Day: 4 August 2025

ଗିରଫ ହେଲେ ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ। ବୌଦ୍ଧ ଏମଭିଆଇ ଗୋଲାପ ହାଁସଦାଙ୍କୁ ଗିରଫ କଲା ଭିଜିଲାନ୍ସ । ଗୋଲାପଙ୍କ ନିକଟରୁ ୪୪ ପ୍ଲଟ୍‌, ବିଲ୍ଡିଂ, ୧ କେଜି ସୁନା ସହ ନଗଦ ୨.୩୮ ଲକ୍ଷ ଟଙ୍କା ଓ ୫୦ ଲକ୍ଷ…

ନାଇଟ ସିଫ୍ଟ ପାଇଁ କର୍ମଜୀବୀ ମହିଳା ଦେବେ ସହମତି ପତ୍ର

କର୍ମଜୀବୀ ମହିଳାଙ୍କ ନାଇଟ୍ ସିଫ୍ଟ ପାଇଁ ଆସିଲା ନୂଆ ବିଜ୍ଞପ୍ତି। ଏଣିକି କର୍ମଜୀବୀ ମହିଳା ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। କିନ୍ତୁ ସେଥିପାଇଁ ସେମାନଙ୍କୁ ଦେବାକୁ ପଡ଼ିବ ସହମତି ପତ୍ର। ଏ ନେଇ ଶ୍ରମ ବିଭାଗ ପକ୍ଷରୁ ଏନେଇ…

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର ପ୍ରତିଷ୍ଠାତା ଶିବୁ ସୋରେନଙ୍କ ଦେହାନ୍ତ। ୮୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ସେ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ସୋମବାର…

ବଳଙ୍ଗା ପୀଡ଼ିତାଙ୍କ ସଂପନ୍ନ ହେଲା ଶେଷକୃତ୍ୟ

ଆଜି ବଳଙ୍ଗା ପୀଡ଼ିତାଙ୍କ ସଂପନ୍ନ ହେଲା ଶେଷକୃତ୍ୟ । ସମସ୍ତ ରୀତିନୀତିରେ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି । ପୀଡ଼ିତାଙ୍କ ଗାଁ ବାୟାବରର କବରସ୍ତାନରେ ଦିଆଗଲା କବର । ବାୟାବର ଗାଁରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।…

ଏଫଏମ ଛାତ୍ରୀ ଆତ୍ମାହୁତି ଘଟଣା: ୨ ଛାତ୍ର ଗିରଫ

ବହୁ ଚର୍ଚ୍ଚିତ ବାଲେଶ୍ୱର ଏଫଏମ କଲେଜ୍ ଛାତ୍ରୀ ଆତ୍ମାହୁତି ଘଟଣାରେ ୨ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। ଜଣେ ଛାତ୍ର ଓ ଜଣେ ଅଣଛାତ୍ରଙ୍କୁ ଗିରଫ ହୋଇଥିବା ଜଣାପଡିଛି। ଗିରଫ ୨ ଜଣ ହେଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ ଓ ଶୁଭ୍ର…