Day: 19 September 2025

ଶ୍ରୀମୟୀଙ୍କ ସପକ୍ଷରେ ଦେବାଶିଷ

ଦିନକୁ ଦିନ ବଢ଼ିବାରେ ଲାଗିଛି ବିଜେଡି କଳି। ବିଜେଡ଼ି ନେତ୍ରୀ ଶ୍ରୀମୟୀଙ୍କୁ ଦଳରେ ଅଣଦେଖାକୁ ନେଇ ପରୋକ୍ଷରେ ମୁହଁ ଖୋଲୁଥିବା ବେଳେ ଆଜି ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ବାହାରିଛନ୍ତି ଦେବାଶିଷ ସାମନ୍ତରାୟ । ଶ୍ରୀମୟୀ ଯେଉଁ ସବୁ କଥା କହିଛନ୍ତି ସେଥିରେ…

ରାଜ୍ୟରେ ସାର ସଙ୍କଟ ନେଇ ବିରୋଧୀଙ୍କ ହୋହଲ୍ଲା; ଅପରାହ୍ନ ୪ଟା ଯାଏ ମୁଲତବୀ

ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ଅଚଳ ହୋଇଯାଇଛି । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହୋହଲ୍ଲା । ସାର ସମସ୍ୟା ନେଇ ବିରୋଧୀଙ୍କ ହୋହ୍ଲାଲା ଏବଂ ନାରାବାଜୀରେ ଗୃହ କାର୍ଯ୍ୟ ମାତ୍ର ୪ ମିନିଟ୍ ଚାଲି ପାରିଛି । ଅପରାହ୍ନ…

ରେଡ୍ ଫ୍ଲାଗ୍ ହେଲା ଶୁଭମିତ୍ରା ମର୍ଡର କେସ୍

ରେଡ୍ ଫ୍ଲାଗ୍ ହେଲା ବହୁ ଚର୍ଚ୍ଚିତ ଲେଡି କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟାକାଣ୍ଡ । ଅଭିଯୁକ୍ତଙ୍କ ପ୍ରଥମ ସ୍ତ୍ରୀର ମୃତ୍ୟୁ ଓ ଶୁଭମିତ୍ରା ମର୍ଡର କେସ୍ ହେଲା ରେଡ୍ ଫ୍ଲାଗ୍। କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ । କମିଶନରେଟ୍…

ଭିଜିଲାନ୍ସ ଜାଲରେ କାଶୀପୁର ରେଞ୍ଜର୍

ଭିଜିଲାନ୍ସ ଜାଲରେ କାଶୀପୁର ରେଞ୍ଜର୍ ଅନ୍ତର୍ଯ୍ୟାମୀ ସାହୁ ।ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି । ଆୟର୍ବହିଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ସରକାରୀ ବାସଭବନ ଓ ଅଫିସ୍ ସମେତ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।…