Day: 19 August 2025

ଉପରାଷ୍ଟ୍ରପତି ନିର୍ବାଚନ: ସୁଦର୍ଶନ ରେଡ୍ଡୀ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ

ଅବସରପ୍ରାପ୍ତ ବିଚାରପତି ସୁଦର୍ଶନ ରେଡ୍ଡୀ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ AICC ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ । ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ସୁଦର୍ଶନ ରେଡ୍ଡୀଙ୍କୁ ମଇଦାନକୁ ଓହ୍ଲାଇଛି ଇଣ୍ଡିଆ ମେଣ୍ଟ । ରାଧାକୃଷ୍ଣନଙ୍କ ବିରୋଧରେ ଲଢିବେ ତେଲେଙ୍ଗାନାର…

ଶିଶୁ ବାଟିକା ପିଲାଙ୍କୁ ମାଗଣାରେ ଦିଆଯିବ ୟୁନିଫର୍ମ

ବିଦ୍ୟାଳୟରେ ଖୋଲିଥିବା ଶିଶୁ ବାଟିକା ପିଲାଙ୍କୁ ମାଗଣାରେ ଦିଆଯିବ ୟୁନିଫର୍ମ । ଶିଶୁ ବାଟିକା ପିଲାଙ୍କୁ ପୋଷାକ, ଜୋତା, କ୍ୟାପ ଏବଂ ପରିଚୟ ପତ୍ର ପ୍ରଦାନ କରାଯିବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଓସେପାର ଚିଠି ।…

ରାଧାକୃଷ୍ଣ ଭଜିବ ଶଙ୍ଖ ଦଳ !

ଉପ-ରାଷ୍ଟ୍ରପତି ପଦ ପାଇଁ ଏନଡିଏ ପ୍ରାର୍ଥୀ ଘୋଷଣା କରିଦେଲା । ପ୍ରାୟତଃ କେହି ଅନୁମାନ କରିନଥିଲେ ଯେ, ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଏନଡିଏ ବାଛିବ ଉପ-ରାଷ୍ଟ୍ରପତି ପଦ ପାଇଁ । ତାଙ୍କ ନାଁ ଘୋଷଣା ହେବା ମାତ୍ରେ ସେ ସସ୍ତ୍ରୀକ…

ସେପ୍ଟେମ୍ବରରୁ ଓଡ଼ିଶାରେ ଆରମ୍ଭ ହେବ ଏସ୍‌ଆଇଆର୍

ବିହାରରେ ଚାଲିଥିବା ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)କୁ ନେଇ ଦେଶର ରାଜନୀତି ଚଳଚଞ୍ଚଳ । ବିରୋଧୀ ଦଳ ଏହି ପ୍ରସଙ୍ଗରେ ଏକାଠି ହେବା ସ‌ହ ମୁଖ୍ୟ ନିର୍ବାଚନ କମିଶନଙ୍କୁ ଆକ୍ଷେପ କରୁଥିଲା ବେଳେ ରବିବାର ମୁଖ୍ୟ ନିର୍ବାଚନ କମିଶନ…

ଆଜି ବସିବ ରଥଯାତ୍ରାର ସମୀକ୍ଷା ବୈଠକ

ଆଜି ଭୁବନେଶ୍ବରରେ ହେବ ରଥଯାତ୍ରାର ସମୀକ୍ଷା ବୈଠକ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସପି ପିନାକ ମିଶ୍ର। ବୈଠକରେ ରଥଯାତ୍ରା ଓ ବାହୁଡ଼ାଯାତ୍ରା ଆଦି ସମ୍ପର୍କରେ ଗୁରୁତ୍ବପୂର୍ଣ୍ଣ…

ଦିଲ୍ଲୀରେ ଅମିତ ଶାହାଙ୍କୁ ଭେଟିଲେ ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଅବସରରେ ସାମଲ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି । ଏ ନେଇ ମନମୋହନ ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।…