Month: August 2025

୨୨ ତାରିଖକୁ ଘୁଞ୍ଚିଲା ବାଲେଶ୍ୱରରେ କଂଗ୍ରେସ ପକ୍ଷରୁ ହେବାକୁଥିବା ‘ନାରୀ ନ୍ୟାୟ ଯାତ୍ରା’

ନିକଟ ଅତୀତରେ ଓଡ଼ିଶାରେ ଦିବଂଗତା ସୌମ୍ୟାଶ୍ରୀଙ୍କ ସମେତ ନାରୀ ନିର୍ଯାତନାର ଶିକାର ହୋଇଥିବା ମହିଳାମାନଙ୍କ ପାଇଁ ଆସନ୍ତା ୧୪ ତାରିଖରେ ବାଲେଶ୍ୱରରେ ପିସିସି ପକ୍ଷରୁ ହେବାକୁଥିବା ନାରୀ ନ୍ୟାୟ ପଦଯାତ୍ରା ଆସନ୍ତା ୨୨ ତାରିଖ ଶୁକ୍ରବାରକୁ ଘୁଞ୍ଚେଇ ଦିଆଯାଇଛି । ସେଦିନ…

ହାଇଦ୍ରାବାଦରେ ସଡ଼କ ଦୁର୍ଘଟଣାରେ ୩ ଓଡ଼ିଆ ଶ୍ରମିକ ମୃତ

ହାଇଦ୍ରାବାଦରେ ସଡ଼କ ଦୁର୍ଘଟଣାରେ ୩ ଓଡ଼ିଆ ଶ୍ରମିକ ମୃତ ।ସିକନ୍ଦରକମାମ ଗାଁରେ ଭ୍ୟାନ୍‌ ଧକ୍କାରେ ୩ ଜଣଙ୍କ ମୃତ୍ୟୁ । ମୃତକ ୩ ଜଣ ନବରଂଗପୁର ଜିଲ୍ଲା ଉମରକୋଟ ଥାନା ଅନ୍ତର୍ଗତ ବକଡ଼ାବେଡ଼ା ଗ୍ରାମର । ଦାଦନ ଖଟିବାକୁ ଯାଇଥିଲେ ମୃତ…

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ । ୧୩ ତାରିଖରେ ଭୁବନେଶ୍ଵରରେ ପହଞ୍ଚିବେ ଭାଗବତ । କଟକ, ଭୁବନେଶ୍ଵରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଶ୍ରୀ ଗୌଡୀୟ ମିଶନ…

ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ପରିବାରକୁ ଭେଟିଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ

ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ଫିରିଙ୍ଗିମାଲ ଗାଁରେ ପୀଡିତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ । ବରିଷ୍ଠ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ର ନେତୃତ୍ୱ ନେଇଥିଲେ…

ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍‌

ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍‌ । ଏ ନେଇ କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ ନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା ଦେଇଛନ୍ତି। ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ।…

ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ଘରୁ ବିପୁଳ ଟଙ୍କା ମିଳିବା ଘଟଣା: ଗଠନ ହେଲା ୩ ଜଣିଆ ତଦନ୍ତ କିମିଟି

ଆହ୍ଲାବାଦ ହାଇକୋର୍ଟ ବିଚାରପତି ତଥା ତତ୍କାଳୀନ ଦିଲ୍ଲୀ ହାଇକୋର୍ଟ ବିଚାରପତି ଯଶବନ୍ତ ବର୍ମାଙ୍କ ସରକାରୀ ବାସଭବନରୁ ବିପୁଳ ଟଙ୍କା ମିଳିବା ଘଟଣାରେ ୩ ଜଣିଆ ତଦନ୍ତ କିମିଟି ଗଠନ କଲେ ବାଚସ୍ପତି ଓମ୍‌ ବିର୍ଲା । ତାଙ୍କୁ ବହିଷ୍କାର କରିବା ପାଇଁ…

ଭୁବନେଶ୍ବରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ବରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ । ଦିନକୁ ଦିନ ରାଜ୍ୟରେ ଗୋଟେ ପରେ ଗୋଟେ ଆତ୍ମାହୁତି ମାମଲା ସାମ୍ନାକୁ ଆସିବାରେ ଲାଗିଛି । ବଢୁଥିବା ଆତ୍ମାହୁତି ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଛି । ରାଜଧାନୀ ଭୁବନେଶ୍ୱରରେ ଆତ୍ମାହୃତି ଉଦ୍ୟମ…

ସ୍ବାମୀଙ୍କ ପାଇଁ ଧର୍ମେନ୍ଦ୍ରଙ୍କ ସ୍ତୁତି କଲେ କି ଅପରାଜିତା ?

ବନମାଳୀ ଦାସଙ୍କ ଅତି ଲୋକପ୍ରିୟ ଗୀତର ପ୍ରଥମ ଧାଡିଟି ଥିଲା ‘କି ଦେଖିଲା ଆଜ ନେତ୍ର ସଜନୀ’। ୟା’କୁ ଟିକିଏ ବଦଳେଇ ଦେଲେ ହବ କି ଶୁଣିଲା ଆଜ କର୍ଣ୍ଣ ରେ ସାଙ୍ଗ’। ଏମିତି କଥା ଆମ କାନରେ ପଡ଼ିଚି ଯେ,…

ପେଟ ପାଇଁ ଦାଦନ ଯିବେ ଲକ୍ଷାଧିକ ଚାଷୀ

ବଲାଙ୍ଗିର ଜିଲ୍ଲାରେ ଚଳିତ ବର୍ଷ ନୂଆଁଖାଇ ପାଖେଇ ଆସୁଥିବା ବେଳେ ଅଭାବୀ ବର୍ଷା ଯୋଗୁଁ ଦାଦନମୁହାଁ ହେବେ ଚାଷୀ । ରାଜ୍ୟ ବାହାରର ଇଟା ଭାଟିରେ ଦାଦନ ଖଟାଇବାକୁ ଦାଦନ ଶ୍ରମିକ ଚାଲାଣ ପାଇଁ ଗାଁ ଗାଁରେ ବଇନା ବଣ୍ଟା ଆରମ୍ଭ…

କେଉଁ ମନ୍ତ୍ରୀ କେଉଁଠି କରିବେ ପତାକା ଉତ୍ତୋଳନ ? ତାହାକୁ ନେଇ ପ୍ରକାଶ ପାଇଲା ସୂଚୀ

ସାରା ଦେଶ ପାଳନ କରିବାକୁ ଯାଉଛି ୭୯ ତମ ସ୍ୱାଧୀନତା ଦିବସ । ଏଥିପାଇଁ ଚାରିଆଡ଼େ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଁଚିଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ସମୟରେ ଓଡ଼ିଶାରେ ସ୍ବାଧୀନତା ଦିବସରେ…