Day: 26 September 2025

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଝାରସୁଗୁଡ଼ାରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଓ ପୋଲିସ୍ ଡିଜି

ଆସନ୍ତାକାଲି ଝାରସୁଗୁଡ଼ା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେବେ । ଓଡ଼ିଶାକୁ ଭେଟି ଦେବେ ୧୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର କଡ଼ା ଯାଞ୍ଚ…

ଆଦିବାସୀ ମହିଳାଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ

ମୟୂରଭଞ୍ଜ ଜିଲ୍ଲା ଯଶିପୁର ଅବକାରୀ ଥାନାରେ ମହିଳାଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ । ମାହାର୍ଦ୍ଦାପଳସା ଗାଁ ଢିପାସାହିର ଆଦିବାସୀ ମହିଳାଙ୍କୁ ଯଶିପୁର ଅବକାରୀ ଥାନା ଅଧିକାରିଣୀ ନିସ୍ତୁକ ମାଡ ମାରିଥିବା ଅଭିଯୋଗ । ପୂର୍ବରୁ ଜବତ ମଦ ସହ ଫଟୋ ଉଠାଇ…

ମୁଣ୍ଡଳି ପହଞ୍ଚିଲା ହୀରାକୁଦ ପାଣି

ମହାନଦୀ ଦେଇ ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟା ଜଳ । ସକାଳ ୭ଟା ସୁଦ୍ଧା ୫ ଲକ୍ଷ ୩୦ ହଜାର ୬୨୯ କ୍ୟୁସେକ୍ ଜଳ ପ୍ରବାହିତ ହୋଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ୨୦ଟି ଗେଟ୍ ଖୋଲାଯାଇଛି ।…