Day: 22 September 2025

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ । ଏ ନେଇ ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନ ୨୦୨୪ ଜୁନ ମାସରୁ ଏଯାବତ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଆୟବର୍ହିଭୁତ ସମ୍ପତ୍ତି ଠୁଳ…

ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର; ୧୦ଟାରୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ।ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ଏଥିପାଇଁ କାଲି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା…

ଆଜି ମଧ୍ୟ ଚାଲିପାରିଲାନି ଗୃହ; ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି

ସପ୍ତଦଶ ବିଧାନସଭାର ମୌସୁମୀ ଅଧିବେଶନ ଜାରି ରହିଛି । ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା । ନାରାବାଜି -ପ୍ଲାକାର୍ଡ, ପୋଷ୍ଟର…

ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା: ଦାରା ସିଂହଙ୍କୁ ଜେଲରୁ ମୁକ୍ତ କରିବା ନିଷ୍ପତ୍ତିକୁ ପୁଣି ସ୍ଥଗିତ ରଖିଲା ଓଡ଼ିଶା

ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟିୱାର୍ଟ ଷ୍ଟେନ୍ସ ଏବଂ ତାଙ୍କର ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଗତ ୨୪ ବର୍ଷ ଧରି ଜେଲରେ ଥିବା ରବୀନ୍ଦ୍ର କୁମାର ପାଲ ଓରଫ ଦାରା ସିଂହ । ତାଙ୍କୁ ଜେଲରୁ…

ଦେଶରେ ଆଜିଠୁ ନୂଆ ଜିଏସ୍‌ଟି ସଂସ୍କାର ଆରମ୍ଭ

ଦେଶରେ ଆଜିଠୁ ନୂଆ ଜିଏସ୍‌ଟି ସଂସ୍କାର ଆରମ୍ଭ । ନବରାତ୍ରିର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭେଟି । ସୋମବାରଠାରୁ ୨୯୫ଟି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଶସ୍ତା ହୋଇଛି। ଏଣିକି କେବଳ ୫ ପ୍ରତିଶତ ଓ ୧୮ ପ୍ରତିଶତ ଟିକସ ବ୍ୟବସ୍ଥା…