Day: 9 September 2025

ହେବ ଦ୍ବିତୀୟ ଉପନିର୍ବାଚନ; ଓଡ଼ିଶା ମୁଡର ସାର୍ଟିଫିକେଟ୍ ଦେବେ ନୂଆପଡ଼ା ଭୋଟର

ବିଜୁ ଜନତା ଦଳର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି। ନୂଆପଡ଼ା ଆସନରୁ ଚାରିଥର ଜିତିଥିଲେ ରାଜେନ୍ଦ୍ର ଢୋଲକିଆ। ସେ ଏତେ ପପୁଲାର ଯେ ୨୦୦୪ ନିର୍ବାଚନରେ ସ୍ବାଧୀନ ଭାବେ ଲଢି ବିଜଦ -ଭାଜପାର ମେଣ୍ଟ ପ୍ରାର୍ଥୀଙ୍କୁ ପରାଜିତ କରିଥିଲେ। ପରବର୍ତ୍ତୀ…

ରିସ୍କ ନେବାକୁ ଡର, ଅନୁପସ୍ଥିତ ରହିବ ବିଜଦ

ଉପ-ରାଷ୍ଟ୍ରପତି ନିର୍ବାଚନରେ ଅଂଶଗ୍ରହଣ କରିବ ନାହିଁ ବିଜୁ ଜନତା ଦଳ । ଏହି ମର୍ମରେ ଦଳର ନିଷ୍ପତ୍ତି ଘୋଷଣା କରିଛନ୍ତି ରାଜ୍ୟସଭାରେ ଦଳର ନେତା ସସ୍ମିତ ପାତ୍ର । ଗତ ୫ତାରିଖ ନିର୍ଭୟ ସଂସ୍କରଣରେ ଏହା ହିଁ ପୂର୍ବାନୁମାନ କରାଯାଇଥିଲା। କୌଣସି…

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ଭୋଟିଂ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ । ଅପରାହ୍ଣ ୫ଟା ପର୍ଯ୍ୟନ୍ତ ହେବ ଭୋଟ ଗ୍ରହଣ । ଗୋପନ ବାଲଟ୍‌ରେ ଭୋଟ୍ ଦେଉଛନ୍ତି ସାଂସଦ । ସଂସଦ ଭବନରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସନ୍ଧ୍ୟା ୬ଟାରେ ଭୋଟ୍…

ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର

ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ସୋସିଆଲ୍ ମିଡିଆ ଉପରୁ ହଟିଲା ପ୍ରତିବନ୍ଧକ । ଜେନ ଜେଡ ଯୁବକଙ୍କ ନେତୃତ୍ୱରେ ପ୍ରତିବାଦ ହିଂସାତ୍ମକ ହେବା ଫଳରେ ପୋଲିସ ସହିତ ସଂଘର୍ଷ ଏବଂ…

ଶ୍ରୀମୟୀ ଆମ ସହିତ ଅଛନ୍ତି, ନବୀନ ବାବୁ ତାଙ୍କୁ ଗୁରୁ ଦାୟିତ୍ଵ ଦେଇଛନ୍ତି: ସ୍ନେହାଙ୍ଗିନୀ ଛୁରିଆ

ବିଜେଡିର ଆଭ୍ୟନ୍ତରୀଣ କନ୍ଦଳର ଆଉ ଏକ ଚିତ୍ର ଆଜି ପଦାକୁ ଆସିଛି । ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର ସୋସିଆଲ ମିଡିଆରେ ‘ମହାଭାରତର ଧୃତରାଷ୍ଟ୍ର’ ଉପାଖ୍ୟାନର ଉଦାହରଣ ଦେଇ ପରୋକ୍ଷରେ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଥିବାବେଳେ ବିଜେଡି ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ…