Day: 29 July 2025

ପହଲଗାମ ଆତଙ୍କୀ ଆକ୍ରମଣରେ ଜଡିତ ୩ ଆତଙ୍କବାଦୀ ନିହତ: ଅମିତ ଶାହ

ଅପରେସନ୍ ମହାଦେବରେ ବଡ଼ ସଫଳତା । ପହଲଗାମ ନରସଂହାରରେ ସାମିଲ ଥିବା ୩ ସନ୍ଦିଗ୍ଧ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଥିବା ସ୍ପଷ୍ଟ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ମୌସୁମୀ ଅଧିବେଶନ ସମୟରେ ଲୋକସଭାକୁ…

ଏମ୍ସରେରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଘଟଣା: ନର୍ସିଂ ଅଫିସର୍‌ ଗିରଫ

ଭୁବନେଶ୍ବର ଏମ୍ସରେ ଜଣେ ମହିଳା ଆଟେଣ୍ଡାଣ୍ଚଙ୍କୁ ଆସଦାଚରଣ ଘଟଣାରେ ଫେରାର ଅଭିଯୁକ୍ତ ନାନୁ ରାମ ଚୌଧୁରୀ ଗିରଫ । ଅଭିଯୁକ୍ତକୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ । ଗତକାଲି ଅସଦାଚରଣ ଅଭିଯୋଗ ଆଣିଥିଲେ ଜଣେ ମହିଳା ଆଟେଣ୍ଡାଣ୍ଟ । ଅସଦାଚରଣ…

ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଆର୍ ଆଣ୍ଡ୍ ବି ଡିଭିଜନ୍‌ର ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଆର୍ ଆଣ୍ଡ୍ ବି ଡିଭିଜନ୍ ସହକାରୀ ଯନ୍ତ୍ରୀ ରାଜ କିଶୋର ଜେନା ।ଏକକାଳୀନ ଭୁବନେଶ୍ୱର ଓ ନୟାଗଡ଼ ସମେତ…

ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା: ୧୮ କାଉଡ଼ିଆ ମୃତ

ଝାଡ଼ଖଣ୍ଡର ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା । କାଉଡ଼ିଆଙ୍କୁ ନେଇଯାଉଥିବା ବସ୍‌କୁ ଧକ୍କା ଦେଲା ଟ୍ରକ୍ । ଏହି ଦୁର୍ଘଟଣାରେ ୧୮ କାଉଡ଼ିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖଶନାରେ ଭର୍ତ୍ତି…