ତାଜା ଖବର ରାଜ୍ୟ ଆସନ୍ତା ୩ ବର୍ଷରେ ପ୍ରାଥମିକ ଶିକ୍ଷା ପାଇଁ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ August 21, 2025 Papirani ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ…
ତାଜା ଖବର ରାଜ୍ୟ ଆଇପିଏସ ଓ ଓପିଏସ୍ ସ୍ତରରେ ହେଲା ବଡ ଧରଣର ଅଦଳବଦଳ August 21, 2025 Papirani ଆଜି ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ସେହି ଅନୁସାରେ ଆଜି ୧୮ ଜଣଙ୍କ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ସାତଟି ଜିଲ୍ଲାର ଏସପି ମଧ୍ୟ ବଦଳି ହୋଇଛନ୍ତି। ସନ୍ତୋଷ ବାଲା ହେଲେ ନିର୍ଦ୍ଦେଶକ, ଏସଏଫଏସଏଲ ।…
ରାଜ୍ୟ କେନ୍ଦୁଝର ଜିଲ୍ଲାରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା August 21, 2025 Nirvay ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ ।…
ଖେଳ ଦେଶ ଏସିଆ କପରେ ଭାରତ-ପାକିସ୍ତାନ ଫାଇଟ୍ କୁ କ୍ରୀଡ଼ା ମନ୍ତ୍ରାଳୟର ଗ୍ରୀନ ସିଗନାଲ August 21, 2025 Nirvay ଏସିଆ କପରେ ଭାରତ ଓ ପାକିସ୍ତାନ ମୁହାଁମୁହିଁକୁ ନେଇ ଲାଗି ରହିଥିବା ଅନିଶ୍ଚିତତାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ । ଭାରତ-ପାକିସ୍ତାନ ମଧ୍ୟରେ ତିକ୍ତତା ଚରମସୀମାରେ ରହିଥିବାବେଳେ ଦୁଇ ଦେଶ ପରସ୍ପର ସହ କ୍ରିକେଟ ମ୍ୟାଚ୍ ଖେଳିବେନା ନାହିଁ ସେ ନେଇ ଚାଲିଥିବା ସମସ୍ତ…
ଦେଶ GST ରେ ବଡ଼ ସଂସ୍କାର: ହଟିବ ୧୨% ଓ ୨୮% ଟିକସ ବ୍ୟବସ୍ଥା August 21, 2025 Nirvay ୪ଟି ନୁହେଁ ୨ଟି ସ୍ଲାବରେ ହେବ ଜିଏସଟି । ୨ ଜିଏସଟି ହାର ପ୍ରସ୍ତାବକୁ ସମର୍ଥନ କରିଛି ଜିଏସଟି ପ୍ୟାନେଲ । ସୂଚନା ଅନୁସାରେ ୨ଟି ସ୍ଲାବ ବିଶିଷ୍ଟ ହେବ ଜିଏସଟି । ଗୋଟିଏ ହେଉଛି ୫% ସ୍ଲାବ ଓ ଅନ୍ୟଟି…
ରାଜ୍ୟ କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ କଟକଣା August 21, 2025 Nirvay କଟକର ପ୍ରସିଦ୍ଧ ଦୁର୍ଗାପୂଜା ମଣ୍ଡପଗୁଡ଼ିକରେ ମୂର୍ତ୍ତିର ଉଚ୍ଚତା କେତେ ରହିବ ସେ ନେଇ ଓଡିଶା ହାଇକୋର୍ଟ କଟକଣା ଜାରି କରିଛନ୍ତି । ସୁଉଚ୍ଚ ତୋରଣ ସହିତ ଇଲେକ୍ର୍ଟିକ ଗେଟ୍ ନିର୍ମାଣ ଉପରେ ଵି କଟକଣା ଜାରି କରିଛନ୍ତି ହାଇକୋର୍ଟ । ତେବେ…
ରାଜ୍ୟ ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC August 21, 2025 Nirvay ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ ଏନଏସି । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଗତ ୧୬ ତାରିଖରେ ରାଜ୍ୟ ନଗର ଉନ୍ନୟନ ବିଭାଗ ପକ୍ଷରୁ ୭ଟି ଜିଲ୍ଲାରେ ୧୨…
ତାଜା ଖବର ରାଜ୍ୟ ପୁଣି ସ୍ଥଗିତ ହେଲା ସ୍ପେଶାଲ ଓଟିଇଟି ପରୀକ୍ଷା August 21, 2025 Papirani ସ୍ପେଶାଲ OTET ପରୀକ୍ଷାକୁ ପୁଣିଥରେ ସ୍ଥଗିତ ରଖାଯାଇଛି । ଆସନ୍ତା ୩୧ରେ ହେବାକୁ ଥିବା ସ୍ପେଶାଲ OTET ସ୍ଥଗିତ ହୋଇଛି। OTET ସ୍ଥଗିତ ନେଇ ସୂଚନା ଜାରି କଲା BSE । ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ ଘୋଷଣା ।…
ତାଜା ଖବର ରାଜ୍ୟ ପଦୋନ୍ନତିପ୍ରାପ୍ତ/ବଦଳି ଅଧିକାରୀଙ୍କୁ ନିଯୁକ୍ତି ସ୍ଥାନରେ ଯୋଗ ଦେବାକୁ ନିର୍ଦ୍ଦେଶ; ଖିଲାପ କଲେ ଦରମା ବନ୍ଦ: କୃଷି ସଚିବ August 21, 2025 Papirani ପଦୋନ୍ନତିପ୍ରାପ୍ତ କିମ୍ବା ବଦଳି ହୋଇଥିବା କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ଅଧିକାରୀମାନଙ୍କୁ ଯଥାଶୀଘ୍ର ନିଯୁକ୍ତି ସ୍ଥାନରେ ଯୋଗ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି କୃଷି ସଚିବ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି ଯଥାଶୀଘ୍ର ପଦୋନ୍ନତିପ୍ରାପ୍ତ/ବଦଳି ଅଧିକାରୀ ନିଯୁକ୍ତି ସ୍ଥାନରେ…
ତାଜା ଖବର ରାଜ୍ୟ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ August 21, 2025 Papirani ଆସନ୍ତା ମାସରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ଆସନ୍ତା ୧୮ ତାରିଖରୁ ଆରମ୍ଭ ହୋଇ ୨୫ ତାରିଖ ଯାଏଁ ଚାଲିବ ମୌସୁମୀ ଅଧିବେଶନ । ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି ।…