Day: 15 September 2025

ଓ୍ୱାକଫ୍ ସଂଶୋଧନ ଆଇନକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି; କିଛି ଧାରା ଉପରେ ଲାଗିଲା ରୋକ୍

ଓ୍ୱାକଫ୍ ସଂଶୋଧନ ଆଇନକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି। କିଛି ଧାରା ଉପରେ ରୋକ୍ ଲଗାଇଲେ ସର୍ବୋଚ୍ଚ କୋର୍ଟ । ୫ ବର୍ଷ ଜରୁରୀ ଥିବା ପ୍ରାବଧାନ ଉପରେ ଲାଗିଲା କଟକଣା । ସେହିପରି ଓ୍ୱାକଫ୍ ଆଇନର ଅନୁଚ୍ଛେଦ ୩୭୪ ଉପରେ ରୋକ୍…

ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ

ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ । ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ନକ୍ସଲ ସହଦେବ ସୋରେନ, ରଘୁନାଥ ହେମ୍ବ୍ରମ ଓ ବୀରସେନ ଗଞ୍ଜୁର ମୃତ ହୋଇଛି । ହଜାରିବାଗର ଗୋରହର ଥାନା ଅଞ୍ଚଳରୁ ମୃତଦେହ…

ନୂଆପଡ଼ା ଉପନିର୍ବାଚନ; ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ରହିବ ଦାବି ଓ ଆପତ୍ତି…