Month: September 2025

ସରିଛି ପଶ୍ଚିମ ଓଡ଼ିଶାର ଗଣ ପର୍ବ ନୂଆଁଖାଇ; ସଜବାଜ ହେଲେଣି ଦାଦନ ଶ୍ରମିକ

ବଲାଙ୍ଗିର ଏକ ଦାଦନ ପ୍ରବଣ ଜିଲ୍ଲା ହୋଇଥିବାବେଳେ ଏଠି କଳ କାରଖାନାର ଅଭାବ ଯୋଗୁଁ, ଏଠାକାର ଅଧିକାଂଶ ଶ୍ରମିକ ଶ୍ରେଣୀର ରାଜ୍ୟ ବାହାରକୁ ଦାଦନମୁହାଁ ହୋଇ ଆସୁଛନ୍ତି। ବର୍ତ୍ତମାନ ପଶ୍ଚିମ ଓଡ଼ିଶାର ଗଣ ପର୍ବ ନୂଆଁଖାଇ ସରିଥିବାବେଳେ, ଗାଁ ଗଣ୍ଡାର ଶ୍ରମିକମାନଙ୍କ…

ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ୍ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଏହା ସହ ସେଠାରେ ଅନ୍ୟ କିଛି କାର୍ଯ୍ୟକ୍ରମ…

ଦେଶରେ ଶାନ୍ତି ପ୍ରତିଷ୍ଠା ଦିଗରେ ଆତଙ୍କବାଦ ସବୁଠୁ ବଡ଼ ପ୍ରତିବନ୍ଧକ: ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଚୀନର ତିଆନଜିନ୍ ସହରରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (SCO)ର ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେଇଛନ୍ତି । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ସମ୍ମିଳନୀରେ ଆତଙ୍କବାଦ ପ୍ରସଙ୍ଗ ଉଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…