Day: 18 September 2025

ରାଜ୍ୟରେ ଅଛନ୍ତି ୯୩୯୨ ସଂଖ୍ୟକ କାର୍ଯ୍ୟରତ ସାମ୍ବାଦିକ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ବିଧାନସଭା ଗୁହରେ ଉଠିଲା ସାମ୍ବାଦିକ ପ୍ରସଙ୍ଗ।ମନ୍ତ୍ରୀ ଅଖିଳ ଚନ୍ଦ୍ର ନାଏକ ସାମ୍ବାଦିକଙ୍କୁ ଦିଆଯାଉଥିବା ସୁବିଧା ଆଉ ଯୋଜନା ବିଷୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶ୍ନ କରିଛନ୍ତି । ସେ ମୁଖ୍ୟମନ୍ତ୍ରୀଙ୍କୁ…

ସ୍କୁଲ ମଧ୍ୟରେ ମାର୍‌ପିଟ ଘଟଣା: ୩ ଶିକ୍ଷକ ନିଲମ୍ବିତ

ସ୍କୁଲ ମଧ୍ୟରେ ମାର୍‌ପିଟ ଘଟଣାରେ ଗୋଷାଣୀ ବ୍ଲକ ମାଛମରା ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କ ସମେତ ୩ ନିଲମ୍ବିତ । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ରଥ, ସହକାରୀ ଶିକ୍ଷକ ହିନ୍ଦୀ ଶିକ୍ଷକ ଏସ୍.ଜୟା ରାଓ ଏବଂ କ୍ରୀଡ଼ା ଶିକ୍ଷକ ବି…

୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍ । ଯେଉଁ ସୁଭଦ୍ରା ହିତାଧିକାରୀ ୬୦ ବର୍ଷ ହୋଇଯାଇଥିବା ସେମାନଙ୍କୁ ଏଣିକି ବାର୍ଦ୍ଧକ୍ୟା ଭତ୍ତା ପ୍ରଦାନ କରିବେ ରାଜ୍ୟ ସରକାର। ଅଧିକ ବୟସ୍କ ଓ ଦୁର୍ବଳ ଲୋକଙ୍କୁ ପ୍ରାଥମିକତା ଦିଆଯିବ । ୬୦ ବର୍ଷ ବୟସ…

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଆଜିଠୁ ଆରମ୍ଭ ହୋଇ ଆସନ୍ତା ୨୫ ତାରିଖ ଚାଲିବ ଅଧିବେଶନ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି । ଆଜି ପ୍ରଥମ ଦିନରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ…

ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା

ରାଜଧାନୀରେ ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା । ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଗଣନା ଆରମ୍ଭ ହୋଇଛି । ଭୋର୍ ୫ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଚାଲିଥିଲା ଗଣନା କାର୍ଯ୍ୟ । ୬୭ଟି ୱାର୍ଡରେ ଗଣନା କରାଯାଇଛି ।…