Month: September 2025

କଟକ ଦୁର୍ଗା ପୂଜାରେ ଜଗିବେ ୧୨୨ ପ୍ଲାଟୁନ୍‌ ଫୋର୍ସ

ପୂଜା ପାଇଁ ସଜାଗ ହେଲା କମିଶନରେଟ ପୋଲିସ। କଟକ ଦୁର୍ଗା ପୂଜାରେ ସୁରକ୍ଷା ବ୍ୟବସ୍ଥା ନେଇ ପୋଲିସ କମିଶନରଙ୍କ ସୂଚନା । ପୋଲିସ କମିଶନର କହିଛନ୍ତି ୧୨୨ ପ୍ଲାଟୁନ୍‌ ଫୋର୍ସ ସହ ୬୦୦ ଅଫିସର ମୁତୟନ ରହିବେ । ପୂଜା ପାଇଁ…

ଜାତୀୟ ସିନିୟର କ୍ରିକେଟ ଟିମ୍‌ର ଚୟନକର୍ତ୍ତା ହେଲେ ପ୍ରଜ୍ଞାନ ଓଝା

ଜାତୀୟ ସିନିୟର କ୍ରିକେଟ ଟିମ୍‌ର ଚୟନକର୍ତ୍ତା ହେଲେ ପ୍ରଜ୍ଞାନ ଓଝା । ଶିବସୁନ୍ଦର ଦାସଙ୍କ ସହ ଦ୍ବିତୀୟ ଓଡ଼ିଆ ଭାବେ ଚୟନ କମିଟିରେ ସ୍ଥାନିତ ହେଲେ ପ୍ରଜ୍ଞାନ । ଅଜିତ ଅଗରକରଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟିରେ ସ୍ଥାନ ପାଇଲେ ପ୍ରଜ୍ଞାନ…

ଗୋପବନ୍ଧୁ ଜୟନ୍ତୀରୁ ମାସେ ପର୍ଯ୍ୟନ୍ତ ବିଜେଡି କରିବ ପଦଯାତ୍ରା

ଅକ୍ଟୋବର ୯ ଗୋପବନ୍ଧୁ ଜୟନ୍ତୀରୁ ନଭେମ୍ବର ୯ ଯାଏଁ ପଦଯାତ୍ରା କରିବ ବିଜେଡି। ମାସେ ଧରି ଚାଲିବ ଏହି ଅଭିଯାନ । ଏ ନେଇ ଆଜି ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ଉପସଭାପତି ଦେବୀ ମିଶ୍ର ଓ ବରିଷ୍ଠ ଉପସଭାପତି ପ୍ରମିଳା…

ମିଥୁନ ମନହାସ ହେଲେ ବିସିସିଆଇ ଅଧ୍ୟକ୍ଷ

କିଏ ହେବ ବିସିସିଆଇ ପରବର୍ତ୍ତୀ ଅଧ୍ୟକ୍ଷ ଏହାକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ହୋଇଛି । ଦିଲ୍ଲୀ ରଣଜୀ ଟ୍ରଫି ଟିମ ପୂର୍ବ ଅଧିନାୟକ ମିଥୁନ ମନହାସ ହେଲେ ବିସିସିଆଇ ଅଧ୍ୟକ୍ଷ । ସେହିପରି ରାଜୀବ ଶୁକ୍ଲା ଉପାଧ୍ୟକ୍ଷ ହୋଇଥିବା ବେଳେ…

୧୨୬ତମ ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମ; ଲତା ମଙ୍ଗେସକରଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କ ରେଡିଓ କାର୍ଯ୍ୟକ୍ରମ “ମନ୍ କି ବାତ୍‌”ର ୧୨୬ତମ ଏପିସୋଡ୍ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସହିଦ ଭଗତ ସିଂ ଓ ଲତା ମଙ୍ଗେସକରଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ମୋଦି…

ରାଜନେତା ବିଜୟଙ୍କ ରାଲିରେ ଦଳାଚକଟା; ୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ତାମିଲନାଡ଼ୁର କରୁରରେ ଅଭିନେତା ତଥା ରାଜନେତା ବିଜୟଙ୍କ ରାଲିରେ ଦଳାଚକଟା । କରୁରରେ ହୋଇଥିବା ଦଳାଚକଟାରେ ମୃତକଙ୍କ ସଂଖ୍ୟା ବଢି ୩୯ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଛୋଟ ପିଲା ଓ ମହିଳା ମଧ୍ୟ ସାମିଲ୍ ଅଛନ୍ତି। ଏହା ସହ ୫୦ ରୁ…

ବିଜେଡିରୁ ନିଲମ୍ବିତ ଶ୍ରୀମୟୀ ମିଶ୍ରଙ୍କ ‘ନେପୋଟିଜମ୍‌’ ନିଶାନା

ବିଜେଡିରୁ ନିଲମ୍ବିତ ଶ୍ରୀମୟୀ ମିଶ୍ରଙ୍କ ‘ନେପୋଟିଜମ୍‌’ ନିଶାନା । ପୁଣି ସୋସିଆଲ ମିଡ଼ିଆରେ ନିଶାନା କଲେ ଶ୍ରୀମୟୀ ମିଶ୍ର ।ରାଜନେତାଙ୍କ ନାଁ ନ ନେଇଥିଲେ ବି ଅଣଦେଖା ନେଇ ରୋଷ ବଖାଣିଲେ ଶ୍ରୀମୟୀ ମିଶ୍ର । ସେ କହିଛନ୍ତି ଯାହା ଯୋଗ୍ୟତା…

ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଗିରଫ

ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥ ସାରଥୀ ଗିରଫ ।ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀଙ୍କୁ ଦିଲ୍ଲୀ ପୋଲିସ ଆଗ୍ରାରୁ ଗିରଫ କରିଛି। ଆଗ୍ରାରୁ ବିଳମ୍ବିତ ରାତିରେ ଗିରଫ କଲା ଦିଲ୍ଲୀ ପୋଲିସ । ଛାତ୍ରୀଙ୍କୁ ଯୌନ ଉତ୍ପୀଡ଼ନ ଏବଂ ଜାଲିଆତି ଅଭିଯୋଗରେ…

ଅଭିନେତା ବିଜୟଙ୍କ ରାଲିରେ ଅଘଟଣ, ଦଳାଚକଟାରେ ୩୦ ରୁ ଅଧିକ ମୃତ୍ୟୁ ଆଶଙ୍କା

ତାମିଲନାଡୁର କରୁରରେ ଅଭିନେତା ଏବଂ ଟିଭିକେ ମୁଖ୍ୟ ବିଜୟଙ୍କ ନିର୍ବାଚନ ରାଲିରେ ଦଳାଚକଟା ଯୋଗୁଁ ୩୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ‘ତାମିଝାଗା ଭେଟ୍ରି କାଝଗମ୍’ (TVK) ମୁଖ୍ୟ…

ପାର୍ବଣକୁ ଫିକା କରିପାରେ ବର୍ଷା; ଆସନ୍ତା ୧ ରେ ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି…