Month: August 2025

ଭାରତୀୟ ନିର୍ବାଚନ କମିଶନଙ୍କ ଗୁରୁତ୍ବପୂର୍ଣ୍ଣ ପ୍ରେସ୍‌ମିଟ୍; ଭୋଟ ଚୋରି ପ୍ରସଙ୍ଗରେ ରଖିଲେ ସ୍ପଷ୍ଟୀକରଣ

ଭାରତୀୟ ନିର୍ବାଚନ କମିଶନଙ୍କ ଗୁରୁତ୍ବପୂର୍ଣ୍ଣ ପ୍ରେସ୍‌ମିଟ୍ । ଅଭିଯୋଗ ଆସିଥିବା ବିହାର ପ୍ରସଙ୍ଗରେ ମଧ୍ୟ ରଖିଲେ ସ୍ପଷ୍ଟୀକରଣ । ନିର୍ବାଚନ ଆୟୋଗ କହିଛନ୍ତି, ନିର୍ବାଚନ କମିଶନଙ୍କର କେହି ପକ୍ଷ କିମ୍ବା ବିପକ୍ଷ ଦଳ ନାହାନ୍ତି କି କୌଣସି ଦଳ ପାଇଁ ପକ୍ଷପାତିତା…

ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର; ପ୍ରକାଶ ପାଇଲା ବିଜ୍ଞପ୍ତି

ଚାଷୀ ଭାଇଙ୍କ ପାଇଁ ଖୁସି ଖବର । ଚାଷୀ ପଞ୍ଜୀକରଣ ପାଇଁ ଆଉ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର । ଏଣିକି ସେଲ୍ଫ ଡିକ୍ଲାରେସନ ବା ନିଜସ୍ବ ଘୋଷଣାନାମାରେ ହୋଇପାରିବ ଚାଷୀଙ୍କ ନାମ ପଞ୍ଜୀକରଣ । ଏଥିପାଇଁ ଯୋଗାଣ ବିଭାଗ ତରଫରୁ…

ସେପ୍ଟେମ୍ୱର ୨୮ ତାରିଖରୁ କଟକ ଦୁର୍ଗାପୂଜା ଆରମ୍ଭ

କଟକ ସହରରେ ବାଜିଲା ପାର୍ବଣର ବିଗୁଲ। ଧରାପୃଷ୍ଠକୁ ଆସୁଛନ୍ତି ମା’ ଦୁର୍ଗା । କଟକର ପ୍ରସିଦ୍ଧ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ସେପ୍ଟେମ୍ୱର ୨୮ ତାରିଖରୁ କଟକ ଦୁର୍ଗାପୂଜା ଆରମ୍ଭ ହେବାକୁ ଯାଉଥିବା ବେଳେ ଅକ୍ଟୋବର ୩ ତାରିଖରେ…

ପ୍ରତାପ ଜେନାଙ୍କ ପୁଅ ନାଁରେ ଠକେଇ ଅଭିଯୋଗ

ବିଜେଡି ନେତା ପ୍ରତାପ ଜେନାଙ୍କ ପୁଅ ନାଁରେ ଠକେଇ ଅଭିଯୋଗ । ଅଙ୍କିତ ପ୍ରତାପ ଜେନାଙ୍କ ବିରୋଧରେ ୪୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ ଏବେ ସମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ୍‌‌ ଥାନାରେ ଅଙ୍କିତ ପ୍ରତାପ ଜେନାଙ୍କ ନାଁରେ ମାମଲା ରୁଜୁ…

ଜମ୍ମୁର କାଠୁଆରେ ବାଦଲଫଟା ବର୍ଷାର ତାଣ୍ଡବ; ୪ ମୃତ

ଜମ୍ମୁର କାଠୁଆରେ ବାଦଲଫଟା ବର୍ଷାର ତାଣ୍ଡବ । ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡିଛି। ଏହା ସହ ଜମ୍ମୁ-ପଠାନକୋଟ ଏନ୍‌ଏଚ୍ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନେକ ଘର ପୋତି ହୋଇଯାଇଥିବା ଅନୁମାନ କରାଯାଉଛି ।…

ଆଗାମୀ ୧୨ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ

ରାଜ୍ୟରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ଲଘୁଚାପ କ୍ଷେତ୍ର…

ଭୁବନେଶ୍ୱର–ଝାରସୁଗୁଡ଼ା ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରୁ ଝାରସୁଗୁଡା ପର୍ଯ୍ୟନ୍ତ ବିମାନସେବାର ଶୁଭାରମ୍ଭ କରିଛନ୍ତି । ୭୬ ସିଟ୍‌ ବିଶିଷ୍ଟ Star Air ର ଏହି ବିମାନଟି Odisha New Destination Policy ଅଧିନରେ ବିମାନ ଯୋଜନାରେ…

ଶିକ୍ଷକଙ୍କୁ ମୋହନ ସରକାର ପ୍ରତାରଣା କରନ୍ତୁ ନାହିଁ: ଭକ୍ତ ଦାସ

ବିଜେପି ସରକାର ଗଠନ କରିବା ୧୪ ମାସ ମଧ୍ୟରେ ନାରୀ ନିର୍ଯାତନା, ଅପରାଧ, ଲୋକଙ୍କ ଦୁର୍ଦ୍ଦଶା, ମିଥ୍ୟା ପ୍ରତିଶ୍ରୁତି ଆଦି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ଦେଇଛି । ବର୍ତ୍ତମାନ ମୋହନ ସରକାରଙ୍କ ଦ୍ୱାରା ପ୍ରତାରିତ ଶିକ୍ଷକ ରାଜରାସ୍ତାରେ ବୋଲି ପ୍ରଦେଶ…

ରାଜ୍ୟରେ ଗଠନ ହେବ ୧୨ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି)

ଜନସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୭ଟି ଜିଲ୍ଲାରେ ୧୨ ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।…

ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି ଛତୁଆ…