ରାଜ୍ୟ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା August 12, 2025 Nirvay ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ…
ଦେଶ ରାଜନୀତି ରାଜ୍ୟ ‘ଭୋଟ୍ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ମଶାଲ ଶୋଭାଯାତ୍ରା August 12, 2025 Nirvay ‘ଭୋଟ୍ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ‘ଭୋଟ୍ ଚୋର୍ ଗାଦି ଛୋଡ଼୍’ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହେବ । କଂଗ୍ରେସର ସର୍ବମାନ୍ୟ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଗତ ୭ ତାରିଖ ଦିଲ୍ଲୀଠାରେ…
ରାଜନୀତି ରାଜ୍ୟ ୨୨ ତାରିଖକୁ ଘୁଞ୍ଚିଲା ବାଲେଶ୍ୱରରେ କଂଗ୍ରେସ ପକ୍ଷରୁ ହେବାକୁଥିବା ‘ନାରୀ ନ୍ୟାୟ ଯାତ୍ରା’ August 12, 2025 Nirvay ନିକଟ ଅତୀତରେ ଓଡ଼ିଶାରେ ଦିବଂଗତା ସୌମ୍ୟାଶ୍ରୀଙ୍କ ସମେତ ନାରୀ ନିର୍ଯାତନାର ଶିକାର ହୋଇଥିବା ମହିଳାମାନଙ୍କ ପାଇଁ ଆସନ୍ତା ୧୪ ତାରିଖରେ ବାଲେଶ୍ୱରରେ ପିସିସି ପକ୍ଷରୁ ହେବାକୁଥିବା ନାରୀ ନ୍ୟାୟ ପଦଯାତ୍ରା ଆସନ୍ତା ୨୨ ତାରିଖ ଶୁକ୍ରବାରକୁ ଘୁଞ୍ଚେଇ ଦିଆଯାଇଛି । ସେଦିନ…
ତାଜା ଖବର ରାଜ୍ୟ ହାଇଦ୍ରାବାଦରେ ସଡ଼କ ଦୁର୍ଘଟଣାରେ ୩ ଓଡ଼ିଆ ଶ୍ରମିକ ମୃତ August 12, 2025 Papirani ହାଇଦ୍ରାବାଦରେ ସଡ଼କ ଦୁର୍ଘଟଣାରେ ୩ ଓଡ଼ିଆ ଶ୍ରମିକ ମୃତ ।ସିକନ୍ଦରକମାମ ଗାଁରେ ଭ୍ୟାନ୍ ଧକ୍କାରେ ୩ ଜଣଙ୍କ ମୃତ୍ୟୁ । ମୃତକ ୩ ଜଣ ନବରଂଗପୁର ଜିଲ୍ଲା ଉମରକୋଟ ଥାନା ଅନ୍ତର୍ଗତ ବକଡ଼ାବେଡ଼ା ଗ୍ରାମର । ଦାଦନ ଖଟିବାକୁ ଯାଇଥିଲେ ମୃତ…
ରାଜ୍ୟ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ August 12, 2025 Nirvay ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ । ୧୩ ତାରିଖରେ ଭୁବନେଶ୍ଵରରେ ପହଞ୍ଚିବେ ଭାଗବତ । କଟକ, ଭୁବନେଶ୍ଵରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଶ୍ରୀ ଗୌଡୀୟ ମିଶନ…
ରାଜନୀତି ରାଜ୍ୟ ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ପରିବାରକୁ ଭେଟିଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ August 12, 2025 Nirvay ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ଫିରିଙ୍ଗିମାଲ ଗାଁରେ ପୀଡିତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ । ବରିଷ୍ଠ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ର ନେତୃତ୍ୱ ନେଇଥିଲେ…
ତାଜା ଖବର ଦେଶ ରାଜ୍ୟ ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍ August 12, 2025 Papirani ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍ । ଏ ନେଇ କେନ୍ଦ୍ର କ୍ୟାବିନେଟ୍ର ଅନୁମୋଦନ ନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା ଦେଇଛନ୍ତି। ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ।…
ତାଜା ଖବର ରାଜ୍ୟ ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ଘରୁ ବିପୁଳ ଟଙ୍କା ମିଳିବା ଘଟଣା: ଗଠନ ହେଲା ୩ ଜଣିଆ ତଦନ୍ତ କିମିଟି August 12, 2025 Papirani ଆହ୍ଲାବାଦ ହାଇକୋର୍ଟ ବିଚାରପତି ତଥା ତତ୍କାଳୀନ ଦିଲ୍ଲୀ ହାଇକୋର୍ଟ ବିଚାରପତି ଯଶବନ୍ତ ବର୍ମାଙ୍କ ସରକାରୀ ବାସଭବନରୁ ବିପୁଳ ଟଙ୍କା ମିଳିବା ଘଟଣାରେ ୩ ଜଣିଆ ତଦନ୍ତ କିମିଟି ଗଠନ କଲେ ବାଚସ୍ପତି ଓମ୍ ବିର୍ଲା । ତାଙ୍କୁ ବହିଷ୍କାର କରିବା ପାଇଁ…
ତାଜା ଖବର ରାଜ୍ୟ ଭୁବନେଶ୍ବରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ August 12, 2025 Papirani ଭୁବନେଶ୍ବରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ । ଦିନକୁ ଦିନ ରାଜ୍ୟରେ ଗୋଟେ ପରେ ଗୋଟେ ଆତ୍ମାହୁତି ମାମଲା ସାମ୍ନାକୁ ଆସିବାରେ ଲାଗିଛି । ବଢୁଥିବା ଆତ୍ମାହୁତି ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଛି । ରାଜଧାନୀ ଭୁବନେଶ୍ୱରରେ ଆତ୍ମାହୃତି ଉଦ୍ୟମ…
ରାଜନୀତି ରାଜ୍ୟ ସ୍ବାମୀଙ୍କ ପାଇଁ ଧର୍ମେନ୍ଦ୍ରଙ୍କ ସ୍ତୁତି କଲେ କି ଅପରାଜିତା ? August 12, 2025 Papirani ବନମାଳୀ ଦାସଙ୍କ ଅତି ଲୋକପ୍ରିୟ ଗୀତର ପ୍ରଥମ ଧାଡିଟି ଥିଲା ‘କି ଦେଖିଲା ଆଜ ନେତ୍ର ସଜନୀ’। ୟା’କୁ ଟିକିଏ ବଦଳେଇ ଦେଲେ ହବ କି ଶୁଣିଲା ଆଜ କର୍ଣ୍ଣ ରେ ସାଙ୍ଗ’। ଏମିତି କଥା ଆମ କାନରେ ପଡ଼ିଚି ଯେ,…