ରାଜ୍ୟ ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ August 23, 2025 Nirvay ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି । ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା…
ରାଜ୍ୟ ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 23, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଠାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଆଜି ସାକ୍ଷାତ କରି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଡିହାଇଡ୍ରେସନ୍ ସମ୍ବନ୍ଧୀୟ ଚିକିତ୍ସା ପରେ ନବୀନ ପଟ୍ଟନାୟକ ଡାକ୍ତରଖାନାରୁ ସିଡଚାର୍ଜ ହେବା ପରେ ମୁଖ୍ୟମନ୍ତ୍ରୀ…
ରାଜ୍ୟ ସାର ଅଭାବ ପ୍ରତିବାଦରେ ଏନ୍ଏଚ୍ ଅବରୋଧ କଲେ ଚାଷୀ August 23, 2025 Nirvay ମାଲକାନଗିରି ଜିଲ୍ଲାରେ ସାରର ଅଭାବକୁ ନେଇ ଶନିବାର ଦିନ ଶତାଧିକ ଚାଷୀ ସମବାୟ ବିଭାଗ ନିକଟରେ ଚାଷୀ ଏନ୍ଏଚ୍ ଅବରୋଧ କରିଛନ୍ତି । ଚାଷୀ ବାରମ୍ବାର ଦାବି କଲେବି କୌଣସି ସୁଫଳ ନମିଳିବାରୁ ଶେଷରେ ବାଧ୍ୟହୋଇ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି ।…
ରାଜ୍ୟ ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା August 23, 2025 Nirvay ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଯୋଗୁଁ ଅଗଷ୍ଟ ୨୭ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ…