Day: 5 September 2025

ପାଗ ଖରାପ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଲକାତା ଗଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ । ପାଗ ଖରାପ ଯୋଗୁ ଭୁବନେଶ୍ୱରରେ ବଦଳରେ କୋଲକାତାରେ ଲ୍ୟାଣ୍ଡିଂ କଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସୂଚନା ଯୋଗ୍ୟ; ୪…

ଆଜି ପବିତ୍ର ଗୁରୁ ଦିବସ

ଆଜି ସାରା ଦେଶ ପାଳନ କରୁଛି ଗୁରୁ ଦିବସ । ବିଭିନ୍ନ ଶିକ୍ଷାଅନୁଷ୍ଠାନରେ ଆଜି ଛାତ୍ରଛାତ୍ରି ନିଜ ନିଜ ଶିକ୍ଷକଙ୍କ ସମ୍ମାନରେ ଧୁମଧାମରେ ପାଳନ କରୁଛନ୍ତି ଗୁରୁ ଦିବସ । ଆଜି ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଭାଦ୍ରବ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀରେ ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ ବଳି ବାମନ ବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦିଅନ୍ତି ମହାପ୍ରଭୁ। ଗତକାଲି ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହୋଇଥିଲା । ବାମନ ରୂପୀ…