ଦେଶ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ July 23, 2025 Nirvay ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଇଲେକ୍ଟୋରାଲ କଲେଜ୍ ପ୍ରସ୍ତୁତି ଓ ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ପ୍ରକ୍ରିୟା…
ତାଜା ଖବର ରାଜ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ July 23, 2025 Nirvay ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍ପତି । ଏନେଇ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି । ଆଗକୁ ନୂଆ କୁଳପତି ନିଯୁକ୍ତି ନେଇ ନୂଆ ଅଧ୍ୟାଦେଶ ଅଣାଯିବ ।…
ରାଜ୍ୟ ବଳଙ୍ଗାରେ ଛାତ୍ରୀଙ୍କୁ ପୋଡ଼ିଦେବା ଘଟଣାରେ ୩ ଅଟକ July 23, 2025 Nirvay ପୁରୀ ଜିଲ୍ଲା, ନିମାପଡ଼ା ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଘଟଣାରେ ଆଜି ପୋଲିସ ତିନି ଜଣଙ୍କୁ ଉଠାଇ ନେଇଛି । ବଳଙ୍ଗା ପୋଲିସ ସହିତ ସ୍ପେଶାଲ ଟିମ ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି । ଅଟକ ଥିବା…
ତାଜା ଖବର ରାଜ୍ୟ ରାଜ୍ୟର ୨୩ ଜିଲ୍ଲାରେ ପ୍ରତିଷ୍ଠା ହେବ ୫୬ ନୂଆ କୋର୍ଟ July 23, 2025 Papirani ରାଜ୍ୟର ୨୩ଟି ଜିଲ୍ଲାରେ ୫୬ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ମିଳିଲା ଅନୁମୋଦନ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଏବଂ ଭଦ୍ରକ ବାସୁଦେବପୁରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ସ୍ଥାପନ କରାଯିବ । ଏହା ସହ ମୟୂରଭଞ୍ଜରେ ସର୍ବାଧିକ…
ତାଜା ଖବର ରାଜ୍ୟ କଟକରେ ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ July 23, 2025 Papirani କଟକ ଜିଲ୍ଲାର ଅଧାରୁ ଅଧିକ କଲେଜରେ କର୍ମଚାରୀଙ୍କ ଦରମା ବନ୍ଦ କରିବା ନିର୍ଦ୍ଦେଶ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ରିପୋର୍ଟ ଦାଖଲ କରି ନଥିବାରୁ ଉଚ୍ଚ ଶିକ୍ଷା ବିଭାଗ ଏହି ଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ଏହାସହ ଆସନ୍ତା…
ତାଜା ଖବର ରାଜ୍ୟ ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସର ଆଉ ୨ଟି ନୂଆ ବାଟାଲିୟନ୍ July 23, 2025 Papirani ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ ବାଟାଲିୟନ୍ । ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ । ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ…
ତାଜା ଖବର ରାଜ୍ୟ ରାଜଧାନୀରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ July 23, 2025 Papirani ଗତକିଛି ଦିନ ହେବ ବିଭିନ୍ନ ଜିଲ୍ଲାରେ ଦୁଷ୍କର୍ମ ବା ଗଣଦୁଷ୍କର୍ମର ଘଟଣା ସାମ୍ନାକୁ ଆସିଛି । ଯାହା ସମସ୍ତଙ୍କ ମଧ୍ୟରେ ଆତଙ୍କ ଖେଲାଇସାରିଲାଣି । ଏହାରି ମଧ୍ୟରେ ପୁଣି ଯୁବତୀଙ୍କୁ ଅସଦାଚରଣ ଘଟଣା ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ୱରରେ ଜଣେ…
ରାଜ୍ୟ ‘ବିକଶିତ ଗାଁ ବିକଶିତ ଓଡିଶା’ ଯୋଜନାକୁ ହାଇକୋର୍ଟଙ୍କ ଝଟକା July 23, 2025 Nirvay ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା କାର୍ଯ୍ୟକାରିତା ଉପରେ ଓଡ଼ିଶା ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ ଲାଗିଛି । ଗତ ଫେବୃଆରୀ ୫ ତାରିଖରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା । ତେବେ ଯୋଜନାରେ ଗ୍ରାମସଭାର କ୍ଷମତା ସଙ୍କୁଚିତ କରାଯାଇଥିବା ଅଭିଯୋଗ କରି…
ରାଜ୍ୟ ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ; ପୂର୍ବତନ ଯୋଗାଣ ନିରୀକ୍ଷକ ଚାକିରୀରୁ ବହିସ୍କୃତ July 23, 2025 Nirvay ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁଗୋଳ ଜିଲ୍ଲା କଣିହା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ…