Month: August 2025

ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ

ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ । ବିଶିଷ୍ଟ ସେବା ପାଇଁ ASP ରବୀନ୍ଦ୍ର ପଣ୍ଡା, କମାଣ୍ଡାଣ୍ଟ ନରେଶ ପଟେଲଙ୍କୁ ମିଳିବ ରାଷ୍ଟ୍ରପତି ପଦକ । ଏହା ସହ ଓଡ଼ିଶାରୁ ୯ ଜଣଙ୍କୁ ମିଳିବ ସାହସିକତା ପଦକ । ୯…

ଭିସୁଟ୍ ଛାତ୍ରଛାତ୍ରୀଙ୍କ ପାଇଁ ଜାରି ହେଲା ଡ୍ରେସ୍‌ କୋଡ୍; ଛାତ୍ରୀଙ୍କୁ ଦୁପଟା ମନା

ଭିସୁଟରେ ଲାଗୁ ହେଲା ୟୁନିଫର୍ମ ବା ଡ୍ରେସ କୋଡ୍ । ୨୦୨୫-୨୬ ଶିକ୍ଷାବର୍ଷରେ ଆଡମିଶନ କରିଥିବା ପ୍ରଥମ ବର୍ଷ ପିଲାଙ୍କ ପାଇଁ ଡ୍ରେସ୍‌ କୋଡ୍ ଜାରି ହୋଇଛି । ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଲାଗୁ ହୋଇଛି ।…

ବଢ଼ିଲା ଖରିଫ ଋତୁ ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି

ଚାଷୀଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY) ରେ ଚଳିତ ଖରିଫ ଋତୁ ପାଇଁ ପଞ୍ଜିକରଣ ଅବଧି ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପଞ୍ଜୀକରଣ ପ୍ରକ୍ରିୟା ଜୁଲାଇ ୧୯ ତାରିଖରୁ ଆରମ୍ଭ…

ଶ୍ରୀଲ ପ୍ରଭୁପାଦଙ୍କ ୧୫୧ତମ ଆବିର୍ଭାବ ଜୟନ୍ତୀ ଓ ଶ୍ରୀ ସଚ୍ଚିଦାନନ୍ଦ ମଠର ଶତବାର୍ଷିକୀ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଶ୍ରୀଲ ପ୍ରଭୁପାଦଙ୍କ ୧୫୧ତମ ଆବିର୍ଭାବ ଜୟନ୍ତୀ ଓ କଟକର ଶ୍ରୀ ସଚ୍ଚିଦାନନ୍ଦ ମଠର ଶତବାର୍ଷିକୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଜବାହଲାଲ ଇଣ୍ଡୋର ଷ୍ଟାଡିଅମ ଠାରେ ଶ୍ରୀଲ ପ୍ରଭୁପାଦଙ୍କ ୧୫୧ତମ ଆବିର୍ଭାବ ଜୟନ୍ତୀ ଓ କଟକର…

ଗେରୁଆ ରଙ୍ଗ ପାଇଁ ୩୦ ହଜାର କୋଟି

ସରକାରୀ କୋଠାବାଡ଼ି ରଙ୍ଗ ପରିବର୍ତ୍ତନ ପାଇଁ ସରକାର ଅତ୍ୟନ୍ତ ଜରୁରୀ ମନ୍ତ୍ରୀ ସ୍ତରୀୟ ମିଟିଙ୍ଗ ବସାଇ ୩୦ ହଜାର କୋଟି ଟଙ୍କା ଖର୍ଚ୍ଚର ବରାଦ କରିଛନ୍ତି । ବିଜେପି ସରକାର ଗୋଟିଏ ବର୍ଷ ତଳେ ଶପଥ ନେଲା ବେଳକୁ ପ୍ରତିଜ୍ଞା କରିଥିଲା,…

କୀଟନାଶକ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ

ବଲାଙ୍ଗୀର ଜିଲ୍ଲାରୁ ଆସିଛି ଏକ ହୃଦୟବିଦାରକ ଘଟଣା । ଟିଟିଲାଗଡ ବ୍ଲକ କଣ୍ଡରା ଗାଁରେ କୀଟନାଶକ ପିଇ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ବର୍ଷା ଅଭାବରୁ ଧାନ ଓ କପା ଚାଷ ନଷ୍ଟ ହୋଇଯିବାରୁ କିଛିଦିନ…

ଛୁଟି ଦିନ ଓ ରବିବାରରେ ମଧ୍ୟ ହେବ ଚାଷୀ ପଞ୍ଜୀକରଣ

ରାଜ୍ୟ ସମବାୟ ବିଭାଗ ବଡ଼ ନିଷ୍ପତ୍ତି ନେଇଛି । ଏଣିକି ଛୁଟି ଦିନରେ ମଧ୍ୟ ଚାଷୀ ପଞ୍ଜିକରଣ ହେବ । ଅଗଷ୍ଟ ୨୦ ତାରିଖରେ ପଞ୍ଜୀକରଣ ଶେଷ ହେଉଥିବା ବେଳେ ଟାର୍ଗେଟ୍ ପୂରଣ ନହେବାରୁ ଏଭଳି ନିଷ୍ପତ୍ତି ନେଇଛି ବିଭାଗ ।…

ଭିଜିଲାନ୍ସ ଜାଲରେ ମୁନିଗୁଡାର ସ୍ୱାସ୍ଥ୍ୟକର୍ମୀ

ଭିଜିଲାନ୍ସ ହାତରେ ସ୍ୱାସ୍ଥ୍ୟକର୍ମୀ । ଲାଞ୍ଚ ନେବାବେଳେ ରାୟଗଡ଼ା ମୁନିଗୁଡା ସିଏଚସି ସ୍ୱାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତଙ୍କୁ ଧରିଛି ଭିଜିଲାନ୍ସ। ଜନ୍ମ ସାର୍ଟିଫିକେଟ ସଂଶୋଧନ ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ ହୋଇଛନ୍ତି କୁଞ୍ଜବିହାରୀ । ଏହା ପରେ…

୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ରେ ଅନୁମୋଦନ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ । ଏହି ବୈଠକରେ ୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି । କ୍ୟାବିନେଟ୍‌ ବୈଠକ ପରେ…

ନିର୍ବାଚନ ପୂର୍ବରୁ ରାଜ୍ୟରେ ପୁନର୍ଗଠନ ହେବ ପଞ୍ଚାୟତ ଓ ବ୍ଲକ୍

ଓଡ଼ିଶାରେ ପଞ୍ଚାୟତ ଓ ବ୍ଲକ ପୁନର୍ଗଠନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ସେ କହିଛନ୍ତି ଆଗାମୀ ୨୦୨୬ ପଞ୍ଚାୟତ ନିର୍ବାଚନ ପୂର୍ବରୁ ସମସ୍ତ…