Month: July 2025

କଟକରେ ହେବ ଏଲିଭେଟେଡ୍ କରିଡର୍

କଟକରେ ହେବାକୁ ଯାଉଛି ଏଲିଭେଟେଡ୍ କରିଡର୍ । ଭିଡ଼ ନିୟନ୍ତ୍ରଣ ପାଇଁ କଟକ ଓଏମପିରୁ କନ୍ଦରପୁର ପର୍ଯ୍ୟନ୍ତ ହେବ ଏଲିଭେଟେଡ୍ କରିଡର୍ । ଏ ନେଇ ଆଜି ସୂଚନା ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ସେ କହିଛନ୍ତି ଏଲିଭେଟେଡ୍…

ନାବାଳିକା ଯୌନ ନିର୍ଯାତନା ମାମଲା: ଗିରଫ ପରେ ଭୁବନେଶ୍ବର କର୍ପୋରେଟର ଅମରେଶ ଜେନାଙ୍କୁ ନିଲମ୍ବନ କଲା ବିଜେଡି

ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ବିଜେଡି କର୍ପୋରେଟର ଅମରେଶ ଜେନା ଓରଫ ବାୟାଁ ଗିରଫ । ବାଲେଶ୍ୱରରୁ ଗିରଫ କଲା କମିଶନରେଟ୍ ପୋଲିସ । ଗିରଫ ପରେ ବିଏମସି କର୍ପୋରେଟର ଅମରେଶ ଜେନା ବିଜେଡିରୁ ନିଳମ୍ବିତ ହୋଇଛନ୍ତି। ଜଣେ ନାବାଳିକାଙ୍କୁ ବିବାହର…

ହରିଦ୍ୱାରରେ ଦଳାଚକଟା: ୭ ମୃତ, ଅନେକ ଆହତ

ଉତ୍ତରାଖଣ୍ଡର ହରିଦ୍ବାରସ୍ଥିତ ମନସା ଦେବୀ ମନ୍ଦିରର ପାଦଚଲା ରାସ୍ତାରେ ଦଳାଚକଟା। ଏହି ଦୁର୍ଘଟଣାରେ ୭ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଥିବା ବେଳେ ଏହା ସହିତ ଅନେକ ଆହତ ହୋଇଥିବା ଜଣାପଡିଛି । ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ସ୍ଥାନୀୟ ପୋଲିସ…

ଏଫଏମ ୟୁନିଭର୍ସିଟିର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ

ବାଲେଶ୍ଵର ଫକୀର ମୋହନ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ । ଜଣେ ସହକାରୀ ପ୍ରଫେସରଙ୍କ କ୍ବାର୍ଟର୍ସରେ ପଶି ଦୁଷ୍କର୍ମ ଉଦ୍ୟମ କରିଥିଲା ଯୁବକ । ଏହାପରେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର ରେମୁଣା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ…

ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ

ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ ପ୍ରବାହିତ। ଆନନ୍ଦପୁରରେ ବୈତରଣୀର ବିପଦ ସଂକେତ ୩୮.୩୬ ମିଟର ଥିବା ବେଳେ ଏହା ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ସେହିପରି ଯାଜପୁର ଜିଲ୍ଲା ଆଖୁଆପଦା, ବଲ୍ଲୀଘାଟ ଓ ଦଶରଥପୁରରେ ବିପଦ…

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ୫ ସହଯୋଗୀ ଗିରଫ

କମିସନରେଟ୍‌ ପୁଲିସ ଆଜି ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ପାଞ୍ଚ ଜଣ ସହଯୋଗୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଜାମିନ କୋର୍ଟରେ ନାମଞ୍ଜୁର ହେଲା ପରେ ସେମାଙ୍କୁ ଝାରପଡ଼ା ଜେଲ୍‌କୁ ପଠାଇ ଦିଆ ଯାଇଛି । ଅମରେଶ ଜଣେ ନାବାଳିକାଙ୍କୁ…

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ ପରେ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା

ରାଜ୍ୟ ସରକାର ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ କରିବା ପରେ ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ‘ଏକ୍ସ’ରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ,…

ଅଟଳ ପ୍ରତିଭା ସମ୍ମାନ ୨୦୨୫ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅଟଳ ଯୁବଶକ୍ତି ଅନୁଷ୍ଠାନ, ଯୁଗ ପୁରୁଷ ପୂଜ୍ୟ ବାଜପେୟୀଜୀଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଏକ ସ୍ଵତନ୍ତ୍ର ସମାରୋହ ତଥା ଓଡିଶାର ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ମାନଙ୍କୁ ସମ୍ମାନିତ କରିବା ଏକ ଅନନ୍ୟ ବିଷୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି…

ନାରୀ ନିର୍ଯାତନାର ବୃଦ୍ଧି ପ୍ରସଙ୍ଗରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ଅଫିସ ଆଗରେ ବିଜେଡିର ବିକ୍ଷୋଭ

ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ସମଗ୍ର ରାଜ୍ୟରେ ଅହେତୁକ ଭାବେ ନାରୀ ନିର୍ଯାତନା ବୃଦ୍ଧି ପାଇଥିବା ଯୋଗୁଁ ବିଜୁ ଜନତା ଦଳ ତରଫରୁ ଶନିବାର ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ବିକ୍ଷୋଭ ପରେ ବିଜେଡି…

ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି; ବିପଦ ସଙ୍କେତ ଟପିଲା ବୈତରଣୀ

ଓଡ଼ିଶାର ଉତ୍ତର ଜିଲ୍ଲାଗୁଡ଼ିକ ବିଶେଷକରି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଉଛି । ଫଳରେ ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ବନ୍ୟା ଆଶଙ୍କା…