ତାଜା ଖବର ରାଜ୍ୟ ୮୫ କୋଟି ଟଙ୍କାରେ ରାଇରଙ୍ଗପୁର ଠାରେ ହେବ ନୂତନ ଆୟୁର୍ବେଦିକ କଲେଜ: ମୁଖ୍ୟମନ୍ତ୍ରୀ September 23, 2025 Papirani ଆଜି ସ୍ଥାନୀୟ ଜୟଦେବ ଭବନ ଠାରେ ରାଜ୍ୟ ସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ ପାଳନରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ ୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ,…
ତାଜା ଖବର ରାଜ୍ୟ ମେଟ୍ରୋ ରେଳ ପ୍ରକଳ୍ପକୁ କରାଯାଇନାହିଁ ରଦ୍ଦ: କୃଷ୍ଣଚନ୍ଦ୍ର ମହାପାତ୍ର September 23, 2025 Papirani କଟକ-ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପକୁ ରଦ୍ଦ କରାଯାଇନାହିଁ । ଆଜି ଏ ନେଇ ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ।ମେଟ୍ରୋ ରେଳ ପ୍ରକଳ୍ପ…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭା ସମ୍ମୁଖରେ ଜୋରଦାର୍ ବିକ୍ଷୋଭ; ବ୍ୟାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ September 23, 2025 Papirani ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ବିଜେଡିର ପ୍ରତିବାଦ। ଗାନ୍ଧୀ ମାର୍ଗରେ ଗର୍ଜିଛନ୍ତି ଶହ ଶହ ସଂଖ୍ୟାରେ କର୍ମୀ । ବହୁ ସରପଞ୍ଚ, ବ୍ଲକ ଅଧ୍ୟକ୍ଷ, ୱାର୍ଡମେମ୍ବରଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ନେତା ସାମିଲ ହୋଇଛନ୍ତି । ପ୍ରତାପ ଜେନା,…
ତାଜା ଖବର ରାଜ୍ୟ ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କ ପରଲୋକ September 23, 2025 Papirani ବିଶିଷ୍ଟ କ୍ରୀଡ଼ାବିତ ତଥା ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କ ପରଲୋକ । ବ୍ରହ୍ମପୁର ସୋମନାଥ ନଗରସ୍ଥିତ ବାସଭବନେ ସୋମବାର ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।…
ତାଜା ଖବର ରାଜ୍ୟ ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ; ୪ଟା ଯାଏଁ ଗୃହମୁଲତବି September 23, 2025 Papirani ଆଜି ମୌସୁମୀ ଅଧିବେଶନରେ ପଞ୍ଚମ ଦିନ । ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ନାରାବାଜି । ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ପ୍ରତିବାଦ । ବିଜେଡି ଗୃହ ଚଳାଇ…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ September 23, 2025 Papirani ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ।ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ବନ୍ଦ ହେଲା ମହାପ୍ରଭୁଙ୍କ ଦର୍ଶନ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିର ଭିତରକୁ ଗଲେ ପ୍ରାଧୀକୃତ ସଦସ୍ୟ । ଜଷ୍ଟିସ ବିଶ୍ବନାଥ ରଥ, ମୁଖ୍ୟ ପ୍ରଶାସକଙ୍କ…