Day: 9 August 2025

ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍ । ଯାହା ଦକ୍ଷିଣ ଓଡ଼ିଶା ଏବଂ ରାଜ୍ୟ ରାଜଧାନୀ ମଧ୍ୟରେ ରେଳ ସଂଯୋଗକୁ ସୁଦୃଢ଼ କରିବ । ଏନେଇ ଜୟପୁରଠାରେ “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ଘେଷାଣା କରିଛନ୍ତି…

ବାୟୁସେନା ଯବାନ ସ୍ଵରାଜ୍ୟ ସାହୁଙ୍କ ଶେଷକୃତ୍ୟ ସମ୍ପନ୍ନ

ଆଗରେ ଚାଲିଛନ୍ତି ଶୁଭେଚ୍ଛୁ ଓ ପରିଜନ । ପଛେ ପଛେ ବୀର ଯବାନଙ୍କ ପାର୍ଥିବ ଶରୀର । ସିଲିଣ୍ଡର ବିସ୍ଫୋରଣରେ ଆହତ ହୋଇ ମୃତ୍ୟୁବରଣ କରିଥିବା ଭାରତୀୟ ବାୟୁସେନା ଜବାନ ସ୍ୱରାଜ୍ୟ ସାହୁଙ୍କ ଶେଷକୃତ୍ୟ ପୂର୍ଣ୍ଣ ସାମରିକ ସମ୍ମାନ ସହିତ କୋଣାର୍କ,…

ମୁଠି ଚାଉଳ ଆଉ ଏକ ଟଙ୍କା ସଂଗ୍ରହ କରି ଲଢ଼ିବେ ଆଦିବାସୀ: ଭକ୍ତ ଦାସ

ଓଡ଼ିଶା ପ୍ରଦେଶ ଆଦିବାସୀ କଂଗ୍ରେସ ତରଫରୁ ଆୟୋଜିତ ରାଜ୍ୟ ସ୍ତରୀୟ ବିଶ୍ୱ ଜନଜାତି ଦିବସ ଆଜି ଧୁମଧାମର ସହ ରାଜ୍ୟ କଂଗ୍ରେସ ଭବନ ସମ୍ମୁଖରେ ପାଳନ କରାଯାଇଛି । ଏହି ଅବସରରେ ଆଦିବାସୀଙ୍କ ପାଇଁ ଉଦ୍ଦିଷ୍ଟ ପେସା ଆଇନ୍ ପାଇଁ ନିର୍ଦ୍ଦେଶାବଳୀ…

ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ମୃତ୍ୟୁ

ଜୀବନ ଯୁଦ୍ଧରେ ହାରିଗଲେ ନର୍ସିଂ ଛାତ୍ରୀ । ନବରଙ୍ଗପୁର ଜିଲ୍ଲା, ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । କହିରଖୁଛୁ ଯେ, ଏହି ଯୁବତୀଙ୍କୁ ଜଣେ ଯୁବକ ଏକତରଫା ଭଲ ପାଉଥିଲା ।…

ଅପରେସନ୍ ସିନ୍ଦୂର ଉପରେ ବାୟୁସେନା ମୁଖ୍ୟଙ୍କ ବଡ଼ ଖୁଲାସା

ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ୍ ଏପି ସିଂହ ଅପରେସନ୍ ସିନ୍ଦୂର ସମୟରେ ପାକିସ୍ତାନର କ୍ଷତି ସମ୍ପର୍କରେ ବଡ଼ ଖୁଲାସା କରିଛନ୍ତି । ‘ଅପରେସନ ସିନ୍ଦୂର’ ରେ ପାକିସ୍ତାନର ୬ଟି ବିମାନ ଖସାଇଥିବା କହିଛନ୍ତି ଏପି ସିଂହ । ବେଙ୍ଗାଲୁରୁରେ ଆୟୋଜିତ…

ଫୋଟୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜୟପୁର ଗସ୍ତ

କୋରାପୁଟ ଜିଲ୍ଲାର ଜୟପୁର ଠାରେ “ସୁଭଦ୍ରା” ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜୟପୁରରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମ ଅବସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ…

ରକ୍ଷା ବନ୍ଧନରେ ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା

ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁର ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ବାଣ୍ଟିଛନ୍ତି । ସମଗ୍ର ରାଜ୍ୟରେ କୋଟିଏରୁ ଅଧିକ ହିତାଧିକାରୀ ତୃତୀୟ କିସ୍ତିର ୫ ହଜାର ଟଙ୍କା…