Day: 5 August 2025

ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍‌ ଚାଟ୍‌

ଏଣିକି ଶ୍ରୀମନ୍ଦିର ଆନନ୍ଦ ବଜାରରେ ଲାଗିବ ଅବଢ଼ା ରେଟଚାର୍ଟ । ଏନେଇ ମଙ୍ଗଳବାର ଦିନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ଆନନ୍ଦ ବଜାରରେ ମହାପ୍ରସାଦ ସେବନ ଓ ବିକ୍ରି ଉପରେ ଆଲୋଚନା ହୋଇଛି ବୋଲି ପାଢ଼ୀ…

କଂଗ୍ରେସର ସପ୍ତାହବ୍ୟାପୀ ନାରୀ ନ୍ୟାୟଯାତ୍ରା

ରାଜ୍ୟରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା ବିରୁଦ୍ଧରେ କଂଗ୍ରେସର ସପ୍ତାହବ୍ୟାପୀ ନାରୀ ନ୍ୟାୟଯାତ୍ରା ଚୂଡାନ୍ତ କାର୍ଯ୍ୟକ୍ରମ ଘୋଷିତ ହୋଇଛି । ଆସନ୍ତା ୮ ତାରିଖ ଶୁକ୍ରବାର ବଳଙ୍ଗା ନାବାଳିକା ପୋଡ଼ି ଘଟଣାର ୩ ଦୁବୃର୍ତ୍ତଙ୍କ ଗିରଫ ଦାବିରେ କଟକ ସ୍ଥିତ ପୋଲିସ୍…

ଭାରତ ଉପରେ ପୁଣି ଟାରିଫ୍‌ ବଢ଼ାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ଘୋଷଣା

ଭାରତ ଉପରେ ୨୫% ଟାରିଫ୍‌ ଲଗାଇବା ପରେ ଅତିରିକ୍ତ ଟାରିଫ ଲଗାଇପାରେ ଆମେରିକା । CNBC ସହିତ ସାକ୍ଷାତକାର ସମୟରେ ଟ୍ରମ୍ପ କହିଛନ୍ତି ଯେ ଭାରତ ଭଲ ବ୍ୟବସାୟିକ ପାର୍ଟନର ନୁହେଁ । ଏହା ସହିତ ସେ ଚେତାବନୀ ଦେଇଛନ୍ତି ଯେ…

ଶାସକ ଦଳର ପ୍ରୋତ୍ସାହନରେ ଗଞ୍ଜାମ ଅପରାଧୀଙ୍କ ଚରାଭୂଇଁ ପାଲଟିଛି: ବିଜେଡି

ଗଞ୍ଜାମରେ ଲଗାତାର ଭାବେ ଅପରାଧ ଉପରମୁହାଁ ହୋଇଥିଲା ବେଳେ ଶାସକ ଦଳ ଏବଂ ମନ୍ତ୍ରୀଙ୍କ ପୁତୁରାଙ୍କ ଆତଙ୍କରାଜକୁ ଦୃଢ଼ ନିନ୍ଦା କରିଛି ବିଜେଡି । ଆଜି ଶଙ୍ଖଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ଓ…

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନର ତାଣ୍ଡବ; ୪ ମୃତ, ୫୦ରୁ ଅଧିକ ନିଖୋଜ

ଉତ୍ତରାଖଣ୍ଡରେ ପୁଣି ଥରେ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି । ବାଦଲଫଟା ବର୍ଷାରେ ଛିନ୍ନବିଚ୍ଛିନ୍ନ ହୋଇଯାଇଛି ଉତ୍ତରକାଶୀର ଧରାଲି ଗାଁ । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପାଇଁ ଭାସିଗଲା ସମ୍ପୂର୍ଣ୍ଣ ଗାଁ ଭାସିଯାଇଛି । ଆଜି…

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀ: ଦୁର୍ନୀତିରୁ ଦୂରରେ ରହିବାକୁ ଅଧିକାରୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ଆୟୋଜିତ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀକୁ ଉଦ୍‌ବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପସ୍ଥିତ ବନ ବନଖଣ୍ଡ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା…

ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ହେଲେ ବବିତା ପାତ୍ର

ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହେଲେ ବବିତା ପାତ୍ର। ରାଜ୍ୟ ସରକାର ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଭାବେ ବ୍ରହ୍ମପୁରର ସୋମନାଥନଗର ‌ଲେନ୍‌-୪ ମୟୂରବିହାର ନିବାସୀ ବବିତା ପାତ୍ରଙ୍କୁ ନିଯୁକ୍ତି ଦେଇଛନ୍ତି। ୩ ବର୍ଷ ପାଇଁ ନିଯୁକ୍ତି ଦେଲେ…

ମହିଳା କମିଶନ ଅଧ୍ୟକ୍ଷା ହେଲେ ସୋଭନା ମହାନ୍ତି

ନିଯୁକ୍ତ ହେଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା । ଶୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି। ୩ ବର୍ଷ ପାଇଁ ରାଜ୍ୟ ସରକାର…

ପରଲୋକରେ ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ

ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଳ୍ଲିକଙ୍କ ଦେହାନ୍ତ । ମୃତବେଳକୁ ତାଙ୍କ ୭୯ ବର୍ଷ ବୟସ ହୋଇଥିଲା ।ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ଆଜି ପ୍ରାୟ ୧ଟା ସମୟରେ ସେ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ…

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ

ଓଟିଇଟି ପ୍ରଶ୍ନ ପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ । ସେ କଳାହାଣ୍ଡି ସଦର ବ୍ଲକ୍…