ତାଜା ଖବର ରାଜ୍ୟ ନାବାଳିକାଙ୍କୁ ବିବାହ କରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଘଟଣା: ଫେରାର ଏସଆଇ ଗିରଫ August 20, 2025 Papirani ନାବାଳିକାଙ୍କୁ ବିବାହ କରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଘଟଣାରେ ଗିରଫ ହେଲେ ଫେରାର ନିଲମ୍ବିତ ପୋଲିସ ଏସଆଇ ଅମିତ ପାଢ଼ୀ । ଅମିତଙ୍କୁ ରାଜ୍ୟ ବାହାରରୁ ଗିରଫ କରିଛି ଜଗତସିଂହପୁର ପୋଲିସର ୪ ଜଣିଆ ଟିମ୍ ।…
ତାଜା ଖବର ଦେଶ ରାଜନୀତି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ଉଦ୍ୟମ August 20, 2025 Papirani ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ଉଦ୍ୟମ । ଜଣେ ବ୍ୟକ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଛନ୍ତି। ଆଜି ସକାଳେ ଜନଶୁଣାଣି ସମୟରେ ଜଣେ ୩୫ ବର୍ଷୀୟ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି…
ତାଜା ଖବର ରାଜ୍ୟ ଭୁବନେଶ୍ବରରେ ରିଙ୍ଗ ରୋଡକୁ ମଞ୍ଜୁରୀ ନେଇ ରାଜ୍ୟବାସୀଙ୍କୁ ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ August 19, 2025 Papirani ଭୁବନେଶ୍ବର ବାଇପାସ୍କୁ ନେଇ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶାବାସୀ ବିଶେଷକରି ଭୁବନେଶ୍ବର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ମୋଦି କହିଛନ୍ତି ଓଡିଶା ପାଇଁ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ଆଜି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଏହା…
ରାଜନୀତି ରାଜ୍ୟ ନିର୍ବାଚନ କମିସନ ବିଜେଡି ଠାରୁ ସତ୍ୟପାଠ ଦାବି କରିନାହାନ୍ତି: ବିଜେଡି August 19, 2025 Nirvay ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ମିହିର ରାୟ ଓ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଗୋଟିଏ ଦାୟିତ୍ୱ ସମ୍ପନ୍ନ ରାଜନୈତିକ ଦଳ ଭାବେ ଗତ ନିର୍ବାଚନରେ ପରିଲକ୍ଷିତ ହୋଇଥିବା…
ରାଜନୀତି ରାଜ୍ୟ ‘ଭୋଟ୍ ଚୋରି’ ପ୍ରସଙ୍ଗରେ ୪ ସେପ୍ଟେମ୍ବରରେ କଂଗ୍ରେସର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ August 19, 2025 Nirvay ଆସନ୍ତା ୪ ସେପ୍ଟେମ୍ବର ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ନିଷ୍ପତ୍ତି ନେଇଛି କଂଗ୍ରେସ । ଭାରତୀୟ ଜାତୀୟ କଂଗ୍ରେସର ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଚାରିଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ଅନୁଷ୍ଠିତ ବିଭିନ୍ନ…
ତାଜା ଖବର ଦେଶ ପ୍ରକାଶ ପାଇଲା ନିଟ ପିଜି ପରୀକ୍ଷା ଫଳ August 19, 2025 Nirvay ପ୍ରକାଶ ପାଇଲା ଚଳିତ ବର୍ଷର ମେଡିକାଲ ସ୍ନାତ୍ତକତ୍ତୋର ଶିକ୍ଷା ପାଇଁ ଉଦ୍ଦିଷ୍ଟ ନିଟ୍ ପିଜି ପରୀକ୍ଷା ଫଳାଫଳ । ନ୍ୟାସନାଲ ବୋର୍ଡ ଅଫ୍ ଏକଜାମିନେସନ୍ ଇନ୍ ମେଡିକାଲ୍ ସାଇନ୍ସେସ (ଏନବିଇଏମଏସ) ଆଜି ନିଟ୍ ପିଜି ୨୦୨୫ ର ଫଳାଫଳ ଘୋଷଣା କରିଛି…
ଖେଳ ଦେଶ ମହିଳା ବିଶ୍ୱକପ ୨୦୨୫ ପାଇଁ ଭାରତୀୟ କ୍ରିକେଟ ଦଳ ଘୋଷଣା August 19, 2025 Nirvay ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ୧୫ ଜଣିଆ ଦଳ ଘୋଷଣା କରିଛି । ହରମନପ୍ରୀତ କୌରଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଥିବା ବେଳେ ଷ୍ଟାର ଓପନର ସ୍ମୃତି ମନ୍ଧାନାଙ୍କୁ ଉପ-ଅଧିନାୟିକା କରାଯାଇଛି । ତେବେ…
ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ଅପରାଜିତା ଷଡ଼ଙ୍ଗୀ August 19, 2025 Papirani ଓଡ଼ିଶାବାସୀଙ୍କୁ ଖୁସି ଖବର ଦେଇଛନ୍ତି କେନ୍ଦ୍ର ସରକାର । ଦୀର୍ଘ ଦିନ ହେବା ଦାବି ହୋଇଆସୁଥିବା କଟକ-ଭୁବନେଶ୍ୱର ବାଇପାସ୍ ରୋଡ୍ କୁ କେନ୍ଦ୍ର କ୍ୟାବିନେଟର ମୋହର ଲାଗିଛି । ଓଡ଼ିଶାରେ କ୍ୟାପିଟାଲ ରିଜିଅନ ରିଙ୍ଗ୍ ରୋଡ୍ ପାଇଁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ…
ତାଜା ଖବର ରାଜ୍ୟ ଛଅ ଲେନ୍ ବିଶିଷ୍ଟ ଭୁବନେଶ୍ବର ବାଇପାସ୍କୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ August 19, 2025 Papirani ଓଡ଼ିଶାରେ କ୍ୟାପିଟାଲ ରିଜିଅନ ରିଙ୍ଗ୍ ରୋଡ୍ ପାଇଁ କ୍ୟାବିନେଟ୍ ମୋହର । ୬ ଲେନ୍ ବିଶିଷ୍ଟ ରିଙ୍ଗ ରୋଡ୍ ପାଇଁ ମିଳିଲା କେନ୍ଦ୍ରର ମଞ୍ଜୁରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି…
ଖେଳ ତାଜା ଖବର ଏସିଆ କପ୍ ପାଇଁ ଭାରତୀୟ ଦଳ ଘୋଷଣା: ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଦାୟିତ୍ବ August 19, 2025 Papirani ଏସିଆ କପ୍ ୨୦୨୫ ପାଇଁ ଟିମ୍ ଇଣ୍ଡିଆ ଘୋଷଣା ହୋଇଛି । ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଦାୟିତ୍ବ ମିଳିଥିବା ବେଳେ ଶୁବମନ ଗିଲଙ୍କୁ ଉପଅଧିନାୟକ ଦାୟିତ୍ବ ମିଳିଛି । ସେହିପରି ଜସପ୍ରୀତ ବୁମରାଙ୍କୁ ମଧ୍ୟରେ ସ୍ଥାନ ମିଳିଛି । କିନ୍ତୁ ଧଳା…