Day: 11 August 2025

ଆସିଲା ୫ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ

ଆସିଲା ୫ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ । କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକର ବନ୍ୟା କ୍ଷୟକ୍ଷତି ରିପୋର୍ଟ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ୫ ଜିଲ୍ଲାରେ ବନ୍ୟାପାଣି…

ବରଗଡ଼ରେ ନାବାଳିକା ପୋଡ଼ି ଘଟଣା: ବୁର୍ଲା ମେଡିକାଲରେ ଆଖି ବୁଜିଲେ ଛାତ୍ରୀ

ବରଗଡ଼ରେ ନାବାଳିକା ପୋଡ଼ି ଘଟଣାରେ ବୁର୍ଲା ମେଡିକାଲରେ ଆଖି ବୁଜିଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ । ବରଗଡ଼ ଗାଇସିଲେଟ ଥାନା ଫିରଙ୍ଗିମାଲ ଗାଁର ଥିବା ଫୁଟବଲ ପଡିଆରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମିଳିଥିଲା ମୃତଦେହ । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ବୁର୍ଲା ଅଣାଯାଇଥିଲା…

ଇସ୍ରାଏଲୀ ଏୟାର ଷ୍ଟ୍ରାଇକରେ ୫ ସାମ୍ବାଦିକ ନିହତ: ଆତଙ୍କବାଦୀ ଅଭିଯୋଗ ଆଣିଲା ଇସ୍ରାଏଲ

ଇସ୍ରାଏଲ ଓ ହମାସ୍ ଯୁଦ୍ଧରେ ଅଲ ଜାଜୀରା ଆରବୀର ପାଞ୍ଚ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି। ଗାଜା ସହରରେ ଇସ୍ରାଏଲର ଏକ ଏୟାର ଷ୍ଟ୍ରାଇକରେ ସାମ୍ବାଦିକ ଆନାସ ଅଲ ଶରୀଫଙ୍କ ସମେତ ପାଞ୍ଚ ଜଣ ସାମ୍ବାଦିକ ନିହତ ହୋଇଛନ୍ତି । ଏହା…

ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲା: ଆଜି ୧୨ ଘଣ୍ଟିଆ ବିଜେଡିର ରାଇଘର ବ୍ଲକ ବନ୍ଦ ଡାକରା

ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲାରେ ବିଜେଡିର ପ୍ରତିବାଦ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ରାଇଘର ବ୍ଲକ ବନ୍ଦ ଡାକରା ଦେଇଛି ବିଜେଡି । ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ବନ୍ଦ ଡାକରା ଦେଇଛି ବିଜେଡି ।…

ଦେହରେ ନିଆଁ ଲଗାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ

ଗତ କିଛି ମାସ ହେବ ରାଜ୍ୟରେ ନାବାଳିକା ହେଉ କି ଯୁବତୀ ପୋଡି ମାମଲା ବଢିବାରେ ଲାଗିଛି । ଗୋଟିଏ ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ଆଉ ଗୋଟେ ଘଟଣା ସାମ୍ନାକୁ ଆସିଯାଇଛି । ପଟ୍ଟାମୁଣ୍ଡାଇରେ ଯୁବତୀଙ୍କୁ ଘରେ ଜଳିଯିବା…