Day: 24 September 2025

ପାତ୍ରପଡ଼ା ହିଟ୍ ଆଣ୍ତ୍ ରନ୍ ଘଟଣା: ଗିରଫ ହେଲେ ଅଭିଯୁକ୍ତ ଥାର୍ ମାଲିକ

ଭୁବନେଶ୍ୱର ପାତ୍ରପଡ଼ା ହିଟ୍ ଆଣ୍ଡ ରନ୍ ମାମଲାରେ ଧରାପଡ଼ିଲା ଥାର୍ ମାଲିକ। ପୁରୀରୁ ଗିରଫ ହେଲେ ଦୁର୍ଘଟଣା ଘଟାଇଥିବା ଅଭିଯୁକ୍ତ ଥାର୍ ମାଲିକ ସୋମନାଥ ବେହେରା । ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର । ସ୍କର୍ପିଓ ଓ ଥାର୍…

ପୂଜା ପାଇଁ କର୍ମଚାରୀଙ୍କୁ ମିଳିବ ଆଗୁଆ ଦରମା

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ, ରାଜ୍ୟର…

ଯଦି ସଦସ୍ୟଙ୍କ ନମ୍ୱର ନାହିଁ, ତେବେ ନିର୍ବାଚନ ନିୟମାନୁମୋଦିତ ନୁହେଁ: ଶ୍ରୀମୟୀ ମିଶ୍ର

ଦଳରୁ ବାହାରିବା ପରେ ଶ୍ରୀମୟୀ ମିଶ୍ର ଗୋଟିଏ ପରେ ଗୋଟିଏ ପ୍ରହାର କରୁଛନ୍ତି । ବିଜେଡ଼ିରୁ ନିଲମ୍ବନ ପରେ ପୁଣି ବର୍ଷିଛନ୍ତି ଶ୍ରୀମୟୀ ମିଶ୍ର। ସୋସିଆଲ୍ ମିଡ଼ିଆ ପୋଷ୍ଟରେ ଲେଖିଲେ ଗଣତନ୍ତ୍ରର ଅପମାନ । ନିର୍ବାଚନ ପ୍ରକ୍ରିୟା ଏକ ଅଗଣନ୍ତ୍ରାତିକ ପ୍ରକ୍ରିୟା…

ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ;  ସାଢେ ୧୧ଟା ଯାଏଁ ଗୃହ ମୁଲତବି

ବିଧାନସଭା ମୌସୁମୀ ଅଧିବେଶନର ଷଷ୍ଠ ଦିନରେ ହଟ୍ଟଗୋଳ । ଗୃହ ଆରମ୍ଭରୁ ଭିତରେ କଂଗ୍ରେସ ବିଧାୟକମାନଙ୍କ ହୋହଲ୍ଲା ଦେଖିବାକୁ ମିଳିଛି । କୃଷି ବିଭାଗର ପ୍ରଶ୍ନୋତ୍ତର ଚାଲିଥିବା ବେଳେ ହୋହଲ୍ଲା କରିଥିଲା କଂଗ୍ରେସ । ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ନେଇ…

୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।…

୨୮ ଯାଏଁ କୋରାପୁଟ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

କୋରାପୁଟ ଜିଲ୍ଲାରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଛୁଟି ବାତିଲ୍‌ କରିଛନ୍ତି ଜିଲ୍ଲାପାଳ। ଏହା ସହ ହେଡ୍‌ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାର…