Day: 27 September 2025

ଅଭିନେତା ବିଜୟଙ୍କ ରାଲିରେ ଅଘଟଣ, ଦଳାଚକଟାରେ ୩୦ ରୁ ଅଧିକ ମୃତ୍ୟୁ ଆଶଙ୍କା

ତାମିଲନାଡୁର କରୁରରେ ଅଭିନେତା ଏବଂ ଟିଭିକେ ମୁଖ୍ୟ ବିଜୟଙ୍କ ନିର୍ବାଚନ ରାଲିରେ ଦଳାଚକଟା ଯୋଗୁଁ ୩୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ‘ତାମିଝାଗା ଭେଟ୍ରି କାଝଗମ୍’ (TVK) ମୁଖ୍ୟ…

ପାର୍ବଣକୁ ଫିକା କରିପାରେ ବର୍ଷା; ଆସନ୍ତା ୧ ରେ ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି…

ବ୍ରହ୍ମପୁର-ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶାର ଗଞ୍ଜାମ ଜିଲ୍ଲା, ବ୍ରହ୍ମପୁରରୁ ଗୁଜରାଟର ସୁରଟ (ଉଧନା) ସହିତ ସଂଯୋଗ କରୁଥିବା ‘ଅମୃତ ଭାରତ ଏକ୍ସପ୍ରେସ’କୁ ଝାରସୁଗୁଡ଼ାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ପଲାସା, ବିଜୟନଗରମ୍,…

ରାଜ୍ୟରେ କୌଣସି ସ୍ଥାନରେ ବନ୍ୟା ସ୍ଥିତି ନାହିଁ: ଜଳ ସମ୍ପଦ ବିଭାଗ

ରାଜ୍ୟରେ କୌଣସି ସ୍ଥାନରେ ବନ୍ୟା ସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀଙ୍କ ସୂଚନା ଦେଇଛନ୍ତି । ପାଣିପାଗ ବିଭାଗର ଆକଳନ ଅନୁସାରେ ବର୍ଷାର ପ୍ରକୋପ ଧୀରେ ଧୀରେ କମିବ ବୋଲି ସେ କହିଛନ୍ତି ।…

ମୋଦିଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱାଗତ ଭାଷଣ

ଝାରସୁଗୁଡାସ୍ଥିତ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ରଙ୍କୁ ସ୍ୱାଗତ ଜଣାଇ ମା’ ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ପକ୍ଷରୁ, ଝାରସୁଗୁଡ଼ାର…

ଝାରସୁଗୁଡ଼ାରେ ୬୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସି ଝାରସୁଗୁଡାର ଅମିଲିପାଲିଠାରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେଇ ୬୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏକ ଐତିହାସିକ ସଫଳତା…

ଝାରସୁଗୁଡ଼ା ଅମଲିପାଲିରେ ଯୁବ ସମାବେଶରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ଶୋରେ ଯାଇ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାସ୍ତାରେ ଶହ ଶହ ଲୋକେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ ସ୍ୱାଗତ…

ଆଜି ସ୍ୱତନ୍ତ୍ର ଓଟିଇଟି; ୭୫ ହଜାରରୁ ଅଧିକ ଶିକ୍ଷକ-ଶିକ୍ଷୟିତ୍ରୀ ଦେଉଛନ୍ତି ପରୀକ୍ଷା

ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ ବ୍ୟବସ୍ଥା ଚୂଡ଼ାନ୍ତ କରିଛି । ପରୀକ୍ଷା ପାଇଁ ଶିକ୍ଷକ ଶୂନ୍ୟ ବିଦ୍ୟାଳୟ ପାଇଁ ବିଭାଗ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ…