Day: 20 August 2025

ମେଡିକାଲ୍‌ରୁ ଡିସ୍‌ଚାର୍ଜ ହେଲେ ନବୀନ ପଟ୍ଟନାୟକ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ମେଡିକାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି । ସୁସ୍ଥ ହେବା ପରେ ଘରୋଇ ମେଡ଼ିକାଲ୍‌ରୁ ସିଧା ସେ ନବୀନ ନିବାସ ଯାଇଛନ୍ତି । କହିରଖୁଛୁ ଯେ, ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ…

ନବୀନଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଖଡ୍‌ଗେ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ବୁଧବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି । ଖଡ୍‌ଗେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ।…

ଛାତ୍ର କଂଗ୍ରେସ ପକ୍ଷରୁ “କ୍ୟାମ୍ପସ ଚଲୋ ଅଭିଯାନ” ର ଶୁଭାରମ୍ଭ

ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ କରଣ ତାମସେତ ୱାର ଛାତ୍ର କଂଗ୍ରେସର “କ୍ୟାମ୍ପସ ଚଲୋ ଅଭିଯାନ”ର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଛାତ୍ର କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଥିଲା ଯେ…

ବାଦ୍ ପଡ଼ିଥିବା ୪୪ ଅଞ୍ଚଳକୁ ତୁରନ୍ତ ଏନଏସି
ମାନ୍ୟତା ଦିଅ: ବିଜେଡି

ବିଜେଡି ସରକାର ରାଜ୍ୟରେ ୫୬ଟି ନୂଆ ଏନଏସି ଘୋଷଣା କରିଥିଲେ, ଯାହା ମଧ୍ୟରୁ କେବଳ ୧୨ଟି ଅଞ୍ଚଳକୁ ଏନଏସି ମାନ୍ୟତା ଦେବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ବିଜୁ ଜନତା ଦଳ କଡ଼ା ସମାଲୋଚନା କରିଛି । ରାଜ୍ୟ ସରକାର…

ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ଷେପଣାସ୍ତ୍ର ଅଗ୍ନି-୫

ଭାରତ ବୁଧବାର ଦିନ ‘ଅଗ୍ନି’ ସିରିଜ୍‌ର ସବୁଠାରୁ ଶକ୍ତିଶାଳୀ କ୍ଷେପଣାସ୍ତ୍ର ‘ଅଗ୍ନି-୫’ର ସଫଳ ପରୀକ୍ଷଣ କରିଛି । ସଂଧ୍ୟା ୬ ଟା ୩୦ ମିନିଟ୍‌ରେ ଭାରତୀୟ ପ୍ରତିରକ୍ଷା ଓ ଗବେଷଣା ଉନ୍ନୟନ ସଂସ୍ଥା (ଡିଆରଡିଓ) ଏହି ଅନ୍ତଃମହାଦେଶୀୟ କ୍ଷେପଣାସ୍ତ୍ରକୁ ଭଦ୍ରକ ଜିଲ୍ଲା…

ଲୋକସଭାରେ ପାସ୍ ହେଲା ଅନଲାଇନ୍ ଗେମିଂ ବିଲ୍‌-୨୦୨୫

ଲୋକସଭାରେ ପାସ୍ ହେଲା ଅନଲାଇନ୍ ଗେମିଂ ବିଲ୍‌-୨୦୨୫ । କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଲୋକସଭାରେ ଅନଲାଇନ୍ ଗେମିଂ ପ୍ରମୋସନ୍ ଏବଂ ନିୟନ୍ତ୍ରଣ ବିଲ୍୨୦୨୫ ଆଗତ କରିଛନ୍ତି। ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବାଚନିକ ଭୋଟ୍‌ରେ…

ନିଶା ବେପାରୀଙ୍କ ଭୂସ୍ବର୍ଗ ବରମୁଣ୍ଡା ବସ୍‌ଷ୍ଟାଣ୍ଡ; ଫାଣ୍ଡି ପାଖରେ ବିକ୍ରି ହେଉଛି ମଦ, ଧଳାଜହର ଓ ଗଞ୍ଜେଇ

ରାଜଧାନୀର ବରମୁଣ୍ଡା ବସଷ୍ଟାଣ୍ଡ ହେଉଛି ରାଜ୍ୟର ସବୁଠାରୁ ବଡ ଓ ନବ ନିର୍ମିତ ବସଷ୍ଟାଣ୍ଡ । ଭୁବନେଶ୍ବରରୁ ପ୍ରତ୍ୟେକ ଦିନ ଶହ ଶହ ବସ ସବୁ ଜିଲ୍ଲାକୁ ଯାତାୟତ କରିଥାଏ। ବରମୁଣ୍ଡା ବସଷ୍ଟାଣ୍ଡରେ ଯାତ୍ରୀମାନଙ୍କ ପାଇଁ ସତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି।…

ଏଣିକି ୩୦ ଦିନ ଜେଲ୍‌ରେ ରହିଲେ ଯିବ ମନ୍ତ୍ରୀ ପଦ

ଏଣିକି ଆଇନ୍ ଅଧୀନରେ ରହିବେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରୀ । ସଙ୍ଗୀନ ଅପରାଧ ମାମଲାରେ ଗିରଫ ହେଲେ ଯିବ ପଦ । ଲଗାତାର ୩୦ ଦିନ ଜେଲରେ ରହିଲେ ଇସ୍ତଫା ନ ଦେଲେ ବି ପଦ…

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । ମହିଳା ଏବଂ ଶିଶୁ ସୁରକ୍ଷାକୁ ନେଇ ରାଜ୍ୟରେ ବାରମ୍ବାର ବିଭିନ୍ନ ଘଟଣାମାନ ସାମ୍ନାକୁ ଆସୁଥିବା ବେଳେ ସରକାରଙ୍କ ବଡ ପଦକ୍ଷେପ ନେଇଛନ୍ତି। ଏ ନେଇ ମହିଳା ଓ ଶିଶୁ ବିକାଶ…

ନବୀନଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ପ୍ରଧାନମନ୍ତ୍ରୀ ମୋଦି

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି । ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ…