Day: 12 September 2025

ବାୟୁପ୍ରଦୂଷଣକୁ ନେଇ ଦେଶବ୍ୟାପୀ ବାଣ ବନ୍ଦ ହେବା ଜରୁରୀ କହିଛନ୍ତି ସୁପ୍ରିମକୋର୍ଟ

ବାଣଜନିତ ପ୍ରଦୂଷଣ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି । ଦେଶବ୍ୟାପୀ ବାଣ ବନ୍ଦ କରାଯିବା ଜରୁରୀ ବୋଲି କହିଛନ୍ତି ସୁପ୍ରିମକୋର୍ଟ । କେବଳ ଦିଲ୍ଲୀ ପାଇଁ ସ୍ୱତନ୍ତ୍ର ଆଇନ ହୋଇପାରିବନି । ବାଣ ବନ୍ଦ କରିବାର ଅଛି ତ…

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି

ଅଶାନ୍ତ ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ପୂର୍ବତନ ନେପାଳ ସୁପ୍ରିମକୋର୍ଟ ବିଚାରପତି ସୁଶୀଳା କାର୍କି । ରାଷ୍ଟ୍ରପତି ରାମ ଚନ୍ଦ୍ର ପଉଡେଲ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି ସୁଶୀଳା…

ପିଏମ୍‌ କିଷାନ KYC ଅପଡେଟ୍ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର

ପିଏମ କିଷାନରୁ ବାଦ ପଡ଼ିଥିବା ଚାଷୀଙ୍କ ପାଇଁ ବଡ଼ ଖବର । ସେପ୍ଟେମ୍ବର ୮ତାରିଖରୁ କେୱାଇସି ଅବଧିକୁ ଆଉ ୬ ମାସ ବଢ଼ାଇଛନ୍ତି ରାଜ୍ୟ ସରକାର । ସିଏମ କିଷାନ ପାଉଥିବା ହିତାଧିକାରୀ ପିଏମ କିଷାନରେ କେୱାଇସି ଅପଡେଟ କରି ସାମିଲ…

ଅର୍ଚ୍ଚନା ନାଗ୍‌ଙ୍କ ବିଳାସପୂର୍ଣ୍ଣ ଘର ସିଲ୍ କଲା ଇଡି

ଅର୍ଚ୍ଚନା ନାଗ ମାମଲା ଏବେ ନୂଆ ମୋଡ଼ ନେଇଛି । ଅର୍ଚ୍ଚନାଙ୍କ ପଳାଶୁଣି ସତ୍ୟବିହାର ଘର ସିଲ୍‌ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ଅର୍ଚ୍ଚନା ନାଗ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ଅଭିଯୋଗରେ ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ…

ସାର ନିଅଣ୍ଟ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ସାର ଅଭାବକୁ ନେଇ ରାଜ୍ୟର କୃଷକ ସମାଜ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ପର୍ୟ୍ୟାପ୍ତ ପରିମାଣରେ ସାର ମହଜୁଦ ରହିଛି ବୋଲି ରାଜ୍ୟ ସରକାର…

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ । ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଚିତ୍ତରଞ୍ଜନ ରାଉତ । ଶ୍ରମ କାର୍ଡ କରାଇଦେବା ପାଇଁ ନୟାଗଡ଼ ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ୨୦୧୯ ବର୍ଷର ଓଏଏସ ଟପ୍ପର ଅଶ୍ବିନୀ ପଣ୍ଡା

ଭିଜିଲାନ୍ସ ଜାଲରେ ୨୦୧୯ ବର୍ଷର ଓଏଏସ ଟପ୍ପର ଅଶ୍ବିନୀ ପଣ୍ଡା । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାମରା ତହସିଲଦାର ଅଶ୍ବିନୀ ପଣ୍ଡା । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ତହସିଲଦାର । ତହସିଲଦାର ଅଶ୍ୱିନୀ…

ଆଇଏଏସ୍ ସ୍ତରରେ ଅଦଳବଦଳ

ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ନିଯୁକ୍ତି ମିଳିଥିବା ବେଳେ ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ବିଜୟ…

ଦିଲ୍ଲୀ ହାଇକୋର୍ଟକୁ ବୋମା ଧମକ

ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆଜି ଦିଲ୍ଲୀ ହାଇକୋର୍ଟକୁ ଏକ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି ଦିଆଯାଇଛି । ବୋମାରେ ଉଡ଼ାଇ ଦେବାକୁ ମେଲ୍ ଯୋଗେ ଦୁର୍ବୃତ୍ତର ଧମକ ଦେଇଛନ୍ତି । ୩ଟି କୋର୍ଟରୁମ୍‌ରେ ୩ଟି…

ଭୁବନେଶ୍ବରରେ କାର୍ଯ୍ୟରତ ମହିଳା ଟ୍ରାଫିକ୍ କନଷ୍ଟେବଲ ନିଖୋଜ

ଭୁବନେଶ୍ବରରେ କାର୍ଯ୍ୟରତ ମହିଳା ଟ୍ରାଫିକ୍ କନଷ୍ଟେବଲ ନିଖୋଜ। ମହିଳା ଟ୍ରାଫିକ କନଷ୍ଟେବଳ ହେଲେ ଶୁଭମିତ୍ରା ସାହୁ । ସୂର୍ଯ୍ୟନଗରରୁ ନିଖୋଜ ହେବା ନେଇ କ୍ୟାପିଟାଲ ଥାନାରେ ଏତଲା । ୬ ତାରିଖରୁ ନିଖୋଜ ହୋଇଥିଲେ ବି ଆଜି ପର୍ଯ୍ୟନ୍ତ ତାଙ୍କର ପତ୍ତା…