Day: 25 August 2025

ଚାଷୀ ପଞ୍ଜୀକରଣରେ ଓଡ଼ିଶା କଲା ସର୍ବକାଳୀନ ରେକର୍ଡ

ଚାଷୀ ପଞ୍ଜୀକରଣରେ ଓଡ଼ିଶା କଲା ସର୍ବକାଳୀନ ରେକର୍ଡ । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ଏବେ ସୁଦ୍ଧା ୧୮ ଲକ୍ଷ ୫୦ ହଜାର ୯୮୩ ଚାଷୀ ପଞ୍ଜୀକରଣ କରିଛନ୍ତି ।…

ନିଶା କାରବାର ରୋକିବାକୁ ବୈଠକ; କ୍ୟାମ୍ପସ୍ ପାଖରେ ନିଶା କାରବାର କରୁଥିବା ଲୋକଙ୍କୁ ବାନ୍ଧିବାକୁ ନିଷ୍ପତ୍ତି

ରାଜ୍ୟରେ ଚୋରା ନିଶା କାରବାର ରୋକିବାକୁ ଲୋକସେବା ଭବନରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ପ୍ରମୁଖ ଅଧିକାରୀ ଉପସ୍ଥିତ ରହିଥିଲେ । ବୈଠକରେ ନିଶା ଚାଲାଣକାରୀ…

ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟି

ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଲେ ରାଜ୍ୟପାଳ। ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ନେଇ ପଚାରି ବୁଝିଲେ ରାଜ୍ୟପାଳ…

ଯୁକ୍ତ ଦୁଇ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆଜିଠାରୁ ଆରମ୍ଭ ଆବେଦେନ

ଆଜିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା । ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଆଜିଠୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । www.samsodisha.gov.in ରେ ଛାତ୍ରଛାତ୍ରୀମାନେ ଆସନ୍ତା ଅଗଷ୍ଟ ୩୧…

ଭୁବନେଶ୍ୱର ଏୟାରପୋର୍ଟରେ ହେବ ତୃତୀୟ ଟର୍ମିନାଲ୍: କେ. ରାମମୋହନ ନାଇଡୁ

ଖୁବ୍‌ଶୀଘ୍ର ହେବାକୁ ଯାଉଛି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ । ଏ ନେଇ ଆଜି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ । ଭୁବନେଶ୍ୱର ବିମାନବନ୍ଦର ପରିସରରେ ‘ଉଡାନ ଯାତ୍ରୀ କାଫେ’ର…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୁଲିସ୍ ଏସ୍‌ଆଇ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲାର ପୁଲିସ୍ ଏସ୍ଆଇ ଜଗା ବରିହା । ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭ ହଜାର…

ପରଲୋକରେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ; ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପରଲୋକରେ ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୫୨ ବର୍ଷ ବୟସରେ ବିୟୋଗ ହୋଇଛି । ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରୁ ୨ ଥର ବିଧାୟକ ହୋଇଥିଲେ । କିଡ଼ନୀ ରୋଗରେ…