Month: September 2025

ସାର ନିଅଣ୍ଟ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ସାର ଅଭାବକୁ ନେଇ ରାଜ୍ୟର କୃଷକ ସମାଜ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ପର୍ୟ୍ୟାପ୍ତ ପରିମାଣରେ ସାର ମହଜୁଦ ରହିଛି ବୋଲି ରାଜ୍ୟ ସରକାର…

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ । ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଚିତ୍ତରଞ୍ଜନ ରାଉତ । ଶ୍ରମ କାର୍ଡ କରାଇଦେବା ପାଇଁ ନୟାଗଡ଼ ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ୨୦୧୯ ବର୍ଷର ଓଏଏସ ଟପ୍ପର ଅଶ୍ବିନୀ ପଣ୍ଡା

ଭିଜିଲାନ୍ସ ଜାଲରେ ୨୦୧୯ ବର୍ଷର ଓଏଏସ ଟପ୍ପର ଅଶ୍ବିନୀ ପଣ୍ଡା । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାମରା ତହସିଲଦାର ଅଶ୍ବିନୀ ପଣ୍ଡା । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ତହସିଲଦାର । ତହସିଲଦାର ଅଶ୍ୱିନୀ…

ଆଇଏଏସ୍ ସ୍ତରରେ ଅଦଳବଦଳ

ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ନିଯୁକ୍ତି ମିଳିଥିବା ବେଳେ ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ବିଜୟ…

ଦିଲ୍ଲୀ ହାଇକୋର୍ଟକୁ ବୋମା ଧମକ

ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆଜି ଦିଲ୍ଲୀ ହାଇକୋର୍ଟକୁ ଏକ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି ଦିଆଯାଇଛି । ବୋମାରେ ଉଡ଼ାଇ ଦେବାକୁ ମେଲ୍ ଯୋଗେ ଦୁର୍ବୃତ୍ତର ଧମକ ଦେଇଛନ୍ତି । ୩ଟି କୋର୍ଟରୁମ୍‌ରେ ୩ଟି…

ଭୁବନେଶ୍ବରରେ କାର୍ଯ୍ୟରତ ମହିଳା ଟ୍ରାଫିକ୍ କନଷ୍ଟେବଲ ନିଖୋଜ

ଭୁବନେଶ୍ବରରେ କାର୍ଯ୍ୟରତ ମହିଳା ଟ୍ରାଫିକ୍ କନଷ୍ଟେବଲ ନିଖୋଜ। ମହିଳା ଟ୍ରାଫିକ କନଷ୍ଟେବଳ ହେଲେ ଶୁଭମିତ୍ରା ସାହୁ । ସୂର୍ଯ୍ୟନଗରରୁ ନିଖୋଜ ହେବା ନେଇ କ୍ୟାପିଟାଲ ଥାନାରେ ଏତଲା । ୬ ତାରିଖରୁ ନିଖୋଜ ହୋଇଥିଲେ ବି ଆଜି ପର୍ଯ୍ୟନ୍ତ ତାଙ୍କର ପତ୍ତା…

ବଦଳିଲା କଟକ ବାଲିଯାତ୍ରା ନାଁ

ଏଥର କଟକ ବାଲିଯାତ୍ରାର ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ । ବାଲିଯାତ୍ରା ନାଁ ପରିବର୍ତ୍ତନକୁ ନେଇ ଜିଲ୍ଲାପାଳଙ୍କ ସୂଚନା । ଆସନ୍ତା ନଭେମ୍ବର ୫ରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏହି ଦିନଠାରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଐତିହାସିକ…

ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା

ଆଜି ଦଳର ବରିଷ୍ଠ ନେତା ଇସ୍ତଫା ଦେବା ପରେ ପ୍ରଫୁଲ୍ଲ ସାମଲଙ୍କୁ ନିଲମ୍ୱନ କରାଯାଇଛି । ଏହା ପରେ ବିଜେଡି ପାଇଁ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଚି । ରାୟଗଡ଼ା ଜିଲ୍ଲାରେ ବିଜେଡ଼ିରେ ବଡ଼ ବିପର୍ଯ୍ୟୟ ହେବାକୁ ଯାଉଛି…

ଇସ୍ତଫା ଦେବା ପରେ ଦଳରୁ ନିଲମ୍ୱନ ହେଲେ ପ୍ରଫୁଲ୍ଲ କୁମାର ମଲ୍ଲିକ

ବିଜେଡିରୁ ବିଦା ହେଲେ ବରିଷ୍ଠ ନେତା ପ୍ରଫୁଲ୍ଲ କୁମାର ମଲ୍ଲିକ । ଇସ୍ତଫା ଦେବା ପରେ ଦଳରୁ ନିଲମ୍ୱନ ହେଲେ ବରିଷ୍ଠ ନେତା ପ୍ରଫୁଲ୍ଲ କୁମାର ମଲ୍ଲିକ । ଦଳ ବିରୋଧୀ କାର୍ଯ୍ୟପାଇଁ ଉପସଭାପତି ପ୍ରତାପ ଜେନା ପ୍ରଫୁଲ୍ଲଙ୍କୁ ଶୁକ୍ରବାର ନିଲମ୍ବିତ…

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍

ଶପଥ ନେଲେ ସିପିରାଧାକ୍ରିଷ୍ଣନ୍। ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍। ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଲେ ରାଷ୍ଟ୍ରପତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…