Day: 2 September 2025

ଜନତା ଦଳ ପରି ଦୁର୍ଦ୍ଦଶା ଘଟିବ କି ବିଜଦର ?

୧୯୯୫ ନିର୍ବାଚନରେ ବିଜୁଙ୍କ ବିଜୁ ଜନତା ଦଳ କ୍ଷମତାଚ୍ୟୁତ ହୋଇଥିଲା । ୧୯୯୦ରେ ଜନତା ଦଳ ୧୨୩ ଆସନ ଜିଣି ରେକର୍ଡ କରିଥିଲା । ଏହି ରେକର୍ଡକୁ ନବୀନ ପଟନାୟକ ୨୪ ବର୍ଷ ଭିତରେ ଭାଙ୍ଗି ପାରିନଥିଲେ । ୧୯୯୫ରେ ୪୬…

ଚାରିବର୍ଷରେ ଓଡ଼ିଶାର ରପ୍ତାନି ୪୦%ରୁ ଅଧିକ ହ୍ରାସ

ପରିବର୍ତ୍ତିତ ଭୌଗୋଳିକ ରାଜନୈତିକ ପରିସ୍ଥିତି ମଧ୍ୟରେ, ଏହି ସପ୍ତାହରେ ଆମେରିକା ଭାରତରୁ ଆସୁଥିବା ସାମଗ୍ରୀ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିବା ପୂର୍ବରୁ ମଧ୍ଯ ଓଡ଼ିଶାର ରପ୍ତାନି ପ୍ରଦର୍ଶନ ନିମ୍ନଗାମୀ ହୋଇଛି। କିଛିବର୍ଷ ପୂର୍ବେ ଦେଶର ଦ୍ରୁତତମ ଅଭିବୃଦ୍ଧିଶୀଳ ରପ୍ତାନି…

ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ଭିସୁଟ୍ ଛାତ୍ରଙ୍କ ମୃତଦେହ

ସମ୍ବଲପୁର ବୁର୍ଲା ଭିସୁଟ୍ ଛାତ୍ରଙ୍କ ମୃତଦେହ ଉଦ୍ଧାର । ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ପଢୁଥିବା ଛାତ୍ରଙ୍କ ମୃତଦେହ। ତେବେ ମୃତ ଛାତ୍ର ଜଣକ ବୁର୍ଲା ଭିସୁଟର ମେକାନିକାଲ ଇଂଜିନିୟରିଂର ଶେଷ ବର୍ଷର…

ସୃଷ୍ଟି ହେଲା ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ କିଛି ଦିନ ହେବ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ…

ଟି ଟ୍ବେଣ୍ଟି କ୍ରିକେଟରୁ ଅବସର ଘୋଷଣା କଲେ ମିଚେଲ୍ ଷ୍ଟାର୍କ

ଟି ଟ୍ବେଣ୍ଟି କ୍ରିକେଟରୁ ଅବସର ଘୋଷଣା କଲେ ମିଚେଲ୍ ଷ୍ଟାର୍କ। ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ଷ୍ଟାର୍କଙ୍କ ଅବସର ଘୋଷଣା କରିଛନ୍ତି । ଟେଷ୍ଟ ଓ ଦିନିକିଆ ବିଶ୍ବକପକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେଇଥିବା ଜଣାପଡିଛି । ୬୫ଟି ଟି ଟ୍ବେଣ୍ଟି ଖେଳି…