Month: September 2025

ଓଡ଼ିଶା ପୋଲିସର ସବ୍‌ ଇନ୍ସପେକ୍ଟର ପରୀକ୍ଷାରେ ଜାଲିଆତି; ଧରାପଡ଼ିଲେ ୧୨୦ ଜଣ ପରୀକ୍ଷାର୍ଥୀ

ଓଡ଼ିଶା ପୋଲିସ ଏସ୍ଆଇ ପଦବୀର ବଡ଼ ଜାଲିଆତି ଏବେ ସମ୍ନାକୁ ଆସିଛି। ବ୍ରହ୍ମପୁର ପୋଲିସ ଦ୍ବାରା ଶତାଧିକ ଏସ୍ଆଇ ପରୀକ୍ଷାର୍ଥୀ ଅଟକ ସୂଚନା । ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମରେ ପୋଲିସ ଧରିଥିବା ସୂଚନା । ଏସ୍ଆଇ ପରୀକ୍ଷା ଜାଲିଆତି ପାଇଁ ହାଇଦ୍ରାବାଦ…

ୱେଟ୍ ଆଣ୍ଡ ୱାଚ୍ ପଲିସିକୁ ଆପଣାଇପାରେ ଆରବିଆଇ

ଆରବିଆଇ ଦେବ କି ବଡ଼ ଉପହାର ? ଜିଏସଟି ସଂସ୍କାର ପରେ ଗତ ୨୨ତାରିଖରୁ ପାଳନ ହେଉଛି ଦେଶରେ ସଂଚୟ ଉତ୍ସବ। ଏବେ କେବଳ ଜିଏସଟିର ଦୁଇଟି ସ୍ଲାବ୍ ରହିଛି । ଅନେକ ଖାଦ୍ୟ ପାନୀୟ, ନିତ୍ୟ ବ୍ୟବହୃତ ସାମଗ୍ରୀ, କାର୍,…

ଦିଲ୍ଲୀ ବିଜେପିର ପ୍ରଥମ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ମାଲହୋତ୍ରାଙ୍କ ଦେହାନ୍ତ

ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଏବଂ ଦିଲ୍ଲୀ ବିଜେପିର ପ୍ରଥମ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ମାଲହୋତ୍ରାଙ୍କ ମଙ୍ଗଳବାର ଦିନ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ଧରି ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିଲେ, ଯେଉଁଠାରେ ସେ ଆଜି…

ଅପରେସନ ‘ଅଗ୍ନି’: ୨ ସପ୍ତାହ ମଧ୍ୟରେ ୮ କୋଟି ଟଙ୍କାର ବାଣ ଜବତ

ପର୍ବପର୍ବାଣି ବିଶେଷ କରି ଦଶହରା ଓ ଦୀପାବଳିକୁ ଦୃଷ୍ଟିରେ ରଖି ଓଡିଶା ପୋଲିସ ‘ଅପରେସନ ଅଗ୍ନି’ ଆଧାରରେ ବେଆଇନ ବାଣ ବିକ୍ରେତାଙ୍କ ଉପରେ ଚଢ଼ାଉ ଜାରି ରଖିଛି । “ଅଗ୍ନି” ଅଭିଯାନ ଫଳରେ ରାଜ୍ୟରେ ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟରେ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ୨ ଆଇଏସ ଅଧିକାରୀ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଦୁଇ ଆଇଏଏସ୍ ଅଧିକାରୀ ସମର୍ଥ ବର୍ମା ଏବଂ ସ୍ଵାଧା ଦେବ ସିଂ । ୨୦୧୧ ବ୍ୟାଚ ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ସମର୍ଥ ବର୍ମାଙ୍କୁ ସିପିଂ ଓ ଜଳପଥ ନିର୍ଦ୍ଦେଶକ ଭାବେ ଭାବରେ ନିଯୁକ୍ତି ଦିଆଯାଇଛି ।…

ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା; ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଏବଂ ଅକ୍ଟୋବର ୧ ତାରିଖରେ ଏହା ଏକ ଲଘୁଚାପ…

୫ଟି ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ

କ୍ୟାବିନେଟ୍ ବୈଠକ ପରେ ପୂର୍ବ ସରକାରକୁ ଟାର୍ଗେଟ୍‌ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ ପୂର୍ବ ସରକାରକୁ ଟାର୍ଗେଟ୍‌ କରି କହିଛନ୍ତି ପୂର୍ବ ସରକାରରେ ଭୁଶୁଡ଼ି ଥିଲା ପ୍ରାଥମିକ ଶିକ୍ଷା ବ୍ୟବସ୍ଥା । ୫ଟି ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ…

ଦୁର୍ଗା ପୂଜା ପାଇଁ ଟ୍ରାଫିକ୍‌ କଟକଣା; ଦିନ ୨ଟା ପରେ NHରେ ଭାରିଯାନ ମନା

ଦୁର୍ଗା ପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା । ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଏହି କଟକଣା ଅନୁଯାୟୀ ଦିନ ୨ଟା ପରେ NHରେ ଭାରିଯାନ ମନା । ପ୍ରମୁଖ ରାସ୍ତାଗୁଡିକରେ…

ଆରବିଆଇର ଡେପୁଟି ଗଭର୍ଣ୍ଣର ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଥିବା ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନିଜ ସୋସିଆଲ ମିଡ଼ିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇ କହିଛନ୍ତି, ‘ଜଣେ ସୁଯୋଗ୍ୟ ଓଡ଼ିଆ…

ଦୁର୍ଗା ପୂଜା ପାଇଁ ସୁରକ୍ଷା କଡ଼ାକଡ଼ି; ଟ୍ୱିନସିଟିରେ ୬୧ପ୍ଲାଟୁନ୍ ଫୋର୍ସ ମୁତୟନ

ପୂଜା ପାଇଁ ସଜାଗ ହେଲା କମିଶନରେଟ ପୋଲିସ। ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଏ ନେଇ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୋଲିସ୍ କମିଶନର । ପୋଲିସ୍ କମିଶନର କହିଛନ୍ତି ଏଥର ଟ୍ୱିନସିଟିରେ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ…