Day: 29 July 2025

ପୂର୍ବତନ AG ଅଶୋକ ପରିଜାଙ୍କ ବିରୋଧରେ ଅଭିଯୋଗ

ଓଡ଼ିଶାର ପୂର୍ବତନ ଆଡଭୋକେଟ୍ ଜେନେରାଲ ଅଶୋକ ପରିଜାଙ୍କ ବିରୋଧରେ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରେ ଆଇନଜୀବୀ ଅଭିଯୋଗ କରିଛନ୍ତି । AG ଥିବା ସମୟରେ ସେ ଅନୈତିକ କାର୍ଯ୍ୟ କରିଥିବା ଅଭିଯୋଗ କରିଛନ୍ତି ଆଇନଜୀବୀ । ଗୋଟିଏ ମାମଲାରେ ଉଭୟ ପକ୍ଷରୁ…

ବାଇଁଆ ଜେନାକୁ ନିଜ ଦଳର ଜ୍ୱାଇଁ ପୁଅ କରିଛି ବିଜେପି: କଂଗ୍ରେସ

କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ସୋନାଲି ସାହୁ କହିଛନ୍ତି ଯେ ଯେଉଁ ଦଳ ସରକାରରେ ଅଛି ବ୍ୟବସ୍ଥା ଦେଖୁଛି ସେହି ଦଳର ମହିଳା ମୋର୍ଚ୍ଚା ଆଜି ରାଜରାସ୍ତାରେ ପ୍ରଦର୍ଶନ କରୁଛନ୍ତି । ବିଭିନ୍ନ ଟୀକା ଟିପ୍ପଣୀ ଦେଉଛନ୍ତି ।…

ରାଜ୍ୟ ସ୍ତରୀୟ “ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ” ଆୟୋଜିତ; “ଆକାଂକ୍ଷା ହାଟ ଅଭିଯାନ” ର ଶୁଭାରମ୍ଭ

ଯୋଜନା ଏବଂ ସଂଯୋଜନ ବିଭାଗ ପକ୍ଷରୁ ଆୟୋଜିତ ‘ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ’ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଠାରୁ ଏକ ସପ୍ତାହ ବ୍ୟାପି ‘ଆକାଂକ୍ଷା ହାଟ ଅଭିଯାନ’ ଆରମ୍ଭ କରିବା ପାଇଁ ଘୋଷଣା କରିଛନ୍ତି ।…

ଅଗଷ୍ଟ ୨୯ରେ ହେବ ଅନୁସୂଚିତ ଜାତି ଜନଜାତି ସଂସଦୀୟ ସମ୍ମିଳନୀ

ପ୍ରଥମଥର ପାଇଁ ଓଡ଼ିଶାରେ ହେବ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ଅଗଷ୍ଟ ୨୯ ଓ ୩୦ରେ ଅନୁସୂଚିତ ଜାତି/ଜନଜାତି ସଂସଦୀୟ କମିଟି ସମ୍ମିଳନୀ । ଏହି ସମ୍ମିଳନୀରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ…

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ୨୫ ଲକ୍ଷ ଟଙ୍କା ଠକିବା ମାମଲା: ଅଭିଯୁକ୍ତ ଗିରଫ

ଜମି କିଣାକୁ ନେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ଠକିଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି । ୨୫ ଲକ୍ଷ ଟଙ୍କାର ଜମି ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତ ନିରଞ୍ଜନ ସେନାପତି ଧରାପଡ଼ିଥିବା ନେଇ ସୂଚନା ଦେଇଛନ୍ତି…

ପୂର୍ତ୍ତ ବିଭାଗ କାମରେ ଲାଗିବ AI: ପୃଥ୍ବୀରାଜ ହରିଚନ୍ଦନ

ପୂର୍ତ୍ତ ବିଭାଗ କାର୍ଯ୍ୟରେ AI ଆଧାରିତ ସଫ୍ଟୱେର୍‌ ବ୍ୟବହାର ହେବ । ଏ ନେଇ ଆଜି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଟେଣ୍ଡର୍ ମ୍ୟାନେଜମେଣ୍ଟ ପ୍ରକ୍ରିୟା ସମ୍ପୂର୍ଣ୍ଣ AI ଆଧାରିତ ହେବ । ଟେଣ୍ଡର୍…

ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ବସିବ ବୈଠକ। କାଲି ଅପରାହ୍ନ ୩ ଟା ୩୦ରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ…

ବାଘ ଶୂନ୍ୟ ହୋଇଯାଇଛି ସାତକୋଶିଆ: ପିସିସିଏଫ୍‌

ଆଜି ‘ବିଶ୍ୱ ବ୍ୟାଘ୍ର ଦିବସ’। ବାଘଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ଜୁଲାଇ ୨୯ରେ ସାରା ବିଶ୍ୱରେ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳନ କରାଯାଏ । ଏ ଅବସରରେ ସାତକୋଶିଆରେ ବାଘ ଶୂନ୍ୟ ହୋଇଯାଇଛି ବୋଲି କହିଛନ୍ତି ପିସିସିଏଫ୍‌ ପ୍ରେମ୍‌ ଝା…

ରାଜ୍ୟରେ ଆଇନଶୃଙ୍ଖଳା ଓ ମହିଳା ନିର୍ଯାତନା ନେଇ ସଂସଦ ସମ୍ମୁଖରେ ବିଜେଡ଼ିର ପ୍ରତିବାଦ

ରାଜ୍ୟରେ ଆଇନଶୃଙ୍ଖଳା ଓ ମହିଳା ନିର୍ଯାତନା ନେଇ ପ୍ରତିବାଦ । ସଂସଦର ଗାନ୍ଧି ମୂର୍ତ୍ତି ନିକଟରେ ପୋଷ୍ଟର ବ୍ୟାନର ଧରି ବିଜେଡି ରାଜ୍ୟସଭା ସାଂସଦଙ୍କ ପ୍ରତିବାଦ । ବିଜେଡି କହିଛି ଓଡ଼ିଶାରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଶୁଡିଛି। ଦୋଷୀକୁ ଧରିବାରେ ରାଜ୍ୟ ସରକାର…

ଚଷମାରେ ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କଲେ ଯୁବକ

ଶ୍ରୀମନ୍ଦିର ଭିତରକୁ ଚଷମାରେ ହିଡେନ୍ କ୍ୟାମେରା ନେଇ ଯିବା ବେଳେ ଧରାପଡିଲା ଯୁବକ । ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ମନ୍ଦିର ଭିତରକୁ ପ୍ରଵେଶ କରୁଥିବା ବେଳେ ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଯୁବକଙ୍କୁ ଧରିଲା ପୋଲିସ ।…