Day: 17 September 2025

ଆସନ୍ତାକାଲିଠୁ ମୌସୁମୀ ଅଧିବେଶନ

ଆସନ୍ତାକାଲିଠାରୁ ସପ୍ତଦଶ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ବିଧାନସଭା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା । ଏହା ପୂର୍ବରୁ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । ଡିଜିପି ଆଜି ବିଧାନସଭାରେ…

ନିଖୋଜ ମହିଳା ଟ୍ରାଫିକ କନେଷ୍ଟବଳଙ୍କ ମିଳିଲା ମୃତ ଦେହ

ରାଜଧାନୀରୁ ନିଖୋଜ ମହିଳା ଟ୍ରାଫିକ କନେଷ୍ଟବଳଙ୍କ ମିଳିଲା ମୃତ ଦେହ। କେନ୍ଦୁଝର ଘଟଗାଁର ଏକ ଜଙ୍ଗଲରେ ମୃତ ଦେହ ଉଦ୍ଧାର । ମହିଳା କନଷ୍ଟେବଲ୍ ଶୁଭମିତ୍ରା ସାହୁଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଥିବା ସୂଚନା । ପୁରୁଷ ବନ୍ଧୁ ଦୀପକ ରାଉତ ଶୁଭମିତ୍ରାଙ୍କୁ…

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ; ଚାରିଆଡୁ ଆସିଲା ଶୁଭେଚ୍ଛାର ବାର୍ତ୍ତା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି। ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟର ମେହସାଣା ସହରରେ ଜନ୍ମଗ୍ରହଣ କରିଥିବା ନରେନ୍ଦ୍ର ଦାମୋଦର ଦାସ ମୋଦୀ ଲଗାତାର ତିନି ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ…