୟ ହସ୍ତଗତ ହୋଇଛି, କିଛି ଆସିବାର ବାକି ରହିଛି: ଡିଜିପି

ଆଜି ଅପରାହ୍ନରେ ପୁରୀ ବଳଙ୍ଗାରେ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିଛନ୍ତି ପୋଲିସ୍ ଡିଜି ୱାଇ. ବି. ଖୁରାନିଆ । ସାଥିରେ ପୁରୀ ଏସ୍‌ପି ପିନାକ ମିଶ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ମଧ୍ୟ ସ୍ଥିତି ପରଖିଛନ୍ତି ।ପୀଡ଼ିତାଙ୍କୁ ଯେଉଁଠି…

ଭିଜିଲାନ୍ସ ଜାଲରେ କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ୍‌ DFO

କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ୍‌ DFO । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ୍‌ DFO ନିତ୍ୟାନନ୍ଦ ନାୟକ । ଅନୁଗୁଳ, କେନ୍ଦୁଝର, ନୟାଗଡ଼ର ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି…

ତ୍ରୁଟିଶୁନ୍ୟ ପରୀକ୍ଷା କରିବାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ: ବିଜେଡି

ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗ ନେଇ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରସଙ୍ଗରେ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଆଜି ଅର୍ଥାତ ଜୁଲାଇ ୨୦ ତାରିଖରେ…

ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡ଼ିତା

ଭୁବନେଶ୍ୱର ଏମ୍‌ସରୁ ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା । ଏମ୍ସରୁ ଗ୍ରୀନ୍ କରିଡର ଭିତରେ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରକୁ ନିଆଯାଇଥିଲା । ଭୁବନେଶ୍ବର ବିମାନବନ୍ଦରରୁ ଏୟାର ଆମ୍ବୁଲାନ୍ସରେ ଗଲେ । ଦିଲ୍ଲୀ AIIMSରେ ପୀଡ଼ିତାଙ୍କର ହେବ ଅଧିକ ଚିକିତ୍ସା…

ନାବାଳିକା ପୋଡ଼ି ମାମଲା; ବଳଙ୍ଗା ଥାନା ଘେରାଉ ବେଳେ ବିଜେଡି କର୍ମୀ-ପୋଲିସ ଧସ୍ତାଧସ୍ତି

ପୁରୀ ଜିଲ୍ଲା ନିମାପଡା ବ୍ଲକ ଅନ୍ତର୍ଗତ ବଳଙ୍ଗା ନାବାଳିକାଙ୍କୁ ପୋଡି ଦେବା ମାମଲାକୁ ନେଇ ସରଗରମ ହୋଇଛି ରାଜନୀତି । ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଦଳ। ବଳଙ୍ଗା ନାବାଳିକାଙ୍କୁ ପୋଡି ଦେବା ଘଟଣାକୁ ନେଇ…

ବଳଙ୍ଗା ନାବାଳିକା ପୋଡ଼ି ମାମଲା; ପୀଡ଼ିତାଙ୍କ ପିଉସୀକୁ ଉଠାଇନେଲା ପୋଲିସ

ବଳଙ୍ଗା ନାବାଳିକା ପୋଡ଼ି ମାମଲାରେ ଆକ୍ସନ୍ ମୋଡ଼ରେ ପୋଲିସ । ପୁରୀ ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଦୁର୍ବୃତ୍ତମାନେ ନିଆଁ ଲଗାଇ ଜାଳିଦେବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ପରେ ଏମ୍‌ସ ଭୁବନେଶ୍ବରରେ ଚିକିତ୍ସାଧୀନ ନାବାଳିକାର ବୟାନ ରେକର୍ଡ କରାଯାଇ ତଦନ୍ତ ଆରମ୍ଭ କରିଛି…

ଆଜି ହେବାକୁ ଥିବା ସ୍ବତନ୍ତ୍ର ଓଟିଇଟି ୨୦୨୫ ପରୀକ୍ଷା ସ୍ଥଗିତ

ଓଟିଇଟି ୨୦୨୫ ପରୀକ୍ଷା ମଧ୍ୟରାତ୍ରରେ ସ୍ଥଗିତ ହୋଇଛି । ଆଜି ହେବାକୁଥିବା ଓଟିଇଟି ୨୦୨୫ ପରୀକ୍ଷକୁ ବୋର୍ଡ ସ୍ଥଗିତ କରିଛି । ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଟିଇଟି ୨୦୨୫ ପରୀକ୍ଷା ସ୍ଥଗିତ କରିଛି। ପେପର୍‌-୧ ଓ ପେପର୍‌-୨…