Day: 31 July 2025

ବିସ୍ଥାପିତଙ୍କ ପାଇଁ ଲଢ଼ିବ କଂଗ୍ରେସ: ଭକ୍ତ ଦାସ

ଆଜି କଂଗ୍ରେସ ଭବନଠାରେ ଏଆଇସିସି ମାନବିଧିକାର ସଂଘଟନ ପକ୍ଷରୁ ପ୍ରାୟ ୧୫ ଗୋଟି ଜିଲ୍ଲାରୁ ଆସିଥିବା କର୍ମକର୍ତ୍ତା ଓ ଶତାଧିକ ସ୍ୱେଛାସେବୀ ସଭାରେ ଯୋଗ ଦେଇଥିଲେ । ଏହି ସଭାରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଏବଂ ଏଆଇସିସି…

ବିସ୍ଥାପିତଙ୍କ ପାଇଁ ଲଢିବ କଂଗ୍ରେସ: ଭକ୍ତ ଦାସ

ଆଜି କଂଗ୍ରେସ ଭବନଠାରେ ଏଆଇସିସି ମାନବିଧିକାର ସଂଘଟନ ପକ୍ଷରୁ ପ୍ରାୟ ୧୫ ଗୋଟି ଜିଲ୍ଲାରୁ ଆସିଥିବା କର୍ମକର୍ତ୍ତା ଓ ଶତାଧିକ ସ୍ଵେଚ୍ଛାସେବୀ ସଭାରେ ଯୋଗ ଦେଇଥିଲେ । ଏହି ସଭାରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଏବଂ ଏଆଇସିସି…

୧୫ ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ୍ ପ୍ରସଙ୍ଗ: ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

୧୫ ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ୍ ପ୍ରସଙ୍ଗ । ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ । ଆବେଦନକାରୀ ଶିକ୍ଷକଙ୍କ ବଦଳି ନିର୍ଦ୍ଦେଶ ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି । ୪ ସପ୍ତାହ ପରେ…

ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ

ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତ ବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର…

ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ ଅଶୋକ ପଣ୍ଡା

ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ ଆସିଷ୍ଟାଣ୍ଟ ଇଂଜିନିୟର ଅଶୋକ କୁମାର ପଣ୍ଡା । ଉଭୟଙ୍କର ଯୁଗ୍ମ ସମ୍ପତ୍ତି ଥିବା ଜଣାଯାଇଛି । ରାଜକିଶୋରଙ୍କ ସମ୍ପତ୍ତିରେ ଅଶୋକଙ୍କର ମିଳିତ ମାଲିକାନା ସାମ୍ନାକୁ ଆସିବାରୁ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ପହଞ୍ଚିଥିଲା ।…

ଆଜି ସଂଧ୍ୟା ସୁଦ୍ଧା ଆସିବ ପୁରୀ ଦଳାଚକଟା ରିପୋର୍ଟ

ଜୁନ୍ ୨୯ ତାରିଖରେ ଗୁଣ୍ଡିଚା ମନ୍ଦିର ସାମ୍ନାରେ ହୋଇଥିବା ଦଳାଚକଟା ରିପୋର୍ଟ ଆଜି ସଂଧ୍ୟା ସୁଦ୍ଧା ଆସିବ। ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିବେ ଉନ୍ନୟନ କମିଶନର ଗର୍ଗ । ଏ ନେଇ ସୂଚନା ଦେଲେ ଉନ୍ନୟନ କମିଶନର ଅନୁ ଗର୍ଗ ।…

ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା କାଲି ପାଇଁ ରାଜ୍ୟର ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର,…

ମାଲେଗାଓଁ ବିସ୍ଫୋରଣ ମାମଲାରେ ପ୍ରଜ୍ଞା ଠାକୁରଙ୍କ ସମେତ ସମସ୍ତ ୭ ଅଭିଯୁକ୍ତ ଦୋଷମୁକ୍ତ

ଦୀର୍ଘ ୧୭ ବର୍ଷ ପରେ ଆସିଲା ବହୁଚର୍ଚ୍ଚିତ ମାଲେଗାଁ ବିସ୍ଫୋରକ ମାମଲାରେ ବଡ ରାୟ । ଏନଆଇଏର ସ୍ପେଶିଆଲ କୋର୍ଟ ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କ ସମେତ ସମସ୍ତ ୭ ଜଣଙ୍କୁ ଦୋଷମୁକ୍ତ କରିଛନ୍ତି । ସେମାନଙ୍କ ଉପରେ ଲାଗିଥିବା ଦେଶଦ୍ରୋହ, ଆର୍ମସ…

ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା; ଶିକ୍ଷକ କି ଯେତେ ବଡ଼ ଲୋକ ହୁଅନ୍ତୁ ସମସ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ: ଗଣଶିକ୍ଷାମନ୍ତ୍ରୀ

ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ । ଏ ଘଟଣାରେ ସାମିଲ ଥିବା ଲୋକଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏନେଇ ଆଜି ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ପ୍ରଶ୍ନପତ୍ର ଲିକ୍ ଘଟଣାରେ…

ଆୟକର ଫାଙ୍କିବା ପଡ଼ିଲା ମହଙ୍ଗା; ବସ୍‌କୁ ୧୦ ଲକ୍ଷ ଟଙ୍କା ଫାଇନ୍ ଲଗାଇଲା କଟକ ଆରଟିଓ

ମହଙ୍ଗା ପଡ଼ିଲା ନିୟମ ଉଲ୍ଲଙ୍ଘନ । ଆୟକର ଫାଙ୍କିବା ଜଣେ ବସ୍ ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । କଟକ ଶିବଶଙ୍କର ନାମକ ଏକ ଘରୋଇ ବସ୍‌ ମାଲିକଙ୍କ ଉପରେ ୯ ଲକ୍ଷ ୯୨ ହଜାର ଟଙ୍କାର ଜରିମାନା କଲେ…