Day: 29 September 2025

ଅପରେସନ ‘ଅଗ୍ନି’: ୨ ସପ୍ତାହ ମଧ୍ୟରେ ୮ କୋଟି ଟଙ୍କାର ବାଣ ଜବତ

ପର୍ବପର୍ବାଣି ବିଶେଷ କରି ଦଶହରା ଓ ଦୀପାବଳିକୁ ଦୃଷ୍ଟିରେ ରଖି ଓଡିଶା ପୋଲିସ ‘ଅପରେସନ ଅଗ୍ନି’ ଆଧାରରେ ବେଆଇନ ବାଣ ବିକ୍ରେତାଙ୍କ ଉପରେ ଚଢ଼ାଉ ଜାରି ରଖିଛି । “ଅଗ୍ନି” ଅଭିଯାନ ଫଳରେ ରାଜ୍ୟରେ ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟରେ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ୨ ଆଇଏସ ଅଧିକାରୀ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଦୁଇ ଆଇଏଏସ୍ ଅଧିକାରୀ ସମର୍ଥ ବର୍ମା ଏବଂ ସ୍ଵାଧା ଦେବ ସିଂ । ୨୦୧୧ ବ୍ୟାଚ ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ସମର୍ଥ ବର୍ମାଙ୍କୁ ସିପିଂ ଓ ଜଳପଥ ନିର୍ଦ୍ଦେଶକ ଭାବେ ଭାବରେ ନିଯୁକ୍ତି ଦିଆଯାଇଛି ।…

ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା; ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଏବଂ ଅକ୍ଟୋବର ୧ ତାରିଖରେ ଏହା ଏକ ଲଘୁଚାପ…

୫ଟି ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ

କ୍ୟାବିନେଟ୍ ବୈଠକ ପରେ ପୂର୍ବ ସରକାରକୁ ଟାର୍ଗେଟ୍‌ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ ପୂର୍ବ ସରକାରକୁ ଟାର୍ଗେଟ୍‌ କରି କହିଛନ୍ତି ପୂର୍ବ ସରକାରରେ ଭୁଶୁଡ଼ି ଥିଲା ପ୍ରାଥମିକ ଶିକ୍ଷା ବ୍ୟବସ୍ଥା । ୫ଟି ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ…

ଦୁର୍ଗା ପୂଜା ପାଇଁ ଟ୍ରାଫିକ୍‌ କଟକଣା; ଦିନ ୨ଟା ପରେ NHରେ ଭାରିଯାନ ମନା

ଦୁର୍ଗା ପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା । ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଏହି କଟକଣା ଅନୁଯାୟୀ ଦିନ ୨ଟା ପରେ NHରେ ଭାରିଯାନ ମନା । ପ୍ରମୁଖ ରାସ୍ତାଗୁଡିକରେ…

ଆରବିଆଇର ଡେପୁଟି ଗଭର୍ଣ୍ଣର ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଥିବା ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନିଜ ସୋସିଆଲ ମିଡ଼ିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇ କହିଛନ୍ତି, ‘ଜଣେ ସୁଯୋଗ୍ୟ ଓଡ଼ିଆ…

ଦୁର୍ଗା ପୂଜା ପାଇଁ ସୁରକ୍ଷା କଡ଼ାକଡ଼ି; ଟ୍ୱିନସିଟିରେ ୬୧ପ୍ଲାଟୁନ୍ ଫୋର୍ସ ମୁତୟନ

ପୂଜା ପାଇଁ ସଜାଗ ହେଲା କମିଶନରେଟ ପୋଲିସ। ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଏ ନେଇ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୋଲିସ୍ କମିଶନର । ପୋଲିସ୍ କମିଶନର କହିଛନ୍ତି ଏଥର ଟ୍ୱିନସିଟିରେ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଆଜି ରାଜ୍ୟ କ୍ୟାବିନେଟର ୨୭ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । କ୍ୟାବିନେଟ ବୈଠକରେ ମୋଟ ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ…

ବଦଳିଲା ନିଷ୍ପତ୍ତି; ଉପର ପଡ଼ିଆରେ ବି ହେବ ବାଲିଯାତ୍ରା

ଉପର ପଡ଼ିଆରେ ବି ହେବ ବାଲିଯାତ୍ରା । ଲୋକପ୍ରତିନିଧିଙ୍କୁ ନେଇ ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ଏ ନେଇ ନିଆଗଲା ନିଷ୍ପତ୍ତି। ବୈଠକ ପରେ ଜିଲ୍ଲାପାଳ କହିଛନ୍ତି ଉଭୟ ପଡ଼ିଆରେ ହେବ ବାଲିଯାତ୍ରା । ଏନେଇ କୋର୍ଟଙ୍କୁ ସତ୍ୟପାଠ ଦିଆଯିବ…

ବାଲଡ଼ା ନାଗେଶ୍ୱରୀ ପାହାଡର ସୁରକ୍ଷା ପାଇଁ ୟୂଟ୍ୟୁବର ଓ ବିଭିନ୍ନ ପାହାଡ ସୁରକ୍ଷା ସମିତିର ମେଳି

ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳୀ ଭାବେ ପରିଚିତ କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ବାଲଡ଼ା ମା ନାଗେଶ୍ୱରୀ ପାହାଡ଼ର ସୁରକ୍ଷା ପାଇଁ ଅବିଭକ୍ତ କୋରାପୁଟ ଜିଲ୍ଲାର ୟୁଟ୍ୟୁବର ମାନଙ୍କ ସହ ଗ୍ରାମବାସୀ ମେଳି ହୋଇ ବୈଠକ ଆୟୋଜନ କରିଥିଲେ ।…