Day: 26 August 2025

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ । ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ…

୧୫ ଦିନ ପରେ ଆନ୍ଦୋଳନରୁ ଓହରିଲା ଅମଲା ସଂଘ

ଦୀର୍ଘ ୧୫ ଦିନ ଧରି ଜାରି ରହିଥିବା ଆନ୍ଦୋଳନକୁ ସ୍ଥଗିତ ରଖିଲା ଅମଲା ସଂଘ । ଗତକାଲି ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା ପରେ ସଂଘ ଆନ୍ଦୋଳନକୁ ସ୍ଥଗିତ ରଖିଛି । ଏ ନେଇ ସୂଚନା ଦେଇଛନ୍ତି ଅମଲା ସଂଘ…

ବିଜଦ ରୂପାନ୍ତରଣର ମିଳୁଛି ଆଭାସ; ଅରୁଣ କାର୍ଯ୍ୟକାରୀ ସଭାପତି, ସୁଜାତା ମହାସଚିବ !

ବିଜୁ ପଟ୍ଟନାୟକ ବଡ଼ପୁଅ ପ୍ରେମ ପଟ୍ଟନାୟକ ସସ୍ତ୍ରୀକ ନବୀନ ନିବାସକୁ ଆସିବା ଓ ରହିବା କେବଳ କ’ଣ ପାରିବାରିକ ଘଟଣା ? ପ୍ରେମ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବଡ଼ଭାଇ । ମୁମ୍ବାଇ ହସ୍ପିଟାଲରେ ସ୍ପାଇନ ସର୍ଜରୀ ପରେ ପ୍ରେମ…

ଆଜିଠୁ ରାଜ୍ୟରେ ଆରମ୍ଭ ଆମ ଶାସନ ବ୍ୟବସ୍ଥା; ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ

ଆଜିଠୁ ରାଜ୍ୟରେ ଆମ ଶାସନ ବ୍ୟବସ୍ଥା । ଲୋକଙ୍କ ମତାମତ ଆଧାରରେ ନିର୍ଦ୍ଧାରଣ ହେବ ନୀତି । ରାଜ୍ୟରେ ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ନାଗରିକମାନଙ୍କଠାରୁ ସିଧାସଳଖ ମତାମତ ସଂଗ୍ରହ ପାଇଁ ଆମ ଶାସନ ବ୍ୟବସ୍ଥା ଆରମ୍ଭ…