Month: September 2025

ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି

ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ପୂର୍ବତନ ନେପାଳ ସୁପ୍ରିମକୋର୍ଟ ବିଚାରପତି ସୁଶୀଳା କାର୍କି । ନେପାଳରେ ଚାଲିଥିବା ପ୍ରତିବାଦ ମଧ୍ୟରେ, ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ ସେ ନେଇ ବୈଠକ ବସିବା ପରେ ସୁଶୀଳାଙ୍କ ନାଁରେ ଲାଗିଥିଲା ମୋହର ।…

ଓଡିଶାକୁ ସମୃଦ୍ଧ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ସଂକଳ୍ପ ନେଇଛୁ, କରି ଦେଖାଇବୁ: ମନମୋହନ ସାମଲ

ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ପୁନଃ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି । ନିର୍ବାଚନ ପ୍ରତିଶୃତିକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଓଡିଶାକୁ ସମୃଦ୍ଧ ରାଜ୍ୟ ଭାବେ ଗଢି ତୋଳିବା ପାଇଁ…

ରାୟଗଡ଼ା ସିଜିମାଳି ବକ୍ସାଇଟ୍‌ ମାଇନ୍ସ ପ୍ରୋଜେକ୍ଟ ନେଇ କମିଟି ଗଠନ

ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ଅନ୍ତର୍ଗତ ସିଜିମାଳି ବକ୍ସାଇଟ୍‌ ମାଇନ୍ସ ପ୍ରୋଜେକ୍ଟ ନେଇ କମିଟି ଗଠନ ହୋଇଛି । ବେଦାନ୍ତ ଲିମିଟେଡ୍‌ର ଏହି ପ୍ରୋଜେକ୍ଟ ପାଇଁ ପୁନର୍ବାସ ଓ ପୁନଃସ୍ଥାପନ କମିଟି ଗଠନ ହୋଇଛି । ନ୍ୟାର୍ଯ୍ୟ କ୍ଷତିପୂରଣ ପ୍ରଦାନ ଓ…

ବଞ୍ଚିତ ହେବେନି ଯୋଗ୍ୟ ହିତାଧିକାରୀ; ଡୋର-ଟୁ-ଡୋର କରାଯିବ ସର୍ଭେ

‘ସୁଭଦ୍ରା’ ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ସେ କହିଛନ୍ତି ବଞ୍ଚିତ ହେବେନି ଯୋଗ୍ୟ ହିତାଧିକାରୀ । ତୃତୀୟ ପର୍ଯ୍ୟାୟରୁ ବଞ୍ଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ହେବ ଡୋର-ଟୁ-ଡୋର ସର୍ଭେ କରାଯିବ । ଅନେକ…

ଫ୍ରାନ୍ସରେ ବିକ୍ଷୋଭ: ୨୦୦ ଗିରଫ

ଫ୍ରାନ୍ସରେ ରାସ୍ତାକୁ ଓହ୍ଲାଇଲେ ଆନ୍ଦୋଳନକାରୀ । ପ୍ରଧାନମନ୍ତ୍ରୀ ବଦଳିବାକୁ ବିରୋଧ କରି ରାଜରାସ୍ତାରେ ପ୍ରତିବାଦ କରି ୨୦୦ ଗିରଫ । ରାଷ୍ଟ୍ରପତି ଏମାନୁଏଲ ମାକ୍ରନଙ୍କ ନିଷ୍ପତ୍ତି ବିରୋଧରେ ବିକ୍ଷୋଭ ପ୍ରଦର୍ଶନ । ଫ୍ରାନ୍ସ ସରକାରଙ୍କ ଭ୍ରଷ୍ଟାଚାର ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି ଫ୍ରାନ୍ସର…

ରାଜଧାନୀ କଲେଜରେ ଛାତ୍ର ଓ ଅଣଛାତ୍ର ମୁହାଁମୁହିଁ; ୨ ଛାତ୍ର ଆହତ

ରାଜଧାନୀ କଲେଜରେ ତୁମୁଳକାଣ୍ଡ। କଲେଜ ଭିତରେ ମୁହାଁମୁହିଁ ହୋଇଛନ୍ତି ଦୁଇ ଛାତ୍ର ଗୋଷ୍ଠୀ। କ୍ୟାମ୍ପସ୍‌ ଭିତରେ ପଶି ଅଣଛାତ୍ର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଗଣ୍ଡଗୋଳରେ ୨ ଛାତ୍ର ଆହତ ହୋଇଥିବା ଜଣାପଡିଛି । ଏକ ନିର୍ଦ୍ଧିଷ୍ଟ ଦଳ…

ଚଳିତ ମାସରେ ଆସିବ ନୂଆ ଅବକାରୀ ନୀତି

ଦଶହରା ପୂର୍ବରୁ ନୂଆ ଅବକାରୀ ନୀତି ଆଣିବେ ରାଜ୍ୟ ସରକାର । ଏନେଇ ସୂଚନା ଆଜି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଦିନେ କି ଦୁଇ ଦିନ ଭିତରେ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ…

ଗଠନ ହେବ ନୂଆ ବିଜେଡି; ସଂକେତ ଦେଲେ ଅମର ଶତପଥୀ

ନୂଆ ବିଜେଡି ଗଠନର ସଂକେତ ଦେଇଛନ୍ତି ବରିଷ୍ଠ ନେତା ଅମର ଶତପଥୀ । ସେ କହିଛନ୍ତି ବିଜେଡି ଲୋକ ହିଁ ଗଠନ କରିବେ ନୂଆ ବିଜେଡି । ଲୋକ ଓ କର୍ମୀଙ୍କ ଠାରୁ ଦୂରେଇ ଯାଉଛି ବର୍ତ୍ତମାନର ବିଜେଡି । ନିର୍ଦ୍ଦିଷ୍ଟ…

ଆଜି ସରୁଛି ନୋଟିସ୍‌ର ଡେଡ୍‌ଲାଇନ; କାଲି ବାଣୀବିହାର କ୍ବାର୍ଟର୍ସରୁ ବାହାରିବେ ଜବରଦଖଲକାରୀ

ବାଣୀବିହାର କ୍ୟାମ୍ପସ୍‌ରେ ବେଆଇନ ଭାବେ ରହୁଥିଲେ କାଲି ବିଦା ହେବେ । ଯେଉଁମାନେ ବେଆଇନ ଭାବେ କ୍ବାର୍ଟର୍ସ ମାଡ଼ି ବସିଛନ୍ତି ସେମାନେ କାଲି ବିଦା ହେବେ । ଆଜି ସରୁଛି ନୋଟିସ୍‌ର ଡେଡ୍‌ଲାଇନ। ଏହାରି ମଧ୍ୟରେ ଯଦି କ୍ବାର୍ଟର୍ସ ଖାଲି ନ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ କିରାଣୀ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କିରାଣୀ । କିରାଣୀ ଜଣକ ରୂପଚାନ୍ଦ ନାଏକ । ପେନସନ୍…