ତାଜା ଖବର ରାଜ୍ୟ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜରେ ସମସ୍ତ ସ୍କୁଲ୍ ଛୁଟି July 25, 2025 Papirani ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଅବପାତ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଠାରେ…
ତାଜା ଖବର ରାଜନୀତି ରାଜ୍ୟ ମଣିପୁରରେ ଆଉ ୬ ମାସ ପାଇଁ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ July 25, 2025 Papirani ମଣିପୁରରେ ଆଉ ୬ ମାସ ପାଇଁ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ ।କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଆଗତ ପ୍ରସ୍ତାବ ଉପରେ ବାଜିଲା ସଂସଦର ମୋହର । ମଣିପୁରରେ ରାଷ୍ଟ୍ରପତି ଶାସନର ଅବଧି ଆଉ ଛଅ ମାସ ବୃଦ୍ଧି କରାଗଲା…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ July 25, 2025 Papirani ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଓ କାର୍ଯ୍ୟାଳୟରେ ଚଢାଉ କରିଛି ଭିଜିଲାନ୍ସ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି…
ରାଜ୍ୟ ୪୯୮୨ କୋଟିର ୨୩ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର July 24, 2025 Nirvay ରାଜ୍ୟରେ ପୁଞ୍ଜିନିବେଶ ପ୍ରକ୍ରିୟାକୁ ଗତିଶୀଳ କରିବା ନିମନ୍ତେ ରାଜ୍ୟ ସରକାର ଗୁରୁବାର ଦିନ ୪୯୮୨ କୋଟି ଟଙ୍କାର ୨୩ ଟି ନିବେଶ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ବୈଠକରେ…
ରାଜ୍ୟ ଇଡି ଉପ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ମିଳିଲା ଜାମିନ୍ July 24, 2025 Nirvay ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ସିବିଆଇ ହାତରେ ଧରାପଡିଥିବା ଭୁବନେଶ୍ୱରର ଇଡି ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ଆଜି ଜାମିନ ମିଳିଛି । ସହଯୋଗୀ ବିନୋଦ ବେହେରାଙ୍କ ସହ ଚିନ୍ତନ ରଘୁବଂଶୀଙ୍କୁ ଓଡିଶା ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ୧…
ରାଜ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡିଶା ବିଜେପି ଟିମ୍ July 24, 2025 Nirvay ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଜ୍ୟ ବିଜେପି ଟିମ୍ । ଓଡ଼ିଶା ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସଂଗଠକ…
ରାଜନୀତି ରାଜ୍ୟ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ July 24, 2025 Nirvay ଭୁବନେଶ୍ୱର ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ । ବିବାହର ପ୍ରତିଶୃତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗ କରିଛନ୍ତି ପୀଡ଼ିତା । ୨୦୨୩ ରୁ ସମ୍ପର୍କ ରଖିଥିବା ନେଇ ଲକ୍ଷ୍ମୀସାଗର ଥାନାରେ…
ତାଜା ଖବର ରାଜ୍ୟ ଓଡ଼ିଶାରେ ଆଇଏଏସ୍ ସ୍ତରରେ ପୁଣି ବଡ଼ ଧରଣର ଅଦଳବଦଳ July 24, 2025 Papirani ଆଇଏଏସ୍ ସ୍ତରରେ ପୁଣି ଅଦଳବଦଳ କଲେ ରାଜ୍ୟ ସରକାର । ୧୩ ଜଣ ଆଇଏଏସ୍ ଅଫିସରଙ୍କୁ ନୂଆ ଦାୟିତ୍ବ ପ୍ରଦାନ କଲେ ସରକାର । ୪ ଆଇଏଏସଙ୍କ ବଦଳି କରାଯାଇଥିବା ବେଳେ ୨୦୨୩ ବ୍ୟାଚର ୯ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ…
ତାଜା ଖବର ରାଜ୍ୟ ଫେକ୍ ଜବ୍ କାର୍ଡରେ ଦ୍ବିତୀୟରେ ଓଡ଼ିଶା July 24, 2025 Papirani ଫେକ୍ ଜବ୍ କାର୍ଡରେ ପ୍ରଥମ ନମ୍ବରରେ ବିହାର ଥିବା ବେଳେ ଦ୍ବିତୀୟରେ ରହିଛି ଓଡ଼ିଶା । ସଂସଦରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ କମଳେଶ ପାସୱାନ । ଲୋକସଭାରେ ଟିଏମ୍ସି ସାଂସଦଙ୍କ ପ୍ରଶ୍ନରେ କେନ୍ଦ୍ର ଗ୍ରାମ୍ୟ…
ତାଜା ଖବର ରାଜନୀତି ରାଜ୍ୟ ଜୁଲାଇ ୨୬ରେ କୋରାପୁଟର ଦକ୍ଷିଣ ପଞ୍ଚିମାଞ୍ଚଳ ଡିଆଇଜିଙ୍କ ଅଫିସ ଆଗରେ ବିକ୍ଷୋଭ କରିବ ବିଜେଡି July 24, 2025 Papirani ଅବିଭକ୍ତ କୋରାପୁଟ ଜିଲ୍ଲାରେ ନିକଟରେ ଘଟିଯାଇଥିବା ଦୁଇ ଦୁଇଟି ଦୁଷ୍କର୍ମ ଘଟଣା ସହିତ ରାଜ୍ୟରେ ଅହେତୁକ ଭାବେ ନାରୀ ନିର୍ଯ୍ୟାତନା ବୃଦ୍ଧି ପାଉଥିବା କାରଣରୁ, ବିଜୁ ଜନତା ଦଳ ଜୁଲାଇ ୨୬ ତାରିଖ ଦିନ ସେଠାକାର ଡିଆଇଜି ଅଫିସ ସମ୍ମୁଖରେ ଏକ…