Day: 12 August 2025

ପେଟ ପାଇଁ ଦାଦନ ଯିବେ ଲକ୍ଷାଧିକ ଚାଷୀ

ବଲାଙ୍ଗିର ଜିଲ୍ଲାରେ ଚଳିତ ବର୍ଷ ନୂଆଁଖାଇ ପାଖେଇ ଆସୁଥିବା ବେଳେ ଅଭାବୀ ବର୍ଷା ଯୋଗୁଁ ଦାଦନମୁହାଁ ହେବେ ଚାଷୀ । ରାଜ୍ୟ ବାହାରର ଇଟା ଭାଟିରେ ଦାଦନ ଖଟାଇବାକୁ ଦାଦନ ଶ୍ରମିକ ଚାଲାଣ ପାଇଁ ଗାଁ ଗାଁରେ ବଇନା ବଣ୍ଟା ଆରମ୍ଭ…

କେଉଁ ମନ୍ତ୍ରୀ କେଉଁଠି କରିବେ ପତାକା ଉତ୍ତୋଳନ ? ତାହାକୁ ନେଇ ପ୍ରକାଶ ପାଇଲା ସୂଚୀ

ସାରା ଦେଶ ପାଳନ କରିବାକୁ ଯାଉଛି ୭୯ ତମ ସ୍ୱାଧୀନତା ଦିବସ । ଏଥିପାଇଁ ଚାରିଆଡ଼େ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଁଚିଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ସମୟରେ ଓଡ଼ିଶାରେ ସ୍ବାଧୀନତା ଦିବସରେ…

ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ AI କ୍ୟାମେରା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ ହୋଇଛି । ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । CMଙ୍କ ଅଫିସରୁ ଆସୁଥିବା UI ନୋଟ୍‌ର ତୁରନ୍ତ ଉତ୍ତର ସହ ପଦକ୍ଷେପ…

ପୁଣି ଜଣେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ପୁଣି ଜଣେ ମହିଳା ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଅଭିଯୋଗ ଏବେ ସମ୍ନାକୁ ଆସିଛି। ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପୁରୁଣା ଥାନା ସମ୍ମୁଖ ଅଞ୍ଚଳରେ ଆତ୍ମାହୁତି ଅଭିଯୋଗ ହୋଇଛି। ପାରିବାରିକ କଳହରୁ ଦେହରେ ନିଆଁ ଲଗାଇଥିବା…

ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ରାଜନଗର ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ । ଏହି…

ବରଗଡ଼ ନାବାଳିକା ପୋଡ଼ି ଘଟଣା: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ବରଗଡ଼ ନାବାଳିକା ପୋଡ଼ି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବରଗଡ଼ର ଗାଇସିଲଟରେ ଜଣେ ନାବାଳିକା ନିଆଁରେ ଜଳି ପ୍ରାଣ ହରାଇବା ଖବର ମୋତେ…