Day: 14 September 2025

ସାମଗ୍ରୀରେ ସଂଶୋଧିତ ମୂଲ୍ୟ ବାଧ୍ୟତାମୂଳକ: କୃଷ୍ଣଚନ୍ଦ୍ର ପାତ୍ର

ଜିଏସ୍‌ଟି ହ୍ରାସ ପରେ ସଂଶୋଧିତ ମୂଲ୍ୟ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ। ସାମଗ୍ରୀ ଉପରେ ସଂଶୋଧିତ ମୂଲ୍ୟ ଲେଖିବା ବାଧ୍ୟତାମୂଳକ। ସମସ୍ତ ଉତ୍ପାଦକ, ପ୍ୟାକର୍‌ ଓ ଆମଦାନୀକାରୀଙ୍କୁ କେନ୍ଦ୍ରର ନିର୍ଦ୍ଦେଶ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…

ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ସୁଶୀଳା କାର୍କି

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ସୁଶୀଳା କାର୍କି । ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ । ନେପାଳ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଦେଶର ସଂସଦକୁ ଭଙ୍ଗ କରାଯିବା ସହ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ…

ଏସିଆ କପ-୨୦୨୫: ବୟକଟ ଦାବି ମଧ୍ୟରେ ଭାରତ ପାକ ମ୍ୟାଚ୍

ଏସିଆ କପ୍‌ରେ ଆଜି ବହୁ ପ୍ରତୀକ୍ଷିତ ମହାମୁକାବିଲା। ଏସିଆ କପ୍ ୨୦୨୫ର ସବୁଠାରୁ ବଡ଼ ମ୍ୟାଚ୍ ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି। ଦୁବାଇରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ ଦଳ। ଏହାରି ମଧ୍ୟରେ ପହଲଗାମ ଆକ୍ରମଣକୁ ନେଇ…